ସୁଲଭ ମୂଲ୍ୟରେ ଗୁଣାତ୍ମକ ଚିକିତ୍ସା ଦେବ ୟୁବିଇଏୟୁ

ଭୁବନେଶ୍ୱର,୧୧ା୧: ପ୍ରିମିୟମ ଆଷ୍ଟେଟିକ୍‌ କ୍ଲିନିକ୍‌ ୟୁବିଇଏୟୁର ଅଲଥେରାପି ଏବଂ ବାଲାନ୍ସ ପ୍ରୋ କୁ ଫାଶନ୍‌ ଓ ଲାଇଫ୍‌ ଷ୍ଟାଇଲ୍‌ ମେଳା ପରିସରରେ ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସ ନାୟକ ଓ ଅଭିନେତ୍ରୀ ପ୍ରକୃତି ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଏ ସମ୍ପର୍କରେ ୟୁବିଇଏୟୁର ପ୍ରତିଷ୍ଠାତା ଡା.ସମ୍ପଦା ସେଠିଆ କହିଛନ୍ତି, ଏହା ପୂର୍ବରୁ ପ୍ରତିଷ୍ଠାନ ହାଇଡେରା ଫେସିଆଲ୍‌ ଓଡ଼ିଶା ବଜାରରେ ପ୍ରଥମେ ପ୍ରବେଶ କରାଇ ସାରିଛି। ଏଠାରେ ଇଣ୍ଟରନ୍ୟାଶନାଲ ଚିକିତ୍ସା ମଧ୍ୟ କରାଯାଏ। ବିଶେଷକରି ସବୁ ପ୍ରକାର ବିୟୁଟି ଚିକିତ୍ସା ସୁଲଭ ଓ ଗୁଣାତ୍ମକ ମାନର ଯୋଗାଇ ଦିଆଯାଇଥାଏ। ନିକଟରେ ମଧ୍ୟ ଅଲଥେରାପି ଚିକିତ୍ସା ଆରମ୍ଭ କରାଯାଇଛି। ଅତ୍ୟାଧୁନିକ ଜ୍ଞାନକୌଶଳ ସହ ବିନା କୌଣସି ଅସ୍ତ୍ରୋପଚାରରେ ଫେସ୍‌ଲିଫ୍ଟ ମଧ୍ୟ କରାଯାଇଥାଏ। ଏପରିକି ଅନେକ ଲୋକଙ୍କ ବୟସ ବଢ଼ିବା ପରେ ସେମାନଙ୍କ ଚର୍ମରେ ପରିବର୍ତ୍ତନ ଆସିଥାଏ। ହେଲେ ଏହି ଚିକିସତ୍ା ଦ୍ୱାରା ସେମାନେ ଅଧିକ ଆକର୍ଷଣୀୟ ଦେଖାଯାଇଥାନ୍ତି। ଏହାଦ୍ୱାରା ମୁହଁରେ ଚମକ ଆସିଥାଏ। ଅପରପକ୍ଷରେ ରକ୍ତ ସଞ୍ଚାଳନରେ ଉନ୍ନତି ଆଣିବା, ଫୁଲିବା କମାଇବା ଏବଂ ଶରୀରକୁ ଡିଟକ୍ସାଇଫ୍‌ କରିବାରେ ଏହା ସାହାଯ୍ୟ କରେ। ଆମର ପ୍ରିମିୟମ ଏବଂ ସାର୍ଟିଫିକେଟ୍‌ ସହ ଓଡ଼ିଶାର ଲୋକଙ୍କୁ ସେମାନଙ୍କର ସୁସ୍ଥତା ଲକ୍ଷ୍ୟ ହାସଲ କରିବାରେ ସାହାଯ୍ୟ କରାଇବାରେ ଏହା ବେଶ୍‌ ସହାୟତା ପ୍ରଦାନ କରୁଛି। ସବୁଠୁ ବଡ଼ କଥା ହେଲା କ୍ଲିନିକ୍‌ରେ ଉନ୍ନତମାନର ଚିକିସତ୍ା କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri