Posted inଜାତୀୟ

ଉଦ୍ଧବଙ୍କୁ ପୁଣି ଝଟ୍‌କା, ଥାଣେ ନଗର ନିଗମର ୬୬ କର୍ପୋରେଟର ସିନ୍ଦେଙ୍କ ଦଳରେ…

ମୁମ୍ବାଇ, ୭।୭ : ଉଦ୍ଧବ ଠାକରେ ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କ ମଧ୍ୟରେ ଜାରି ରହିଥିବା ବିବାଦରେ ପ୍ରତିଦିନ ନୂଆ ମୋଡ଼ ଦେଖିବାକୁ ମିଳୁଛି। ଦିନକୁ ଦିନ ଉଦ୍ଧବଙ୍କ ସମର୍ଥକଙ୍କ ସଂଖ୍ୟା କମିବାରେ ଲାଗିଛି। ସମ୍ପ୍ରତି ଥାଣେର ୬୭ ଶିବସେନା କର୍ପୋରେଟରଙ୍କ ମଧ୍ୟରୁ ୬୬ ଜଣ ସିନ୍ଦେଙ୍କ ଦଳରେ ଯୋଗ ଦେଇଛନ୍ତି।

୨୦୧୭ ନଗରନିଗମ ନିର୍ବାଚନରେ ୧୩୧ ଆସନ ମଧ୍ୟରୁ ଶିବସେନା ୬୭ରେ ବିଜୟ ହୋଇଥିବାବେଳେ ଏନସିପି ୩୪ ଏବଂ ଭାଜପା ୨୩ ଆସନରେ ବିଜୟୀ ହୋଇଥିଲା। ସେହିପରି କଂଗ୍ରେସ ୩, ଏଆଇଏଆଇଏମ୍‌ ୨ ଏବଂ ନିର୍ଦ୍ଦଳୀୟ ୨ ଆସନରେ ବିଜୟୀ ହୋଇଥିଲା। ଥାଣେକୁ ସିନ୍ଦେଙ୍କ ଗଡ଼ ବୋଲ କୁହାଯାଇଥାଏ। ୧୯୯୭ରେ ସେ ଏଠାରୁ ପ୍ରଥମେ କର୍ପୋରେଟର ଭାବେ ନିର୍ବାଚିତ ହୋଇଥିଲେ। ଆଗାମୀ ଦିନରେ ଥାଣେରେ ନଗରନିଗମ ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?