ପ୍ରୋଟୋକଲ ଭାଙ୍ଗି ମୋଦିଙ୍କୁ ଆଲିଙ୍ଗନ କଲେ ୟୁଏଇ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪।୨: ୟୁଏଇ ପୁଣି ଥରେ ଭାରତ ସହିତ ବନ୍ଧୁତ୍ୱର ଝଲକ ଦେଖାଇଛି। ଆବୁଧାବିରେ ପହଞ୍ଚିବା ପରେ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜୟେଦ ଅଲ ନହ୍ୟାନ ପ୍ରୋଟୋକଲ ଭାଙ୍ଗି ବିମାନବନ୍ଦରରେ ପହଞ୍ଚି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆଲିଙ୍ଗନ କରିଥିଲେ। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରି ତାଙ୍କୁ ଆଲିଙ୍ଗନ କରିଥିଲେ। ଆବୁଧାବିର ଶେଖ ଜାଏଦ ଷ୍ଟାଡିୟମରେ ‘ଅହଲାନ ମୋଦି’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ସ୍ମୃତି ଜୀବନସାରା ମୋ ସହିତ ରହିବ। ଭାରତ ଏବଂ ୟୁଏଇ ସମୟର କଲମ ସହିତ ବିଶ୍ୱ ପୁସ୍ତକ ଉପରେ ଏକ ଉତ୍ତମ ଭାଗ୍ୟର ହିସାବ ଲେଖୁଛି।
୨୦୧୫ରେ ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦି ପ୍ରଥମ ଥର ପାଇଁ ୟୁଏଇ ଗସ୍ତ କରିଥିଲେ। ଏହାର ତିନି ଦଶନ୍ଧି ପୂର୍ବରୁ ୧୯୮୨ରେ ଇନ୍ଦିରା ଗାନ୍ଧୀ ପ୍ରଧାନମନ୍ତ୍ରୀ ଭାବରେ ୟୁଏଇ ଯାଇଥିଲେ। ପ୍ରଧାନମନ୍ତ୍ରୀ ହେବା ପରେ ଏହା ନରେନ୍ଦ୍ର ମୋଦିଙ୍କର ସପ୍ତମ ଗସ୍ତ। ୟୁଏଇର ରାଷ୍ଟ୍ରପତି ସେହି ଦିନଠାରୁ ଚାରିଥର ଭାରତ ଗସ୍ତ କରିଛନ୍ତି। ନରେନ୍ଦ୍ର ମୋଦି ଭାରତର ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ ଭାରତ ଏବଂ ୟୁଏଇ ମଧ୍ୟରେ ସମ୍ପର୍କ ମଜଭୁତ ହୋଇଛି। ଉଭୟ ଦେଶ ମଧ୍ୟରେ ବାଣିଜି୍ୟକ ସମ୍ପର୍କ ମଧ୍ୟ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri