୫ ହଜାର ଆଫଗାନ ନାଗରିକଙ୍କୁ ଶରଣ ଦେବ ୟୁଏଇ

ଦୁବାଇ,୨୨।୮ : ଆଗାମୀ ୧୦ ଦିନ ମଧ୍ୟରେ ଆମେରିକାର ବିମାନ ଯୋଗେ ୫ ହଜାର ଆଫଗାନ ନାଗରିକଙ୍କୁ ଉଦ୍ଧାର କରାଯିବ। ସେମାନଙ୍କୁ ପଡ଼ୋଶୀ ଦେଶ ସାମରିକ ଶରଣ ଦେବାକୁ ରାଜି ହୋଇଛି ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)। ସେଠାରୁ ଆଫଗାନ ନାଗରିକାମାନେ ଅନ୍ୟ ଦେଶକୁ ଯିବେ।

ଆଗାମୀ ଦିନରେ ଆଫଗାନ ନାଗରିକଙ୍କୁ କାବୁଲରୁ ଆମେରିକାର ବିମାନ ଯୋଗେ ୟୁଏଇ ଅଣାଯିବ। ୫ ହଜାର ଆଫଗାନ ନାଗରିକଙ୍କୁ ୧୦ ଦିନ ପାଇଁ ୟୁଏଇରେ ରଖାଯିବ ବୋଲି ୟୁଏଇର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ବିବୃତିରେ କୁହାଯାଇଛି। ୟୁଏଇ ଏପର୍ଯ୍ୟନ୍ତ ୮.୫ ହଜାର ଆଫଗାନ ନାଗରିକଙ୍କୁ ନିଜ ବିମାନରେ ଉଦ୍ଧାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri