ସୁଲଭ ମୂଲ୍ୟରେ ଗୁଣାତ୍ମକ ଚିକିତ୍ସା ଦେବ ୟୁବିଇଏୟୁ

ଭୁବନେଶ୍ୱର,୧୧ା୧: ପ୍ରିମିୟମ ଆଷ୍ଟେଟିକ୍‌ କ୍ଲିନିକ୍‌ ୟୁବିଇଏୟୁର ଅଲଥେରାପି ଏବଂ ବାଲାନ୍ସ ପ୍ରୋ କୁ ଫାଶନ୍‌ ଓ ଲାଇଫ୍‌ ଷ୍ଟାଇଲ୍‌ ମେଳା ପରିସରରେ ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସ ନାୟକ ଓ ଅଭିନେତ୍ରୀ ପ୍ରକୃତି ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଏ ସମ୍ପର୍କରେ ୟୁବିଇଏୟୁର ପ୍ରତିଷ୍ଠାତା ଡା.ସମ୍ପଦା ସେଠିଆ କହିଛନ୍ତି, ଏହା ପୂର୍ବରୁ ପ୍ରତିଷ୍ଠାନ ହାଇଡେରା ଫେସିଆଲ୍‌ ଓଡ଼ିଶା ବଜାରରେ ପ୍ରଥମେ ପ୍ରବେଶ କରାଇ ସାରିଛି। ଏଠାରେ ଇଣ୍ଟରନ୍ୟାଶନାଲ ଚିକିତ୍ସା ମଧ୍ୟ କରାଯାଏ। ବିଶେଷକରି ସବୁ ପ୍ରକାର ବିୟୁଟି ଚିକିତ୍ସା ସୁଲଭ ଓ ଗୁଣାତ୍ମକ ମାନର ଯୋଗାଇ ଦିଆଯାଇଥାଏ। ନିକଟରେ ମଧ୍ୟ ଅଲଥେରାପି ଚିକିତ୍ସା ଆରମ୍ଭ କରାଯାଇଛି। ଅତ୍ୟାଧୁନିକ ଜ୍ଞାନକୌଶଳ ସହ ବିନା କୌଣସି ଅସ୍ତ୍ରୋପଚାରରେ ଫେସ୍‌ଲିଫ୍ଟ ମଧ୍ୟ କରାଯାଇଥାଏ। ଏପରିକି ଅନେକ ଲୋକଙ୍କ ବୟସ ବଢ଼ିବା ପରେ ସେମାନଙ୍କ ଚର୍ମରେ ପରିବର୍ତ୍ତନ ଆସିଥାଏ। ହେଲେ ଏହି ଚିକିସତ୍ା ଦ୍ୱାରା ସେମାନେ ଅଧିକ ଆକର୍ଷଣୀୟ ଦେଖାଯାଇଥାନ୍ତି। ଏହାଦ୍ୱାରା ମୁହଁରେ ଚମକ ଆସିଥାଏ। ଅପରପକ୍ଷରେ ରକ୍ତ ସଞ୍ଚାଳନରେ ଉନ୍ନତି ଆଣିବା, ଫୁଲିବା କମାଇବା ଏବଂ ଶରୀରକୁ ଡିଟକ୍ସାଇଫ୍‌ କରିବାରେ ଏହା ସାହାଯ୍ୟ କରେ। ଆମର ପ୍ରିମିୟମ ଏବଂ ସାର୍ଟିଫିକେଟ୍‌ ସହ ଓଡ଼ିଶାର ଲୋକଙ୍କୁ ସେମାନଙ୍କର ସୁସ୍ଥତା ଲକ୍ଷ୍ୟ ହାସଲ କରିବାରେ ସାହାଯ୍ୟ କରାଇବାରେ ଏହା ବେଶ୍‌ ସହାୟତା ପ୍ରଦାନ କରୁଛି। ସବୁଠୁ ବଡ଼ କଥା ହେଲା କ୍ଲିନିକ୍‌ରେ ଉନ୍ନତମାନର ଚିକିସତ୍ା କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

BSNLର ୩୩୬ ଦିନିଆ ପ୍ଲାନ୍‌, ଫେଲ୍‌ ମାରିବେ ଜିଓ, ଏୟାରଟେଲ୍‌

ନୂଆଦିଲ୍ଲୀ,୨୬।୦୭: ଖୁବ୍‌ଶୀଘ୍ର ଦେଶରେ ୪ଜି ସେବା ଲଞ୍ଚ୍‌ କରିବାକୁ ଯାଉଛି ଭାରତ ସଞ୍ଚାର ନିଗମ ବା ବିଏସ୍‌ଏନ୍‌ଏଲ୍‌ । ପ୍ରାଇଭେଟ୍‌ ଟେଲିକମ୍‌ କମ୍ପାନୀମାନଙ୍କୁ ଟକ୍କର ଦେବା...

ବଜେଟ ପରେ ନିର୍ମଳା ସୀତାରମଣଙ୍କ ବଡ଼ ପ୍ରତିକ୍ରିୟା: ‘ମୁଁ ମଧ୍ୟବିତ୍ତ ପରିବାରକୁ ରିହାତି ଦେବାକୁ ଚାହେଁ, କିନ୍ତୁ…’

ନୂଆଦିଲ୍ଲୀ,୨୬ା୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନା କରି ରେକର୍ଡ କରିଥିବା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ...

ଆଜିଠୁୁ ଜିଓର ଫ୍ରିଡମ ଅଫର: ଜାଣନ୍ତୁ କ’ଣ ରହିଛି ସୁବିଧା

ନୂଆଦିଲ୍ଲୀ,୨୬।୭: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ ‘ଜିଓ’ର ବହୁ ପ୍ରତୀକ୍ଷିତ ସ୍କିମ୍‌ ‘ ଫ୍ରିଡମ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ପୁଣି କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ…

ନୂଆଦିଲ୍ଲୀ,୨୫।୭: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୬୪,୯୪୦ ଟଙ୍କା ହୋଇଥିବା ବେଳେ ୨୪...

ସିଜିୟୁ ଅନ୍ତର୍ଜାତୀୟ ଛାତ୍ରୀଛାତ୍ରଙ୍କ ସ୍ନାତକୋତ୍ତର ଦିବସ

ଭୁବନେଶ୍ୱର, ୨୫।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ)  ଅନ୍ତର୍ଜାତୀୟ ଛାତ୍ରୀଛାତ୍ରମାନଙ୍କର ସ୍ନାତକୋତ୍ତର ଦିବସ ନିକଟରେ ପାଳିତ...

ସୀମା ଶୁଳ୍କ ହ୍ରାସ ନିଷ୍ପତ୍ତିକୁ ଲାଲ୍‌ଚାନ୍ଦ୍‌ର ପ୍ରଶଂସା

ଭୁବନେଶ୍ୱର, ୨୫।୭: ଚଳିତ ଆର୍ଥିକ ବର୍ଷର କେନ୍ଦ୍ରୀୟ ବଜେଟରେ କେନ୍ଦ୍ର ସରକାର ସୁନା ଆମଦାନୀ ଶୁକ୍ଳ ହ୍ରାସ କରିଛନ୍ତି। ଏପରିକି ସୀମା ଶୁଳ୍କ ୧୫% ରୁ...

ବଜାରରେ ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ ୦୪

ନୂଆଦିଲ୍ଲୀ,୨୫।୭: ଦେଶର ପ୍ରମୁଖ ପ୍ରିମିୟମ ବ୍ରାଣ୍ଡ୍‌ ତଥା ବିଏମ୍‌ଡବ୍ଲ୍ୟୁ ମୋଟୋରାଡ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ...

ଜିଏସ୍‌ଟି ସ୍ଲାବ୍‌ର ହୋଇପାରେ ସରଳୀକରଣ

ଭୁବନେଶ୍ୱର, ୨୫।୭(ଅନୁରାଧା ମହାରଣା): ଗୁଡ୍‌ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ(ଜିଏସ୍‌ଟି) ସ୍ଲାବ୍‌ରେ ସରକାର ବଡ଼ ପରିବର୍ତ୍ତନ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ଦିନରେ ଜିଏସ୍‌ଟି ଟ୍ୟାକ୍ସ ସ୍ଲାବ୍‌...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri