Posted inଜାତୀୟ

ଶାହରୁଖଙ୍କ ଉପରେ ଲାଗିଲା ୟୁଏପିଏ ଆକ୍ଟ

ନୂଆଦିଲ୍ଲୀ, ୧୭।୪, କେରଳର କୋଝିକୋଡ୍‌ରେ ଟ୍ରେନ୍‌ରେ ନିଆଁ ଲଗାଇବା ଘଟଣାରେ ଦୋଷୀ ଶାହରୁଖ ସୈଫ୍‌ଙ୍କ ଉପରେ ୟୁଏପିଏ ଆକ୍ଟ ଲଗାଯାଇଛି। ତାଙ୍କୁ ପୋଲିସ ମହାରାଷ୍ଟ୍ରରୁ ଗିରଫ କରିଛି ।
ସୂଚନାଥାଉ କି, ଏପ୍ରିଲ ୨ ରାତିରେ କୋଝିକୋଡ୍‌ ଜିଲାର ଏଲାଥୁର ରେଳ ଷ୍ଟେଶନରେ ଶାହରୁଖ୍‌ ଆଲପୁଝା-କାନପୁରା ଏକ୍ସପ୍ରେସ୍‌ର ଡି୧ କୋଚ୍‌ରେ ନିଆଁ ଲଗାଇ ଦେଇଥିଲେ। ଏହି ଘଟଣାରେ ୩ଜଣଙ୍କ ସମେତ ଜଣେ ନବଜାତ ଶିଶୁର ମୃତ୍ୟୁ ହୋଇଥିବାବେଳେ ୯ଜଣ ଆହତ ହୋଇଥିଲେ


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ…

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ…

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି…

ବିଦେଶରେ ଭାରତୀୟ ଛାତ୍ରଙ୍କ ଉପରେ ମରଣାନ୍ତକ ଆକ୍ରମଣ

ମସ୍କୋ,୮।୨: ଋଷର ବାଶକୋର୍ଟୋସ୍ତାନ ଗଣରାଜ୍ୟରେ ଶନିବାର ବିଦେଶୀ ଛାତ୍ରଙ୍କ ପାଇଁ ଏକ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଛୁରୀ ଆକ୍ରମଣରେ ଚାରି ଜଣ ଭାରତୀୟ ଛାତ୍ରଙ୍କ ସମେତ ଛଅ ଜଣ…

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri