Posted inଫୁରସତ

୮ ଫୁଟ ଲମ୍ବର ଜୁକିନି, ଦେଖିଲେ ହେବେ…

ଅଟାୱା: କାନାଡା ଓଣ୍ଟାରିଓର ଜଣେ ମାଳୀ ନିକଟରେ ତାଙ୍କ ବଗିଚାରେ ୮ ଫୁଟ, ୪.୭୯ ଇଞ୍ଜର ଜୁକିନି (ଆମେରିକା, ଅଷ୍ଟ୍ରେଲିଆ ଅଞ୍ଚଳରେ ହେଉଥିବା ସବୁଜ ଛଚିନ୍ଦ୍ରା ପରି ପରିବା) ସଂଗ୍ରହ କରିଛନ୍ତି। ସେ  ମାଳୀ ହେଲେ, ହେନେରି ଡି’ ଆଞ୍ଜେଲା। ହେନେରି ଜୁକିନିକୁ ଦୁନିଆର ସବୁଠୁ ବଡ଼ ସବୁଜ ପରିବା ଭାବେ ଗିନିଜ୍‌ ରେକର୍ଡରେ ଅନ୍ତର୍ଭୁକ୍ତ କରିବାକୁ ଆବେଦନ କରିଛନ୍ତି।
ହେନେର ଏହାକୁ ଆଶ୍ଚର୍ଯ୍ୟଜନକ ବୋଲି  କହିଛନ୍ତି। ନାଏଗ୍ରା ଜଳପ୍ରପାତରୁ ୩୦ କି.ମି. ପଶ୍ଚିମରେ ଥିବା ଥୋରାଲ୍ଡ ସହରରେ ହେନେରି ୧୦ ବର୍ଷ ହେବ ଜୁକିନି ଚାଷ କରିବା ଆରମ୍ଭ କରିଥିଲେ। ତେବେ ଜୁକିନିର ଏପରି ଲମ୍ବ ନେଇ ସୂର୍ଯ୍ୟକିରଣ ଏବଂ ଉତ୍ତମ ସାର ଓ ପାଣି ବୋଲି ସେ କହିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ସବୁଠାରୁ ବଡ଼ ଜୁକିନି ସବୁଜ ପରିବା କରିଥିବା ରେକର୍ଡ ନାଏଗ୍ରା ଜଳପ୍ରପାତର ଜନ୍‌ ଜିଓଭାନି ସ୍କୋଜାଫାଭେନ୍‌ଙ୍କ ପାଖରେ ଅଛି। ସେ ୨୦୧୪ରେ ୮ ଫୁଟ୍‌ ଏବଂ ୩.୩ ଇଞ୍ଜ ଲମ୍ବର ଜୁକିନି ଫଳାଇ  ଏହି ରେକର୍ଡର ଅଧିକାରୀ ହୋଇଥିଲେ। ତେବେ ହେନେରି ଆଶା ରଖିଛନ୍ତି ତାଙ୍କ ଜୁକିନି ବିଶ୍ୱ ରେକର୍ଡରେ ସ୍ଥାନ ପାଇବ। ସେଥିପାଇଁ ସେ ଅପେକ୍ଷା କରିଛନ୍ତି। ସେ ଜୁକିନିକୁ ଅତି ସାବଧାନତାର ସହ ତାଙ୍କ ଗ୍ୟାରେଜରେ ସାଇତି ରଖିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ, ପରିବାର ଲୋକେ ଆଣିଲେ ଅଭିଯୋଗ

ଭୁବନେଶ୍ୱର,୨୯।୬: ଖୋର୍ଦ୍ଧା ଜିଲା ବାଣପୁର ପୋଲିସ ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଏକ ଗଣ୍ଡଗୋଳ ମାମଲାରେ ବାଣପୁର ପୋଲିସ…

ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….

ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ…

ବ୍ୟାଙ୍କ ଆକାଉଣ୍ଟକୁ ସିଧା ଯିବ ୫୦,୦୦୦ ପର୍ଯ୍ୟନ୍ତ ସବସିଡି ଟଙ୍କା! ଘୋଷଣା ହେଲା ସରକାରଙ୍କ ନୂଆ ଇଭି ଗାଇଡଲାଇନ୍‌

ଦିଲ୍ଲୀ ସରକାର ପ୍ରଦୂଷଣ କମାଇବା ଏବଂ ଇଲେକ୍ଟ୍ରିକ୍ ଯାନ (EV) କୁ ପ୍ରୋତ୍ସାହିତ କରିବା ପାଇଁ ନୂଆ ଇଭି ପଲିସି ୨୦୨୬-୩୦ (EV Policy 2026-30) ର…

ପାନ ଦୋକାନୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ବାଇକକୁ ପିଟିଲା ୩୦ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ଭ୍ୟାନ, ଜଣେ ମୃତ

କେସିଙ୍ଗା,୨୯।୬(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍ ଅନ୍ତର୍ଗତ ଉତ୍କେଲା ଗ୍ରାମରୁ କୋକୋଡମାଲକୁ ସଂଯୋଗ କରୁଥିବା ପିବ୍ଲୁଡି ରାସ୍ତା ପାର୍ଶ୍ଵରେ ଅବସ୍ଥିତ ମେର୍ଶି ଇଂରାଜୀ ବିଦ୍ୟାଳୟ…

ଦଧିବାମନ ଜୀଉଙ୍କ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦେବସ୍ନାନ ପୂର୍ଣ୍ଣିମା ନୀତି ସମ୍ପନ୍ନ

ପାଟଣା, ୨୯।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ରାଜନଗରସ୍ଥିତ ପ୍ରାଚୀନ ଶ୍ରୀଶ୍ରୀ ଦଧିବାମନ ଜୀଉ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା…

୫ ବର୍ଷ ଦୂରର କଥା….ବିଜୟଙ୍କ ଉପରେ ବର୍ଷିଲେ ଷ୍ଟାଲିନ, ୩ରୁ୬ ମାସରେ ଖେଳ ଶେଷ

ଚେନ୍ନାଇ,୨୯।୬: ତାମିଲନାଡୁ ରାଜନୀତିରେ ବୟାନବାଜି ତୀବ୍ର ହୋଇଛି । ରବିବାର ଦିନ ଡିଏମକେ ମୁଖ୍ୟ ଏମ୍ କେ ଷ୍ଟାଲିନ୍ ବିଜୟଙ୍କ ନେତୃତ୍ୱାଧୀନ ସରକାରର ସ୍ଥିରତା ଉପରେ ପ୍ରଶ୍ନ…

ଆଜିଠୁ ୪ ରାଶିର ଖୋଲୁଛି ଭାଗ୍ୟ! ବ୍ୟବସାୟ-ଇନକମ୍ ଏବଂ ଚାକିରି କ୍ଷେତ୍ରରେ ଡବଲ୍ ଲାଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ ପୂର୍ଣ୍ଣିମାକୁ ଅତ୍ୟନ୍ତ ଶୁଭ ଭାବରେ ବର୍ଣ୍ଣନା କରାଯାଇଛି । ଏହା ସହିତ ଜ୍ୟେଷ୍ଠ ପୂର୍ଣ୍ଣିମାକୁ ଅତ୍ୟନ୍ତ ସ୍ବତନ୍ତ୍ର ଭାବରେ ବିବେଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri