କେୟର୍ନ ମାମଲା ଉପରେ ୟୁଏସ୍‌ କୋର୍ଟଙ୍କ ରୋକ୍‌

ନୂଆଦିଲ୍ଲୀ,୨୭।୯: କେୟର୍ନ ଏନର୍ଜି ମାମଲା ଉପରେ ନ୍ୟୁୟର୍କର ଏକ କୋର୍ଟ ରୋକ୍‌ ଲଗାଇବା ଲାଗି ନିର୍ଦ୍ଦେଶନାମା ଜାରି କରିଛନ୍ତି। ମାମଲାର ସମାଧାନ ଲାଗି କମ୍ପାନୀ ଭାରତ ସରକାରଙ୍କ ସହ ଆଲୋଚନା କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ୧୮ ନଭେମ୍ବର ଯାଏ ଉକ୍ତ ମାମଲାରେ ରୋକ୍‌ ଲଗାଇବା ପାଇଁ କୋର୍ଟ ସ୍ପଷ୍ଟ କରିଛନ୍ତି। ମଧ୍ୟସ୍ଥତା ଅଦାଲତ ଭାରତ ସରକାରଙ୍କ ବିରୋଧରେ ଶୁଣାଣି କରିଥିଲେ। ଭାରତ ସରକାରଙ୍କ ନିକଟରୁ ପ୍ରାୟ ୧.୨ ବିଲିୟନ ଡଲାର(୧୦,୨୪୭ କୋଟି)ର ଅର୍ଥ ଅସୁଲ କରିବା ଉପରେ ଏହି ମାମଲା ପର୍ଯ୍ୟବସିତ ଥିଲା। ନ୍ୟୁୟର୍କର ଜିଲା କୋର୍ଟ ଅଦାଲତଙ୍କ ଏଭଳି ନିର୍ଦ୍ଦେଶ ପରେ ମାମଲାର ସମାଧାନ ହେବା ନେଇ ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୬୪.୩୭ ବିଲିୟନ ଡଲାର ଏଫ୍‌ଡିଆଇ ଆସିଛି

ନୂଆଦିଲ୍ଲୀ,୩୧-୭: ଚଳିତ ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ଶେଷ ହୋଇଥିବା ଆର୍ଥିକ ବର୍ଷରେ ଭାରତକୁ ୬୪.୩୭ ବିଲିୟନ ଡଲାର ଏଫ୍‌ଡିଆଇ ଆସିଛି, ଯାହା କି ଅଦ୍ୟାବଧି...

ସଫଳତା ଦିଏ ଆହ୍ବାନ

ବିଶ୍ୱାସ କରାଯାଏ ଯେ ସର୍ବୋତ୍ତମ ଉଦ୍ୟୋଗୀମାନେ ଜନ୍ମ ହୋଇଥାନ୍ତି, ସେମାନଙ୍କୁ ତିଆରି କରାଯାଇ ପାରେନାହିଁ। ସେମାନେ ସବୁବେଳେ ଆବେଗପ୍ରବଣ ଏବଂ ଉଦ୍ଭାବନପ୍ରିୟ ହୋଇଥାଆନ୍ତି। ଫଳରେ ବ୍ୟବସାୟରେ...

ରାଘବେନ୍ଦ୍ର ସମବାୟ ବ୍ୟାଙ୍କ ଉପରେ ଆର୍‌ବିଆଇର କଟକଣା

ନୂଆଦିଲ୍ଲୀ,୧୫-୧: ପଞ୍ଜାବ ଏବଂ ମହାରାଷ୍ଟ୍ର କୋଅପରେଟିଭ (ପିଏମ୍‌ସି) ବ୍ୟାଙ୍କ ପରେ ରିଜର୍ଭ ବ୍ୟାଙ୍କ କର୍ନାଟକର ରାଘବେନ୍ଦ୍ର ସହକାର ବ୍ୟାଙ୍କ ଉପରେ ଉଠାଣ ନେଇ କଟକଣା ଜାରି...

ବ୍ୟସ୍ତବହୁଳ ରୁଟ୍‌ରେ ବିମାନ ଭଡ଼ା ୪୫% ବୃଦ୍ଧି

ନୂଆଦିଲ୍ଲୀ,୨୨।୧୦: ଦୀପାବଳି ପୂର୍ବରୁ ବ୍ୟସ୍ତବହୁଳ ରୁଟ୍‌ଗୁଡ଼ିକରେ ବିମାନ ଭଡ଼ା ଲଗାତର ବୃଦ୍ଧି ହେଉଥିବା ଦେଖାଯାଉଛି। ବର୍ଦ୍ଧିତ ଚାହିଦା ଯୋଗୁ ବିମାନ ଭଡ଼ା ପୂର୍ବ ତୁଳନାରେ ପ୍ରାୟ...

ଏମ୍‌ଏସ୍‌ଏମ୍‌ଇ ଋଣ ଯୋଜନାର ସମୀକ୍ଷା କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୧।୬: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏମ୍‌ଏସ୍‌ଏମ୍‌ଇଗୁଡିକ ଲାଗି ଆରମ୍ଭ ହୋଇଥିବା ଋଣ ଗ୍ୟାରେଣ୍ଟି ଯୋଜନାର ମଙ୍ଗଳବାର ସମୀକ୍ଷା କରିଛନ୍ତି। ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ମୁଖ୍ୟଙ୍କୁ ସୀତାରାମନ ଭେଟିବା...

୫୨୯ ପଏଣ୍ଟ ବଢ଼ିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ: ଲଗାତର ତୃତୀୟ ସେସନ ଲାଗି ଦେଶର ପୁଞ୍ଜିବଜାରରେ କାରବାର ଉନ୍ନତ ହୋଇଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ଗୁରୁବାର ୫୦୦ ପଏଣ୍ଟରୁ ଊର୍ଦ୍ଧ୍ୱ ବଢିଛି।...

ରାଜ୍ୟଗୁଡ଼ିକର ଅଂଶ ବାବଦ କେନ୍ଦ୍ର ଦେଲା ୪୬ ହଜାର କୋଟି

ନୂଆଦିଲ୍ଲୀ,୨୧।୫ : କେନ୍ଦ୍ରୀୟ ଟିକସ କ୍ଷେତ୍ରରେ ରାଜ୍ୟଗୁଡିକର ଅଂଶ ବାବଦ ମେ ମାସ ଲାଗି କେନ୍ଦ୍ର ସରକାର ୪୬, ୦୩୮.୭୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି।...

ସମାଧାନ ହୋଇପାରିଲାନି କ୍ଷତିପୂରଣ ପ୍ରସଙ୍ଗ; ୧୨ରେ ପୁଣି ବସିବ ଜିଏସ୍‌ଟି ପରିଷଦ ବୈଠକ

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଜିଏସ୍‌ଟି ପରିଷଦର ୪୨ତମ ବୈଠକ ଭିଡିଓ କନ୍‌ଫରେନ୍ସ ଯୋଗେ ସୋମବାର ଅନୁଷ୍ଠିତ ହୋଇଛି। ଜିଏସ୍‌ଟି କ୍ଷତିପୂରଣ ପ୍ରଦାନ ନେଇ...

Advertisement
Archives

Model This Week