ବାଂଲାଦେଶ ବିରୋଧରେ କଟକଣା ଲଗାଇବାକୁ ଆମେରିକା ଆଇନ ପ୍ରଣେତାଙ୍କ ଦାବି

ଓ୍ବାଶିଂଟନ,୧୯ା୧୨: ବାଂଲାଦେଶରେ ମାନବାଧିକାର ଉଲ୍ଲଂଘନ ସଙ୍କଟ ବଢ଼ୁଥିବାରୁ ଏହି ଦେଶ ବିରୋଧରେ ନିର୍ଦ୍ଦିଷ୍ଟ କଟକଣା ଲଗାଇବାକୁ ଆମେରିକା ଆଇନ ପ୍ରଣେତା ସଦସ୍ୟମାନେ ଦାବି କରିଛନ୍ତି।
ଏହି ଦକ୍ଷିଣ ଏସୀୟ ରାଷ୍ଟ୍ରରେ ଯେଉଁମାନେ ସଂଖ୍ୟାଲଘୁଙ୍କ ବିରୋଧରେ କୁତ୍ସିତ କାର୍ଯ୍ୟରେ ସମ୍ପୃକ୍ତ, ସେମାନଙ୍କ ବିରୋଧରେ କଟକଣା ଲାଗୁ କରିବା ନିମନ୍ତେ ବୁଧବାର କଂଗ୍ରେସ ସଦସ୍ୟମାନେ ଆମେରିକାର ଅର୍ଥ ଓ ପରାରାଷ୍ଟ୍ର ବିଭାଗକୁ ଆହ୍ବାନ ଦେଇଛନ୍ତି। ଆମେରିକାର ବିଭିନ୍ନ ଭାଗରୁ ଆସିଥିବା ହିନ୍ଦୁମାନଙ୍କ ଉପସ୍ଥିତିରେ କଂଗ୍ରେସ ସଦସ୍ୟ ଶ୍ରୀ ଥାନେଦାର ଏହା କହିଛନ୍ତି। ଗତ ଜୁଲାଇରେ ବାଂଲାଦେଶରେ ରାଜନୈତିକ ହିଂସାକାଣ୍ଡରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ଇସ୍ତଫା ଦେଇ ଦେଶ ଛାଡ଼ି ପଳାଇଥିଲେ। ସେବେଠାରୁ ସେଠାର ହିନ୍ଦୁ, ବୌଦ୍ଧ ଏବଂ ଖ୍ରୀଷ୍ଟିୟାନ ସଂଖ୍ୟାଲଘୁମାନେ ହିଂସା ଓ ଅତ୍ୟାଚାରର ଶିକାର ହୋଇଆସୁଛନ୍ତି। ସଂଖ୍ୟାଗରିଷ୍ଠ ମୁସଲମାନମାନେ ସେମାନଙ୍କ ଉପରେ ତଥା ସେମାନଙ୍କ ଉପାସନା ସ୍ଥଳ ଉପରେ ଆକ୍ରମଣ ଜାରି ରଖିଛନ୍ତି ବୋଲି ଥାନେଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Read more

ବିହାର ସରକାର ସୋସିଆଲ ମିଡିଆ କ୍ରିଏଟରଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ରାଜ୍ୟ କ୍ୟାବିନେଟ୍ ବିହାର ସୋସିଆଲ ମିଡିଆ ନୀତିରେ ନୂଆ ସଂଶୋଧନକୁ ମଞ୍ଜୁରୀ ଦେଇଛି…

ଏସ୍‌ଏଚ୍‌ଜି ମହିଳାଙ୍କୁ ମିଳିନି କୋଟିଏରୁ ଅଧିକ ଟଙ୍କା, ଜିଲାପାଳଙ୍କ ଅଫିସ ଘେରାଉ କରି…

ନୂଆପଡ଼ା,୨୦ା୮(ମକାରୁ ବେମାଲ): ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସରକାରଙ୍କ ଧାନକିଣା ପ୍ରକ୍ରିୟାରେ ସାମିଲ ହେଲେ କିଛି ଟଙ୍କା ରୋଜଗାର ପାଇବେ। ସାବଲମ୍ବୀ ହେବା ପାଇଁ ଏସ୍‌ଏଚ୍‌ଜିଙ୍କ ପାଇଁ…

ଦେଶି କନ୍ୟାଙ୍କୁ ବିଦେଶୀ ବର: କେରଳ ଝିଅଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହେଲେ ସ୍କଟିସ ସାଂସଦ ମାର୍ଟିନ ଡେ

ଥିରୁଭାନନ୍ତପୁରମ,୨୦।୮: ପୂର୍ବତନ ସ୍କଟିସ ସାଂସଦ ମାର୍ଟିନ ଡେ, କେରଳର ତ୍ରିସୁରରେ ପାରମ୍ପରିକ ହିନ୍ଦୁ ପ୍ରଥା ଅନୁସରଣ କରି ପିରାଭୋମର ଜଣେ ମାଲାୟାଲୀ ମହିଳା ନିଧିନ ଚାନ୍ଦଙ୍କୁ ବିବାହ…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

ବନ୍ୟାପାଣିରେ ଫସିଲେ ହାତୀପଲ

ପାଟଣା,୨୦ା୮(ବୀରକିଶୋର ଦାଶ): ବୈତରଣୀ ନଦୀ ପାର୍‌ ହେବା ସମୟରେ ବନ୍ୟାପାଣି ଯୋଗୁ ଫସିଛନ୍ତି ହାତୀପଲ। ପାଟଣା ରେଞ୍ଜ ତଣ୍ଡ ବିଟ୍‌ ତଣ୍ଡ ବୈତରଣୀ ନଦୀକୂଳର ଏକ ପଥର…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

ଛାତ୍ରୀଙ୍କୁ ପକେଟ ମନି ଦେବେ ସରକାର! ମିଳିବ ୨,୦୦୦ ଟଙ୍କା, ଜାଣନ୍ତୁ କିଏ ପାଇବେ ଲାଭ

ମୁମ୍ବାଇ , ୨୦।୮: ମହାରାଷ୍ଟ୍ରରେ ଉଚ୍ଚଶିକ୍ଷା ହାସଲ କରୁଥିବା ଛାତ୍ରୀମାନଙ୍କ ପାଇଁ ସରକାର ଏକ ନୂଆ ପଦକ୍ଷେପ ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଛାତ୍ରୀମାନଙ୍କୁ ଆର୍ଥିକ ସହାୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri