ସୁଲଭ ମୂଲ୍ୟରେ ଗୁଣାତ୍ମକ ଚିକିତ୍ସା ଦେବ ୟୁବିଇଏୟୁ

ଭୁବନେଶ୍ୱର,୧୧ା୧: ପ୍ରିମିୟମ ଆଷ୍ଟେଟିକ୍‌ କ୍ଲିନିକ୍‌ ୟୁବିଇଏୟୁର ଅଲଥେରାପି ଏବଂ ବାଲାନ୍ସ ପ୍ରୋ କୁ ଫାଶନ୍‌ ଓ ଲାଇଫ୍‌ ଷ୍ଟାଇଲ୍‌ ମେଳା ପରିସରରେ ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସ ନାୟକ ଓ ଅଭିନେତ୍ରୀ ପ୍ରକୃତି ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଏ ସମ୍ପର୍କରେ ୟୁବିଇଏୟୁର ପ୍ରତିଷ୍ଠାତା ଡା.ସମ୍ପଦା ସେଠିଆ କହିଛନ୍ତି, ଏହା ପୂର୍ବରୁ ପ୍ରତିଷ୍ଠାନ ହାଇଡେରା ଫେସିଆଲ୍‌ ଓଡ଼ିଶା ବଜାରରେ ପ୍ରଥମେ ପ୍ରବେଶ କରାଇ ସାରିଛି। ଏଠାରେ ଇଣ୍ଟରନ୍ୟାଶନାଲ ଚିକିତ୍ସା ମଧ୍ୟ କରାଯାଏ। ବିଶେଷକରି ସବୁ ପ୍ରକାର ବିୟୁଟି ଚିକିତ୍ସା ସୁଲଭ ଓ ଗୁଣାତ୍ମକ ମାନର ଯୋଗାଇ ଦିଆଯାଇଥାଏ। ନିକଟରେ ମଧ୍ୟ ଅଲଥେରାପି ଚିକିତ୍ସା ଆରମ୍ଭ କରାଯାଇଛି। ଅତ୍ୟାଧୁନିକ ଜ୍ଞାନକୌଶଳ ସହ ବିନା କୌଣସି ଅସ୍ତ୍ରୋପଚାରରେ ଫେସ୍‌ଲିଫ୍ଟ ମଧ୍ୟ କରାଯାଇଥାଏ। ଏପରିକି ଅନେକ ଲୋକଙ୍କ ବୟସ ବଢ଼ିବା ପରେ ସେମାନଙ୍କ ଚର୍ମରେ ପରିବର୍ତ୍ତନ ଆସିଥାଏ। ହେଲେ ଏହି ଚିକିସତ୍ା ଦ୍ୱାରା ସେମାନେ ଅଧିକ ଆକର୍ଷଣୀୟ ଦେଖାଯାଇଥାନ୍ତି। ଏହାଦ୍ୱାରା ମୁହଁରେ ଚମକ ଆସିଥାଏ। ଅପରପକ୍ଷରେ ରକ୍ତ ସଞ୍ଚାଳନରେ ଉନ୍ନତି ଆଣିବା, ଫୁଲିବା କମାଇବା ଏବଂ ଶରୀରକୁ ଡିଟକ୍ସାଇଫ୍‌ କରିବାରେ ଏହା ସାହାଯ୍ୟ କରେ। ଆମର ପ୍ରିମିୟମ ଏବଂ ସାର୍ଟିଫିକେଟ୍‌ ସହ ଓଡ଼ିଶାର ଲୋକଙ୍କୁ ସେମାନଙ୍କର ସୁସ୍ଥତା ଲକ୍ଷ୍ୟ ହାସଲ କରିବାରେ ସାହାଯ୍ୟ କରାଇବାରେ ଏହା ବେଶ୍‌ ସହାୟତା ପ୍ରଦାନ କରୁଛି। ସବୁଠୁ ବଡ଼ କଥା ହେଲା କ୍ଲିନିକ୍‌ରେ ଉନ୍ନତମାନର ଚିକିସତ୍ା କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ କୋକିଲାବେନ୍‌ଙ୍କୁ ପସନ୍ଦ ଥିଲା ସ୍ବାମୀ ଧୀରୁଭାଇ ଅମ୍ବାନୀଙ୍କ ପ୍ରେମ ପ୍ରକାଶ କରିବାର ଶୈଳୀ: ଏପରି ଥିଲା ଲଭ୍‌ଷ୍ଟୋରୀ

ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ତାଲିକାରେ ଅନ୍ତର୍ଭୁକ୍ତ ଅମ୍ବାନୀ ପରିବାର ବିଷୟରେ ସମସ୍ତେ ଜାଣନ୍ତି। କିନ୍ତୁ ଏହି ପରିବାରର ବ୍ୟକ୍ତିଗତ ଜୀବନ ବିଷୟରେ ଖୁବ୍‌ କମ୍‌...

୫ ବଡ଼ ନଦୀକୁ ସଂଯୋଗ ଯୋଜନା, ୨୫ ହଜାର କିଲୋମିଟର ରାଜପଥର ବିକାଶ, ୬୦ ଲକ୍ଷ ନୂଆ ଚାକିରି…

ନୂଆଦିଲ୍ଲୀ, ୧।୨ : ଆଗାମୀ ବର୍ଷରେ ୨୫ ହଜାର କିଲୋମିଟର ରାଜପଥର ବିକାଶ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଆଗାମୀ ୩ ବର୍ଷରେ...

ଆଜିଠାରୁ ୨ଦିନିଆ କନକଲତା ଶାଢ଼ି ପ୍ରଦର୍ଶନୀ

ଭୁବନେଶ୍ୱର,୧୦ା୧୨: ଦେଶର ପ୍ରମୁଖ ଶାଢ଼ି ବ୍ରାଣ୍ଡ୍‌ କନକଲତା ପକ୍ଷରୁ ପ୍ରଥମ ଥର ପାଇଁ ଭୁବନେଶ୍ୱରରେ ୨ଦିନିଆ କନକତଲା ଶାଢ଼ି ପ୍ରଦର୍ଶନୀ ଓ ବିକ୍ରୟ କାର୍ଯ୍ୟକ୍ରମର ଆୟୋଜନ...

କେନ୍ଦ୍ରକୁ ଓଡ଼ିଶାର ଅନୁରୋଧ ;ଏଫ୍‌ସିଆରଏ ମଞ୍ଜୁରୀ ତ୍ୱରାନ୍ବିତ କର

ନୂଆଦିଲ୍ଲୀ,୧୪-୫: ବାତ୍ୟା ଫନୀ ଯୋଗୁ ଓଡ଼ିଶାର ନାହିଁ ନ ଥିବା କ୍ଷତି ହୋଇଛି। ରାଜ୍ୟରେ ଥଇଥାନ ଓ ପୁନରୁଦ୍ଧାର ଲାଗି ଦେଶର ବିଭିନ୍ନ ପ୍ରାନ୍ତରରୁ ସହାୟତା...

‘ନେଟ୍‌ ଜିରୋ କାର୍ବନ ଅପରେଶନକୁ ଗୁରୁତ୍ୱ’

ନୂଆଦିଲ୍ଲୀ,୨୬।୧୧: ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ)ର ଜଳବାୟୁ ଚାର୍ଟର ଆକ୍ସନ ପାଇଁ ବେଦାନ୍ତ ଆଲୁମିନିୟମ ନିକଟରେ ସହମତି ପ୍ରଦାନ କରିଛି। ଏପରିକି ନେଟ୍‌ ଜିରୋ କାର୍ବନ...

ଅରୁନ୍ଧତୀ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଭୁବନେଶ୍ୱର,୯ । ୩: ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ସୋମବାର ଆନ୍ତର୍ଜାତୀୟ ମହିଳା ଦିବସ ସ୍ଥାନୀୟ ସତ୍ୟନଗର ସ୍ଥିତ ସଂସ୍ଥାର ଫ୍ଲାଗସିସ ଶୋ’ରୁମ ପରିସରରେ ପାଳିତ ହୋଇଯାଇଛି।...

ଅର୍ଥନୀତି ଧିମା ପଡିଥିବା ଗଭର୍ନରଙ୍କ ସ୍ବୀକାର

ମୁମ୍ବାଇ,୨୦-୮: ବର୍ତ୍ତମାନ ଦେଶର ଅର୍ଥନୀତି ଧିମା ହୋଇଯାଇଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ସ୍ବୀକାର କରିଛନ୍ତି। ଏଥିଯୋଗୁ ଆଭ୍ୟନ୍ତରୀଣ ଓ ବାହ୍ୟ...

ପାନାସୋନିକର ଡ୍ରିମ୍‌ ମୋର ସେଲିବ୍ରେଟ ମୋର୍‌

ଭୁବନେଶ୍ୱର,୬-୧୦: ପାର୍ବଣ ଉପଲକ୍ଷେ ପାନାସୋନିକ ପକ୍ଷରୁ ଡ୍ରିମ ମୋର ସେଲିବ୍ରେଟ ମୋର ଅଫର ଘୋଷଣା କରାଯାଇଛି। ଏହି ସମୟରେ ଗ୍ରାହକ ପାନାସୋନିକ ପ୍ରଡକ୍ଟ କ୍ରୟରେ ଆବର୍ଷଣୀୟ...

Advertisement
Archives

Model This Week