Posted inଜାତୀୟ

ଉଦ୍ଧବ ସରକାର ପୂରଣ କଲା ଦୁଇ ବର୍ଷ

ମୁମ୍ବାଇ,୨୮ ।୧୧: ମହାରାଷ୍ଟ୍ରର ମହାବିକାଶ ଅଘାଡି ମେଣ୍ଟ ସରକାର ୨ବର୍ଷ ପୂରଣ କରିଛି । ଏହି ଅବସରରେ ମେଣ୍ଟରେ ସାମିଲ ଥିବା ଶିବସେନା, ଏନ୍‌ସିପି ଓ କଂଗ୍ରେସରେ କର୍ମୀମାନେ ରାଜ୍ୟର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରିଛନ୍ତି । ଅନ୍ୟପଟେ ବିରୋଧୀ ଭାରତୀୟ ଜନତାପାର୍ଟି(ଭାଜପା)ର କର୍ମୀମାନେ ସରକାରଙ୍କୁ ବିରୋଧ କରିବାକୁ ସଜବାଜ ହୋଇ ସାରିଛନ୍ତି । ସୂଚନାଯୋଗ୍ୟ, ୨୦୧୯ରେ ମହାରାଷ୍ଟ୍ରରେ ହୋଇଥିବା ବିଧାନସଭା ନିର୍ବାଚନରେ ଭାଜପା ସର୍ବାଧିକ ୧୦୫ ଆସନରେ ବିଜୟ ଲାଭ କରିଥିଲା । ୨୮୮ ସଦସ୍ୟ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭାରେ ଭାଜପା ଓ ଶିବସେନା ମେଣ୍ଟରେ ସରକାର ଗଢିବା ନିଶ୍ଚିତ ହୋଇ ଯାଇଥିଲା । ହେଲେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଉଭୟ ଦଳ ମଧ୍ୟରେ କନ୍ଦଳ ସୃଷ୍ଟି ହେବାରୁ ମେଣ୍ଟ ଭାଙ୍ଗି ଯାଇଥିଲା । ଶେଷରେ ଶିବସେନା କଂଗ୍ରେସ ଓ ଏନ୍‌ସିପି ସହ ମିଶି ମହାରାଷ୍ଟରେ ସରକାର ଗଠନ କରିଛି । ସେତେବେଳେ ରାଜନୀତିର ଏକ୍ସପର୍ଟମାନେ କହୁଥିଲେ କି ମହାବିକାଶ ଅଘାଡି ସରକାର ବେଶିଦିନ ତିଷ୍ଠିବ ନାହିଁ । ହେଲେ ଏବେ ଏହି ସରକାର ୨ ବର୍ଷ ପୁରଣ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri