ମାଲକାନଗିରି: ଜିଲା ବିଜେଡି ଉପସଭାପତି ହେଲେ ଉଦୟ

ମାଥିଲି, ୧୨।୧୦(ସୁବାସ ଚନ୍ଦ୍ର ଖୁଡୁପିଆ ): ମାଲକାନଗିରି ଜିଲା ବିଜେଡି ନେତା ତଥା ମାଥିଲି ଜୋନ୍‌ ୨ର ପୂର୍ବତନ ଜିଲା ପରିଷଦ ସଭ୍ୟ ଉଦୟନାଥ ମାଦ୍ରି ବିଜେଡି ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀ ଉପସଭାପତି ଭାବେ ନିଯୁକ୍ତି ହୋଇଛନ୍ତି। ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଚିତ୍ରକୋଣ୍ଡା ନିର୍ବାଚନମଣ୍ଡଳୀକୁ ସୁଦୃଢ଼ କରିବା ନିମନ୍ତେ ତାଙ୍କୁ ଏହି ନୂତନ ଦାୟିତ୍ୱ ଦିଆଯାଇଥିବା ଜଣାପଡିଛି l ମାଦ୍ରି ନୂତନ ଦାୟିତ୍ୱ ନେବା ପରେ ବିଭିନ୍ନ ମହଲରେ ଖୁସି ପ୍ରକାଶ ପାଇଛି l ସେ ବିଜୁ ଜନତା ଦଳର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ସାଧାରଣ ସମ୍ପାଦକ ଈଶ୍ୱର ପାଣିଗ୍ରାହୀ, ଜିଲା ସଭାପତି ମାନସ ମାଡ଼କାମୀ ଓ ନବରଙ୍ଗପୁର ଏମ୍‌ପି ରମେଶ ମାଝିଙ୍କୁ ଧନ୍ୟବାଦ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri