Posted inଜାତୀୟ

ଉଦ୍ଧବ ଠାକରେ ଦଳର ବଡ ଦାବି, ଶିନ୍ଦେଙ୍କ ଶିବସେନା ଛାଡିବାକୁ ଚାହୁଁଛନ୍ତି ୨୨ ବିଧାୟକ, ୯ ଏମପି

ମୁମ୍ବାଇ,୩୦।୫: ଏବେବି ମହାରାଷ୍ଟ୍ର ରାଜନୀତି ରହିଛି ବେଶ ସରଗରମ। ଉଦ୍ଧବ ଶିବସେନା ଏମପି ବିନାୟକ ରାଉତ ଏକ ବଡ଼ ଦାବି କରିଛନ୍ତି। ସୋମବାର ସେ କହିଛନ୍ତି ଯେ ୨୨ ଜଣ ବିଧାୟକ ଏବଂ ଶିନ୍ଦେ ଶିବସେନାର ୯ ଜଣ ଏମପି ଦଳ ଛାଡିବାକୁ ପ୍ରସ୍ତୁତ ହେଉଛନ୍ତି। ବିନାୟକ ରାଉତ ଦାବି କରିଛନ୍ତି ଯେ ଶିନ୍ଦେ ଶିବସେନାର ୧୩ ଏମପିଙ୍କ ମଧ୍ୟରୁ ୯ଜଣ ଉଦ୍ଧବ ଠାକରେଙ୍କ ଶିବସେନା ସହିତ ଯୋଗାଯୋଗରେ ଅଛନ୍ତି। ରାଉତ ଏହା ମଧ୍ୟ କହିଛନ୍ତି ଯେ ଶିନ୍ଦେ ଶିବସେନା ସାଂସଦମାନେ ରାଗିଛନ୍ତି କାରଣ ସେମାନଙ୍କର କାର୍ଯ୍ୟ କରାଯାଉ ନାହିଁ ଏବଂ ଏଥିସହ ସେମାନଙ୍କୁ ଅପମାନର ସମ୍ମୁଖୀନ ହେବାକୁ ପଡୁଛି। ବିନାୟକ ରାଉତଙ୍କ ଦାବି ପରେ ଶିନ୍ଦେ ଶିବସେନା ଏମପି ଗଜାନନ କୀର୍ତ୍ତିକରଙ୍କ ବୟାନ ସାମ୍ନାକୁ ଆସିଛି, ଯେଉଁଥିରେ କୀର୍ତ୍ତିକର କହିଛନ୍ତି ଯେ ଶିନ୍ଦେ ଶିବସେନାକୁ ଭାରତୀୟ ଜନତା ପାର୍ଟି(ଭାଜପା)ଅବହେଳା କରୁଛି ଏବଂ ଏନଡିଏର ଏକ ଅଂଶ ହୋଇଥିଲେ ମଧ୍ୟ ତାଙ୍କୁ ସମ୍ମାନ ମିଳୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri