Posted inଜାତୀୟ

ଶାଳକଙ୍କୁ ସୁରକ୍ଷା ଦେବାକୁ ଯାଇ ଉଦ୍ଧବ ଛାଡିଥିଲେ ମୁଖ୍ୟମନ୍ତ୍ରୀ ପଦ…

ମୁମ୍ବାଇ,୨୭।୩ : ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ବିଧାୟକ ସୁହାସ କାଣ୍ଡେ ଏକ ବଡ଼ ଦାବି କରିଛନ୍ତି। ଏକଦା ଠାକେର ପରିବାର ପାଇଁ ସ୍ବତନ୍ତ୍ର ଥିବା ସୁହାସ କାଣ୍ଡେ ଦାବି କରିଛନ୍ତି ଯେ, ନିଜ ଶାଳକଙ୍କୁ ସୁରକ୍ଷା ଦେବାକୁ ଯାଇ ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ।

କାଣ୍ଡେ କହିଛନ୍ତି, ’ଯେତେବେଳେ ଉଦ୍ଧବ ଠାକରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ, ସେତେବେଳେ ତାଙ୍କୁ ରାଜ୍ୟପାଳଙ୍କ ସଂଖ୍ୟାଗରିଷ୍ଠତା ପ୍ରମାଣ କରିବାକୁ କୁହାଯାଇ ନ ଥିଲା କିମ୍ବା ସେହି ସମୟରେ କୌଣସି ଅଧିବେଶନ ଚାଲି ନ ଥିଲା। ଏହା ସତ୍ତ୍ୱେ ସେ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଶାଳକ ଶ୍ରୀଧର ପାଟଣକରଙ୍କୁ ବଞ୍ଚାଇବା ପାଇଁ ଏହି ଇସ୍ତଫା ଦେଇଥିଲେ।

ଖବର ଅନୁଯାୟୀ ଗତ ବର୍ଷ ଶ୍ରୀଧରଙ୍କ ଘରେ ଇଡି ଚଢ଼ାଉ କରିଥିଲା। ସେବେଠାରୁ ଆଲୋଚନା ହୋଇଥିଲା ଯେ ଶ୍ରୀଧରଙ୍କ ମାମଲାର ପ୍ରଭାବ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନିକଟରେ ପହଞ୍ଚିପାରେ। ପରବର୍ତ୍ତୀ ସମୟରେ ଉଦ୍ଧବ ଇସ୍ତଫା ଦେଇଣେ୍‌ତ୍ଲେ ବୋଲି କାଣ୍ଡେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri