Posted inଖେଳ

ଟି୨୦ ବିଶ୍ୱକପ୍‌ ପାଇଁ ଦଳ ଘୋଷଣା କଲା ୟୁଏଇ

ନୂଆଦିଲ୍ଲୀ,୧୭।୯: ଏମିରେଟ୍ସ କ୍ରିକେଟ ବୋର୍ଡ ଆଗାମୀ ଟି -୨୦ ବିଶ୍ୱକପ ୨୦୨୨ ପାଇଁ ଶନିବାର ଦଳ ଘୋଷଣା କରିଛି। ୟୁଏଇର ବିଶ୍ୱକପ୍‌ ପାଇଁ ଘୋଷିତ ୧୫ ଜଣିଆ ଦଳରେ ସବୁଠୁ ଅଭିଜ୍ଞ ଖେଳାଳି ରୋହନ ମୁସ୍ତାଫାଙ୍କ ନାମ ନ ଥିବା ଦେଖାଯାଇଛି। ଏହା ଚର୍ଚ୍ଚାର ବିଷୟ ପାଲଟିଛି।

ନିକଟରେ ୩୩ ବର୍ଷୀୟ ରୋହନ ମୁସ୍ତାଫା ଦଳ ପାଇଁ ଖେଳୁଥିବା ଦେଖିବାକୁ ମିଳିଥିଲା। ଓମାନରେ ଅନୁଷ୍ଠିତ ଏସିଆ କପ ଯୋଗ୍ୟତା ପର୍ଯ୍ୟାୟରେ ତାଙ୍କୁ ଏକାଦଶରୁ ବାହାର କରାଯାଇଥିଲା। ତେବେ କେରଳର ଥ୍ରୀସୁରରେ ଜନ୍ମିତ ୩୪ ବର୍ଷୀୟ ଚନ୍ଦନଗପୋଇଲ ରିଜୱାନଙ୍କୁ ଦଳର ଅଧିନାୟକ ଭାବରେ ଦାୟିତ୍ୱ ମିଳିଛି। ସେହିଭଳି ଭ୍ରିତିଆ ଅରବିନ୍ଦ ଦଳର ଉପ-ଅଧିନାୟକ ହେବେ।

ଟି -୨୦ ବିଶ୍ୱକପ ୨୦୨୨ ପାଇଁ ୟୁଏଇ ଦଳ:
ସିପି ରିଜୱାନ (କ୍ୟାପଟେନ୍‌), ଭ୍ରିତିଆ ଅରବିନ୍ଦ (ଉପ-ଅଧିନାୟକ), ଚିରାଗ ସୁରୀ, ମହମ୍ମଦ ୱାସିମ, ବେସିଲ ହେମିଦ, ଆର୍ଯ୍ୟନ ଲାକ୍ରା, ଜୱାର ଫରିଦ, କାଶୀଫ ଡାୱଡ, କାର୍ତ୍ତିକ ମେୟାପ୍ପାନ, ଅହମ୍ମଦ ରଜା, ଜାହୋର ଖାନ, ଜୁନାଦ ସିଦ୍ଦିକି, ସାବୀର ଅଲି, ଆଲିଶାନ ଶାରାଫୁ ଏବଂ ଆୟାନ ଖାଁ

ରିଜର୍ଭ ଖେଳାଳି: ସୁଲତାନ ଅହମ୍ମଦ, ଫାହାଦ ନୱାଜ, ବିଷ୍ଣୁ ସୁକୁମାରନ, ଆଦିତ୍ୟ ଶେଟ୍ଟୀ, ସଞ୍ଚିତ ଶର୍ମା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri