Posted inଜାତୀୟ

ଗଲଓ୍ବାନ୍‌ ଘାଟିରେ ଶହୀଦ ହୋଇଥିବା ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଆମେରିକା ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୨୭।୧୦: ଭାରତ ଏବଂ ଆମେରିକା ମଧ୍ୟରେ ଐତିହାସିକ ବେସିକ୍‌ ଏକ୍ସଚେଞ୍ଜ୍‌ ଆଣ୍ଡ୍‌ କୋଅପରେଶନ ଏଗ୍ରିମେଣ୍ଟ୍‌ (ବିଇସିଏ) ସ୍ବାକ୍ଷରିତ ହୋଇଛି। ମଙ୍ଗଳବାର ଦୁଇ ଦେଶ ମଧ୍ୟରେ ଦୁଇଟି ଟୁ ପ୍ଲସ ଟୁ ଆଲୋଚନା ହୋଇଥିଲା। ଏଥିରେ ଦୁଇ ଦେଶର ପ୍ରତିରକ୍ଷା ଏବଂ ବୈଦେଶିକ ମନ୍ତ୍ରୀମାନେ ପରସ୍ପରକୁ ଭେଟିଥିଲେ। ବୈଠକ ପରେ ଉଭୟ ଦେଶ ମିଳିତ ବିବୃତ୍ତି ଜାରି କରିଛନ୍ତି। ଦୁଇ ଦେଶ ମଧ୍ୟରେ ବିଇସିଏ ଚୁକ୍ତିନାମା ସ୍ବାକ୍ଷରିତ ହେବା ସହିତ ଆଣବିକ ସହଯୋଗ ବିଷୟରେ ଆଲୋଚନା ମଧ୍ୟ ଆଗକୁ ବଢିଛି। ଆଲୋଚନା ମାଧ୍ୟମରେ ଦୁଇ ଦେଶ ମଧ୍ୟ ଚାଇନାକୁ ଏକ ଶକ୍ତିଶାଳୀ ବାର୍ତ୍ତା ଦେଇଛନ୍ତି। ଏହା ପୂର୍ବରୁ ମଙ୍ଗଳବାର ସକାଳେ ଆମେରିକାର ବୈଦେଶିକ ମନ୍ତ୍ରୀ ମାଇକ ପୋମ୍ପିଓ ନାଶ୍‌ନାଲ୍‌ ଓ୍ବାର୍‌ ମେମୋରିଆଲ୍‌କୁ ଯାଇ ଲଓ୍ବାନ୍‌ ଘାଟିରେ ମୃତୁବରଣ କରିଥିବା ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶଭକ୍ତି ଏବଂ ନୈତିକ ମୂଲ୍ୟବୋଧ ଫିଲ୍ମକୁ ପୁରସ୍କୃତ କରିବ ଆର୍‌ଏସ୍‌ଏସ୍‌

ନୂଆଦିଲ୍ଲୀ,୩୦।୭: ଦେଶଭକ୍ତି, ରାଷ୍ଟ୍ରୀୟ ସୁରକ୍ଷା, ନୈତିକ ତଥା ପାରିବାରିକ ମୂଲ୍ୟବୋଧ ଫିଲ୍ମକୁ ଆର୍‌ଏସ୍‌ଏସ୍‌ ପକ୍ଷରୁ ପୁରସ୍କୃତ କରାଯିବ। ଆର୍‌ଏସ୍‌ଏସ୍‌ର ଶାଖା ଭାରତୀୟ ଚିତ୍ର ସାଧନା ପକ୍ଷରୁ...

ଜୁନରେ ଆସିବ ମୌସୁମୀ

ନୂଆଦିଲ୍ଲୀ,୨୬।୫: ଉତ୍ତର ଭାରତ ସମେତ ଦେଶର ପ୍ରାୟ ସବୁ ରାଜ୍ୟରେ ଖୁବଶୀଘ୍ର ଗ୍ରୀଷ୍ମ ପ୍ରବାହରୁ ତ୍ରାହି ମିଳିବ। ନିକଟରେ ରାଜଧାନୀ ଦିଲ୍ଲୀରେ ବର୍ଷା ହେବାରୁ ତାପମାତ୍ରା...

ବର୍ଷକୁ ୩ ଦିନ କାଉଣ୍ଟର ବନ୍ଦ

ନୂଆଦିଲ୍ଲୀ,୨୪।୧: ଦିଲ୍ଲୀ ସରକାରଙ୍କ ନୂଆ ଏକ୍ସାଇଜ ଆଇନ ଅନୁଯାୟୀ ୨୦୨୨ରେ ମାତ୍ର ୩ ଦିନ ପାଇଁ ଲାଇସେନ୍ସ ପ୍ରାପ୍ତ ମଦ କାଉଣ୍ଟର ବନ୍ଦ ରହିବ। ଏ...

ଦଳର ଭାବମୂର୍ତ୍ତି ନଷ୍ଟ କରୁଥିବା ବ୍ୟକ୍ତିଙ୍କୁ ସହ୍ୟ କରାଯିବ ନାହିଁ…

ହାଇଦ୍ରାବାଦ୍‌, ୭।୫ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ପାର୍ଟିର ଆଭ୍ୟନ୍ତରୀଣ ମାମଲାକୁ ଜନସାଧାରଣଙ୍କ ନିକଟକୁ ନ ନେବାକୁ ଦଳର ନେତାମାନଙ୍କୁ ଚେତାବନୀ ଦେଇଛନ୍ତି। ହାଇଦ୍ରାବାଦରେ...

ବିଦେଶାଗତ ପକ୍ଷୀଙ୍କ ସୁରକ୍ଷା ପାଇଁ ପଦକ୍ଷେପ, ଭାରତ ନେତୃତ୍ୱରେ ବିଶ୍ୱସ୍ତରୀୟ ଅଭିଯାନ…

ନୂଆଦିଲ୍ଲୀ,୩୧।୧୦: ପ୍ରତ୍ୟେକ ଦେଶ ବିଦେଶାଗତ ପକ୍ଷୀମାନଙ୍କର ଆତିଥ୍ୟତା ନେଇ ଏକତ୍ରିତ ହେବେ। ବିଦେଶାଗତ ପକ୍ଷୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଭାରତ ନେତୃତ୍ୱରେ ଏକ ବିଶ୍ୱସ୍ତରୀୟ ଅଭିଯାନ...

ସଲ୍‌ମାନଙ୍କ ଫିଟ୍‌ ଇଣ୍ଡିଆ ବାର୍ତ୍ତା

ନୂଆଦିଲ୍ଲୀ: ଅକ୍ଟୋବର ୨ରେ ସାରା ଦେଶରେ ଗାନ୍ଧିଜୀଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯାଇଛି। ଏହି ଉପଲକ୍ଷେ ବଲିଉଡ୍‌ ସୁପରଷ୍ଟାର ସଲମାନ୍‌ ଖାନ୍‌ ନିଜ ଫ୍ୟାନ୍ସଙ୍କୁ ଦେଇଛନ୍ତି...

ଲକ୍‌ଡାଉନ ହୋଇ ନ ଥିଲେ ୮.୨ ଲକ୍ଷରେ ପହଞ୍ଚିଥାଆନ୍ତା ସଂକ୍ରମଣ

ନୂଆଦିଲ୍ଲୀ,୧୨।୪(ଆଇଏଏନ୍‌ଏସ୍‌): ଲକ୍‌ଡାଉନ ଓ ଅନ୍ୟାନ୍ୟ ପ୍ରତିକାରମୂଳକ ପଦକ୍ଷେପ ଯୋଗୁ ଭାରତରେ କରୋନା ସଂକ୍ରମଣ ହାର ଯଥେଷ୍ଟ କମ୍‌ ରହିଛି। ତାହା ହୋଇ ନ ଥିଲେ ଏପ୍ରିଲ...

“ପାପର ପ୍ରାୟଶ୍ଚିତ ପାଇଁ ସମାଜ ସେବା କର”: ଦିଲ୍ଲୀ ହାଇକୋର୍ଟ…

ନୂଆଦିଲ୍ଲୀ,୧୪।୧୦: ଜଣେ ମହିଳାଙ୍କୁ ପିଛା କରିବା ଏବଂ ତାଙ୍କ ମୁହଁରେ ଏସିଡ ଫିଙ୍ଗିବାକୁ ଧମକ ଦେଇଥିବା ବ୍ୟକ୍ତିଙ୍କ ବିରୋଧରେ ଦାଖଳ କରାଯାଇଥିବା ଏକ ଆବେଦନର ବିଚାର...

Advertisement
Archives

Model This Week