ତାଲିବାନ୍‌କୁ ଆମେରିକାର ନାଲି ଆଖି, ହିଂସା ବନ୍ଦ ନ କଲେ ଆକାଶରୁ ହେବ ବୋମା ମାଡ଼…

କାବୁଲ୍‌,୩୦।୬: ଆଫଗାନିସ୍ତାନରେ ମୁତୟନ ଥିବା ଆମେରିକାର ଶୀର୍ଷ କମାଣ୍ଡର ଅଷ୍ଟିନ୍‌ ସ୍କଟ୍‌ ମିଲର ତାଲିବାନ୍‌ ଆତଙ୍କବାଦୀ ସଂଗଠନକୁ ନାଲି ଆଖି ଦେଖାଇଛନ୍ତି। ଦେଶରେ ହିଂସା ବନ୍ଦ ନ କଲେ ଆକାଶରୁ ହେବ ବୋମା ମାଡ଼ କରାଯିବ ବୋଲି ଧମକ ଦିଆଯାଇଛି। ବିଭିନ୍ନ ଅଞ୍ଚଳକୁ ତାଲିବାନ୍‌ ନିଜ ନିୟନ୍ତ୍ରଣରେ ରଖିଥିବାରୁ ଶୀର୍ଷ କମାଣ୍ଡର ଅସନ୍ତୋଷ ପ୍ରକାଶ କରିଛନ୍ତି। ଆମେରିକା ସୈନ୍ୟ ବାହିନୀ ଫେରୁଥିବାରୁ ତାଲିବାନ୍‌ ସଂଗଠନର ବିଭିନ୍ନ କାର୍ଯ୍ୟ କଳାପ ଯୋଗୁ ଦେଶର ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଥିବା ମିଲର କହିଛନ୍ତି। ଆଫଗାନିସ୍ତାନର ୪୦୦ ଜିଲାରୁ ୧୦୦ ଜିଲା ଏବେ ତାଲିବାନ ନିୟନ୍ତ୍ରଣରେ ରହିଛି। ତାଲିବାନ୍‌ ଏଭଳି କାର୍ଯ୍ୟ ବନ୍ଦ ନ କଲେ ଆମେରିକା ବାୟୁସେନା ପକ୍ଷରୁ କଡ଼ା ଜବାବ ଦିଆଯିବ ବୋଲି ମିଲର ଧମକ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ପରେ ପ୍ରଧାନମନ୍ତ୍ରୀଙ୍କ ପଳାୟନ

କଲମ୍ବୋ,୧୧।୫: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍‌ସେ ସୋମବାର ଇସ୍ତଫା ଦେବା ପରେ ନିଜ ପରିବାର ସହ ରାଜଧାନୀ କଲମ୍ବୋରୁ ପଳାୟନ କରିଛନ୍ତି। ସେମାନେ ଦ୍ୱୀପରାଷ୍ଟ୍ରର ଉତ୍ତରପୂର୍ବରେ...

୯/୧୧କୁ ବଳିଗଲା କରୋନା ଦୁଃଖ

ନ୍ୟୁୟର୍କ,୨ା୪ : ଆମେରିକାରେ ଭୟଙ୍କର ସ୍ଥିତି ସୃଷ୍ଟିକରିଛି କରୋନା ଭାଇରସ୍‌। ଗୋଟାଏ ପରେ ଗୋଟାଏ ମୁଣ୍ଡ ଗଡ଼ିଚାଲିଛି। ବୁଧବାର ସୁଦ୍ଧା ୪,୦୫୫ ଜୀବନ ନେଲାଣି ଏହି...

ଟିକସ ଠକେଇର ସବୁଠୁ ବଡ଼ ପ୍ରଘଟ

ଓ୍ବାଶିଂଟନ/ନୂଆଦିଲ୍ଲୀ,୪।୧୦: ଶତାଧିକ ବିଲିଓନେୟାର, ୩୦ ବିଶ୍ୱନେତା ଓ ୩୦୦ ସରକାରୀ ଅଧିକାରୀଙ୍କ ଗୁପ୍ତ ଡିଲ୍‌ ଏବଂ ସମ୍ପତ୍ତିକୁ ନେଇ ଲକ୍ଷ ଲକ୍ଷ ଦସ୍ତାବିଜ ପାଣ୍ଡୋରା ପେପର୍ସ...

ଇମ୍ରାନ୍‌ଙ୍କ ନାଁରେ ରୁଜୁ ହେଲା ମାମଲା

ଇସ୍‌ଲାମାବାଦ, ୩ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ବିରୋଧରେ ଧର୍ମନିନ୍ଦା ମାମଲା ରୁଜୁ ହୋଇଛି। ପ୍ରଧାନମନ୍ତ୍ରୀ ଶେହବାଜ୍‌ ଶରିଫ୍‌ ଗୁରୁବାର ସାଉଦିଆରବ ଗସ୍ତ କରିଥିବାବେଳେ...

କରୋନାରେ ମୃତ ୫ ଲକ୍ଷ ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ବାଇଡେନ୍‌

ୱାଶିଂଟନ,୨୩ ।୨: କରୋନା ମହାମାରୀରେ ପ୍ରାୟ ଗୋଟିଏ ବର୍ଷ ମଧ୍ୟରେ ଆମେରିକାରେ ପାଖାପାଖି ୫ ଲକ୍ଷରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି । ଏହା ଆମେରିକାବାସୀଙ୍କ...

ଅମୀର ଶେଖଙ୍କ ପାଇଁ କାର ଚଳାଇ ଟ୍ରୋଲ ହେଲେ ଇମ୍ରାନ: ଲୋକେ କହିଲେ, ସବୁଠାରୁ ଦାମୀ ଡ୍ରାଇଭର

ଇସ୍‌ଲାମାବାଦ,୨୪।୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ପୁଣି ଥରେ ସୋସିଆଲ ମିଡିଆରେ ସମାଲୋଚନାର ଶୀକାର ହୋଇଛନ୍ତି। ଇମ୍ରାନ ଖାଁ କତରର ଅମୀର ଶେଖ ତମିମ ବିନ...

ପୁଣି ବିପଦ, କରୋନାର ସୁପର ଭାରିଆଣ୍ଟ କୋଭିଡ୍‌-୨୨ ଆସିବା ଆଶଙ୍କା…

ଜୁରିଚ୍‌,୨୪।୮: ସମ୍ପ୍ରତି ପୃଥିବୀରେ କରୋନା ମହାମାରୀର ବିଭିନ୍ନ ଭାରିଆଣ୍ଟ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୁଇଜରଲାଣ୍ଡର ଗବେଷକମାନଙ୍କ ଦ୍ୱାରା ହୋଇଥିବା ଗବେଷଣା ରିପୋର୍ଟ ପ୍ରକାଶ...

କରୋନା ଭ୍ୟାକ୍ସିନ ନେବାର ଦୁଇ ଦିନ ପରେ ସ୍ୱାସ୍ଥ୍ୟକର୍ମୀଙ୍କ ମୃତ୍ୟୁ

ଲିସବନ୍‌,୫ ।୧: କରୋନା ଭାଇରସକୁ ଦୂରେଇ ଦେବାକୁ ଏବେ ପ୍ରାୟ ସବୁଦେଶର ନଜର ଭ୍ୟାକ୍ସିନ ବା ଟିକା ଉପରେ । କେତେକ ବିକାଶଶୀଳ ଦେଶ କିଛି...

Advertisement
Archives

Model This Week