ମିଶନ ଶକ୍ତି ସହ ୟୁକୋ ବ୍ୟାଙ୍କର ଚୁକ୍ତିନାମା

ଭୁବନେଶ୍ୱର,୪।୮: ୟୁକୋ ବ୍ୟାଙ୍କର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ବ୍ୟାଙ୍କର କୋଲକାତାସ୍ଥିତ ମୁଖ୍ୟ କାର୍ଯ୍ୟାଳୟର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଇସ୍ରାକ ଅଲ୍ଲୀ ଖାନ୍‌ ନିକଟରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ। ଗସ୍ତ ଅବସରରେ ସେ ବ୍ୟାଙ୍କର ବିକାଶ ପାଇଁ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ସହ ଚୁକ୍ତିନାମା ସ୍ବାକ୍ଷରିତ କରିଥିଲେ। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଅଞ୍ଚଳର ମହାପ୍ରବନ୍ଧକ ତଥା ଅଞ୍ଚଳ ମୁଖ୍ୟ ଗୌତମ ପାତ୍ର ଏବଂ ମିଶନ ଶକ୍ତିର କମିଶନର ତଥା ସଚିବ ସୁଜାତା ଆର୍‌. କାର୍ତ୍ତିକେୟନ୍‌ଙ୍କ ମଧ୍ୟରେ ଏକ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିସିଡିର ବକେୟା ଋଣ ହଜାର କୋଟିକୁ କମିବ

ନୂଆଦିଲ୍ଲୀ,୧୮-୮: ଲୋକପ୍ରିୟ କଫି ଚେନ୍‌ କ୍ୟାଫେ କଫି ଡେ(ସିସିଡି)ର ବକେୟା ଋଣ ଭାର ୧ ହଜାର କୋଟି ଟଙ୍କାକୁ ଖସି ଆସିବ ବୋଲି ଏହାକୁ ପରିଚାଳନା...

ମିସ୍‌ଡ କଲରେ ମିଳିବ ଗ୍ୟାସ

ଭୁବନେଶ୍ୱର,୧୩|୧୨: ବର୍ତ୍ତମାନ ଏଲ୍‌ପିଜି ସିଲିଣ୍ଡର ବୁକିଂ ପାଇଁ ଦେଶର ପ୍ରମୁଖ ଇନ୍ଧନ ବିପଣନ (ଗ୍ୟାସ୍‌) କମ୍ପାନୀ ବିଭିନ୍ନ ପ୍ରକାରର ସହଜ ସୁବିଧା ସେବା ଗ୍ରାହକଙ୍କ ପାଇଁ...

୨୫ ପଏଣ୍ଟ ଖସିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ,୧୪।୧: ରେକର୍ଡ ଉଚ୍ଚ ସ୍ତରରେ ରହିବା ପରେ ବୁଧବାର ଭାରତୀୟ ଶେୟାର ବଜାରରେ କିଛିଟା ପ୍ରଭାବ ପଡ଼ିଛି। ଏହି ସମୟରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ) ୨୫ ପଏଣ୍ଟ...

ସେବା କ୍ଷେତ୍ରକୁ ମାନ୍ଦାବସ୍ଥା ମାଡ; ପିଏମ୍‌ଆଇ ୫୨.୪ ପଏଣ୍ଟକୁ ହ୍ରାସ

ନୂଆଦିଲ୍ଲୀ,୫।୯: ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥା ପ୍ରଭାବ ଗୋଟିଏ ପରେ ଗୋଟିଏ ସେକ୍ଟରକୁ ମାଡି ଚାଲିଛି। ସର୍ଭିସ ସେକ୍ଟର ବା ସେବା କ୍ଷେତ୍ର ସେଥିରୁ ବାଦ...

ମୋରାଟୋରିୟମ ମାମଲାରେ କେନ୍ଦ୍ରକୁ ଭର୍ତ୍ସନା; ସପ୍ତାହେ ମଧ୍ୟରେ ପକ୍ଷ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭।୮: କରୋନା ମହାମାରୀ ଯୋଗୁ ଲୋକମାନେ ସାମ୍ନା କରୁଥିବା ବିଭିନ୍ନ ଆର୍ଥତ୍କ ସମସ୍ୟାରୁ ଆଶ୍ୱସ୍ତି ଦେବାକୁ ରିଜର୍ଭ ବ୍ୟାଙ୍କ ଋଣ କିସ୍ତି ପ୍ରଦାନ ଉପରେ ମୋରାଟୋରିୟମ...

ସର୍ବକାଳୀନ ରେକର୍ଡ ସ୍ତରରେ ସୁନା;୧୦ଗ୍ରାମକୁ ୩୫,୯୭୦ଟଙ୍କା

ନୂଆଦିଲ୍ଲୀ,୨୩-୭: ସୁନା ଦର ସୋମବାର ସର୍ବକାଳୀନ ରେକର୍ଡ ସ୍ତରରେ ପହଞ୍ଚତ୍ୟାଇଛି। ଦିଲ୍ଲୀ ସର୍ରାଫା ବଜାରରେ ସୁନା ୧୦୦ ଟଙ୍କା ବୃଦ୍ଧି ପାଇ ୧୦ ଗ୍ରାମ ୩୫,୯୭୦...

୧୧୪୮ ପଏଣ୍ଟ ବଢ଼ିଲା ସେନ୍‌ସେକ୍ସ

ମୁମ୍ବାଇ: ଲଗାତାର ତୃତୀୟ ସେସନ ଲାଗି ଭାରତୀୟ ପୁଞ୍ଜି ବଜାରରେ ବୃଦ୍ଧି ପରିଲକ୍ଷିତ ହୋଇଛି। ବୁଧବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସ୍‌ଇ) ୧୧୪୮ ପଏଣ୍ଟ ବଢିବା...

ଦ୍ୱିତୀୟ ପ୍ୟାକେଜ ନେଇ ନିଷ୍ପତ୍ତି ଶୀଘ୍ର

ନୂଆଦିଲ୍ଲୀ,୧୬ା୪: ଦେଶର ଅର୍ଥ ବ୍ୟବସ୍ଥା ଉପରେ କୋଭିଡ-୧୯ର ଗଭୀର ପ୍ରଭାବ ରହିଛି। ପ୍ରଭାବକୁ କମ୍‌ କରିବା ଲାଗି ସରକାର ପ୍ରାଥମିକ ପର୍ଯ୍ୟାୟରେ ୧.୭ ଲକ୍ଷ କୋଟି...

Advertisement
Archives

Model This Week