Posted inଜାତୀୟ

ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଉଦ୍ଧବ ଠାକରେ

ମୁମ୍ବାଇ,୧୦।୧- ମହାରାଷ୍ଟ୍ରର ଭନ୍ଦରାସ୍ଥିତ ଜିଲା ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡରେ ୧୦ ଜଣ ଶିଶୁଙ୍କ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ଆଉ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।

ବର୍ତ୍ତମାନ ରାଜ୍ୟର ପୂରା ସ୍ବାସ୍ଥ୍ୟ ବ୍ୟବସ୍ଥା ଓ ହସ୍ପିଟାଲଗୁଡ଼ିକ କୋଭିଡ୍‌-୧୯ ପାଣ୍ଡେମିକ୍‌ ସହ ଲଢ଼ୁଛନ୍ତି। କିନ୍ତୁ ସରକାର ହସ୍ପିଟାଲଗୁଡ଼ିକର ସୁରକ୍ଷା ବ୍ୟବସ୍ଥା ସହ କୌଣସି ସାଲିଶ କିରବେ ନାହିଁ। ଏଭଳି ଘଟଣାର ପୁନରାବୃତ୍ତି ଯେଭଳି ରାଜ୍ୟରେ ନ ହେବ ସେଥି ପ୍ରତି କଡ଼ା ପଦକ୍ଷେପ ନିଆଯିବ। ପ୍ରତ୍ୟେକ ହସ୍ପିଟାଲର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ମୁଖ୍ୟମନ୍ତ୍ରୀ ଉଦ୍ଧବ କହିଛନ୍ତି। ଉଲ୍ଲେଖଥାଉ କି, ଅଗ୍ନିକାଣ୍ଡ ପରେ ହସ୍ପିଟାଲର ଷ୍ଟାଫ ଓ ପ୍ରଶାସନଙ୍କୁ ଦୋଷ ଦେଇଥିଲେ ମୃତୁ ଶିଶୁଙ୍କ ବାପାମା’। ସୁରକ୍ଷା ବ୍ୟବସ୍ଥା ଢ଼ିଲା ପାଇଁ ହସ୍ପିଟାଲ କର୍ତ୍ତୁପକ୍ଷଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri