Posted inଜାତୀୟ

ଶେଷରେ ମୁଣ୍ଡ ନୁଆଁଇବେ ଉଦ୍ଧବ ଠାକ୍‌ରେ!

ମୁମ୍ବାଇ,୧୨।୭: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବାକୁ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଆପାତତଃ ରାଜି ହୋଇଛନ୍ତି। ଦଳର ଏମ୍‌ପିଙ୍କ ସହ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। କିନ୍ତୁ ଏନେଇ ଶିବସେନା ପକ୍ଷରୁ କୌଣସି ଆନୁଷ୍ଠାନିକ ସୂଚନା ଦିଆଯାଇନାହିଁ।
ସୂଚନାନୁସାରେ, ମହାରାଷ୍ଟ୍ରର ଶିବସେନାର ୧୮ ଲୋକ ସଭା ଏମ୍‌ପିଙ୍କ ମଧ୍ୟରୁ ୧୩ ଜଣ ସୋମବାର ରାଷ୍ଟ୍ରପତି ନିର୍ବାଚନ ପାଇଁ ହୋଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଭାଗ ନେଇଥିଲେ। ଅଧିକାଂଶ ଏମ୍‌ପି ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ପରାମର୍ଶ ଦେଇଥିଲେ।
ଗତ ମାସରେ, ୫୫ ଶିବସେନା ବିଧାୟକଙ୍କ ମଧ୍ୟରୁ ୪୦ ଜଣ ଦଳର ନେତୃତ୍ୱ ବିରୋଧରେ ବିଦ୍ରୋହ କରିବାରୁ ଜୁନ ୨୯ରେ ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ମହା ବିକାଶ ଅଘାଡି ସରକାରଙ୍କ ପତନ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri