ଖୁବ୍‌ଶୀଘ୍ର ଘୋଷଣା ହୋଇପାରେ ଲକଡାଉନ୍‌: ଠାକରେ

ମୁମ୍ବାଇ,୧୧ ।୩: ମହାରାଷ୍ଟ୍ରରେ ବେଳକୁ ବେଳ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଥିବା ବେଳେ କେତେକ ଅଞ୍ଚଳରେ ଖୁବ୍‌ଶୀଘ୍ର ଲକଡାଉନ୍ ଲାଗିପାରେ ବୋଲି ସୂଚନା ଦେଇଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ । ନାଗପୁରରେ ଏକ ସପ୍ତାହ ପାଇଁ ଲକଡାଉନ୍ ଘୋଷଣା କରାଯାଇଥିବା ବେଳେ ଏବେ କିଛି ଅଞ୍ଚଳରେ ନାଇଟ୍ କର୍ଫ୍ୟୁ ବି ଜାରି କରାଯାଇଛି । ଗୁରୁବାର ଏକ ସମାଚାର ଏଜେନ୍ସି ସହ ଚର୍ଚ୍ଚା କରିବା ସମୟରେ ଠାକରେ କହିଛନ୍ତି ମହାରାଷ୍ଟ୍ରର ଆଉ କିଛି ଅଞ୍ଚଳରେ ଖୁବଶୀଘ୍ର ଲକଡାଉନ୍ ଘୋଷଣା କରାଯାଇପାରେ । ଏ ସମ୍ପର୍କରେ ନିଷ୍ପତ୍ତି ଖୁବ୍‌ଶୀଘ୍ର ନିଆଯିବ । ଏବେବି ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣରେ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଅନ୍ୟପଟେ କରୋନା ମହାମାରୀକୁ ଦୂରେଇବା ପାଇଁ ସାରା ଦେଶରେ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ଠାକରେ ମଧ୍ୟ ତାଙ୍କର ପ୍ରଥମ ଡୋଜ୍ ଟିକା ନେଇ ସାରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri