Posted inଖେଳ

ଶସ୍ତାରେ ଓପନରଙ୍କୁ ହରାଇଲା ଟିମ୍‌ ଇଣ୍ଡିଆ

ଆଣ୍ଟିଗୁଆ,୨।୨: ଏଠାରେ ବୁଧବାର ଖେଳାଯାଉଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ର ସେମିଫାଇନାଲରେ ଖୁବ୍‌ ଶସ୍ତାରେ ଦୁଇ ଓପନରଙ୍କୁ ହରାଇଛି ଟିମ୍‌ ଇଣ୍ଡିଆ। ଅଷ୍ଟ୍ରେଲିଆ ବୋଲିଂ ଆଗରେ ଭାରତୀୟ ଦଳ ଏପର୍ଯ୍ୟନ୍ତ ୧୩ ଓଭରରେ ୨ ଉଇକେଟ ହରାଇ ୪୧ ରନ୍‌ କରିଛି। ଏବେ ଅଧିନାୟକ ୟଶ ଧୁଲ (୨) ଓ ଶୈକ ରଶିଦ (୮ ରନ୍‌, ୧ ଚୌକା) ଖେଳୁଛନ୍ତି।

ଦୁଇ ଓପନର ଖୁବ୍‌ ରକ୍ଷଣାତ୍ମକ ବ୍ୟାଟିଂ କରିଥିଲେ ମଧ୍ୟ ଅଧିକ ସମୟ ଧରି କ୍ରିଜ୍‌ରେ ଛିଡ଼ା ହୋଇ ପାରି ନ ଥିଲେ। ଅଙ୍ଗକ୍ରିଶ ରଘୁବଂଶୀ ମାତ୍ର ୬ ରନ୍‌ କରି ଆଉଟ୍‌ ହୋଇଥିବା ବେଳେ ହାରନୁର ସିଂ ୧୬ ରନ୍‌ କରି ଆଉଟ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍‌ସିବିକୁ ଜିତାଇଲେ ଡୁ’ପ୍ଲେସି, ଓ୍ବାନିନ୍ଦୁ

ମୁମ୍ବାଇ,୮।୫: ପ୍ରଥମେ ଅଧିନାୟକ ଫାଫ ଡୁ’ପ୍ଲେସିଙ୍କ ଅର୍ଦ୍ଧଶତକ ପରେ ଓ୍ବାନିନ୍ଦୁ ହସରଙ୍ଗାଙ୍କ ୫ ଉଇକେଟ ସଫଳତା ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ସହଜ ବିଜୟ...

ମେଲବୋର୍ନ କ୍ଲବର କୋଚ୍‌ ହେବେ ଜୟସୁରିୟା

ମେଲବୋର୍ନ,୫।୬(ପି.ଟି.): କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି ଶ୍ରୀଲଙ୍କା କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସନଥ ଜୟସୁରିୟା। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ୍‌ (ଆଇସିସି) ଦ୍ୱାରା ଦୁଇ ବର୍ଷ ବାସନ୍ଦ ହେବା...

ସାନ୍ତା ବେଶରେ ପିଲାଙ୍କ ପାଖରେ ପହଞ୍ଚିଲେ କୋହଲି

ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୂମ୍‌ଧାମରେ ପାଳନ କରନ୍ତି। ପ୍ରତିବର୍ଷ ଡିସେମ୍ବର ୨୫ ତାରିଖରେ କ୍ରିସ୍‌ମାସ ପାଳନ କରାଯାଏ। ଯାହା ବିଶ୍ୱାସ...

ଜାତୀୟ ସିନିୟର ବ୍ୟାଡ୍‌ମିଣ୍ଟନ ସ୍ଥଗିତ

ନୂଆଦିଲ୍ଲୀ, ୨୫।୩ (ପି.ଟି.)- କରୋନା ଭାଇରସ୍‌ ଆତଙ୍କକୁ ନଜରରେ ରଖି ଜାତୀୟ ସିନିୟର ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ୮୪ତମ ସଂସ୍କରଣକୁ ସ୍ଥଗିତ ରଖାଯାଇଛି। ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌...

କୋଭିଡ-୧୯:ବର୍ଲିନ ଫର୍ମୁଲା ଇ ଗ୍ରାଁ ପ୍ରି ଘୁଞ୍ଚିଲା

ପ୍ୟାରିସ,୧୭।୪(ଏଏଫ୍‌ପି): କୋଭିଡ-୧୯ ମହମାରୀ କାରଣରୁ ବର୍ଲିନ ଫର୍ମୁଲା ଇ ଗ୍ରାଁ ପ୍ରିକୁ ସ୍ଥଗିତ ରଖାଯାଇଛି। ଏହା ଜୁନ୍‌ ୨୧ ତାରିଖରେ ଆରମ୍ଭ ହେବାର କାର୍ଯ୍ୟକ୍ରମ ଥିଲା।...

ଧୋନୀଙ୍କ ଟ୍ରେନିଂ ଆରମ୍ଭ

ନୂଆଦିଲ୍ଲୀ,୧୫।୧୧(ପି.ଟି.)- ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ରାଞ୍ଚିଠାରେ ଅଭ୍ୟାସ ଆରମ୍ଭ କରିଛନ୍ତି। ଚଳିତବର୍ଷ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ରୁ ଭାରତୀୟ ଦଳ ଫେରିବା...

ଜୁନ୍‌ ୬ରୁ ଅଷ୍ଟ୍ରେଲିଆରେ କ୍ଲବ କ୍ରିକେଟ ଆରମ୍ଭ ହେବ

ମେଲବୋର୍ନ,୧୭।୫ (ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ଅସମୟରେ ବନ୍ଦ କରାଯାଇଥିବା ପ୍ରତିଯୋଗିତାମୂଳକ କ୍ରିକେଟ ପୁଣି ଥରେ ଅଷ୍ଟ୍ରେଲିଆରେ ଆରମ୍ଭ ହେବାକୁ ଯାଉଛି। କରୋନା ଭାଇରସ୍‌ ଯୋଗୁ...

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା: ବାଦ୍‌ ପଡିଲେ ରୋହିତ ଶର୍ମା

ମୁମ୍ବାଇ,୨୭।୧୦: ଆଇପିଏଲ ପରେ ଭାରତୀୟ ଦଳର ଅଷ୍ଟ୍ରେଲିଆ ଗସ୍ତ ଆରମ୍ଭ ହେବ। ଏଥିପାଇଁ ବିସିସିଆଇ ଚୟନ କମିଟି ଖେଳାଳି ଚୟନ କରିଛି। ଅଷ୍ଟ୍ରେଲିଆ ଗସ୍ତରୁ ଆହତ...

Advertisement
Archives

Model This Week