Posted inଜାତୀୟ

ଉଦ୍ଧବଙ୍କ ହାତ ଛାଡିଲେ ଘନିଷ୍ଠ ସହଯୋଗୀ

ପୁଣେ,୧୫।୩: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ବୁଧବାର ଠାକ୍‌ରେଙ୍କ ଘନିଷ୍ଠ ସହଯୋଗୀ ତଥା ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଦୀପକ ସାୱନ୍ତ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇଛନ୍ତି। ଦୀପକ ପ୍ରକୃତ ଶିବସେନାରେ ଯୋଗ ଦେବା ପରେ ଶିନ୍ଦେ କହିଛନ୍ତି, ଆମେ ତାଙ୍କୁ ପାର୍ଟିକୁ ସ୍ବାଗତ କରୁଛୁ ଏବଂ ଏଥିରୁ ଆମେ ଉପକୃତ ହେବୁ।
କିଛିଦିନ ହେବ ଅନେକ ନେତା ଉଦ୍ଧବଙ୍କ ହାତ ଛାଡି ଶିନ୍ଦେ ଗୋଷ୍ଠୀରେ ସାମିଲ ହେଉଥିବା ଦେଖାଯାଇଛି। ନିକଟରେ ବରିଷ୍ଠ ନେତା ସୁବାଷ ଦେଶାଇଙ୍କ ପୁଅ ଭୂଷଣ ମଧ୍ୟ ଶିନ୍ଦେ ଗୋଷ୍ଠୀରେ ସାମିଲ ହୋଇଥିଲେ।
ଦଳରେ ଚାଲିଥିବା ମତଭେଦ ମଧ୍ୟରେ ଉଦ୍ଧବ ଠାକରେ ଭାଜପା ଏବଂ ଶିନ୍ଦେ ଗୋଷ୍ଠୀକୁ ଟାର୍ଗେଟ୍‌ କରିଛନ୍ତି। ବୁଧବାର ମୁମ୍ବାଇରେ ଭାଜପାକୁ ଆତଙ୍କବାଦୀ ଅଫଜାଲ ଖାନଙ୍କ ସହ ତୁଳନା କରି ସେ କହିଛନ୍ତି ଯେ, ଭାରତ ଉପରେ ଆକ୍ରମଣ କରିବା ସମୟରେ ଅଫଜଲ ଯେଉଁଭଳି ଭାବରେ ଲୋକଙ୍କ ଘର ଭାଙ୍ଗିଥିଲେ, ଭଗବାନଙ୍କ ମନ୍ଦିରକୁ ନଷ୍ଟ କରିଦେଇଥିଲେ। ଆଜି ଭାଜପା ସମାନ କାର୍ଯ୍ୟ କରୁଛି।
ସୂଚନାଯୋଗ୍ୟ, ଗତ ବର୍ଷ ଜୁନ ମାସରେ ଏକନାଥ ଶିନ୍ଦେ ଉଦ୍ଧବ ଠାକରେଙ୍କ ସହ ଅଲଗା ହୋଇ ଭାଜପା ସହିତ ସରକାର ଗଠନ କରିଥିଲେ। ଶିନ୍ଦେ ନିଜେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହା ପରେ ପ୍ରକୃତ ଶିବସେନାକୁ ନେଇ କଳହ ଲାଗି ରହିଥିଲା। ପରେ ନିର୍ବାଚନ ଆୟୋଗ ଶିନ୍ଦେ ଦଳକୁ ପ୍ରକୃତ ଶିବସେନା ଭାବରେ ସ୍ବୀକୃତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ଏଣ୍ଟ୍ରାନ୍ସ ଦେବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

ବିୟର ବୋତଲ ପର୍ଯ୍ୟନ୍ତ ପହଞ୍ଚିଲାଣି ଯୁଦ୍ଧର ନିଆଁ, ଦେବାକୁ ପଡ଼ିପାରେ ଅଧିକ ଦେୟ

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି। ସାଧାରଣତଃ ଗରମ ଋତୁରେ ବିୟରର ବ୍ୟବହାର ବୃଦ୍ଧି ପାଏ। ତଥାପି, ଏଥର, ଭାରତୀୟ ବିୟର ପ୍ରେମୀମାନଙ୍କୁ ଏହି ଋତୁରେ ସେମାନଙ୍କର ତୃଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri