Posted inଜାତୀୟ

ସିନ୍ଧେଙ୍କୁ ଶିବସେନାରୁ ବହିଷ୍କାର କଲେ ଉଦ୍ଧବ

ମୁମ୍ବାଇ,୨ ।୭: ପ୍ରାୟ ୨ ସପ୍ତାହ ପୂର୍ବରୁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଶିବସେନାରେ ବିଦ୍ରୋହ ଆରମ୍ଭ କରି ଦେଇଥିଲେ । ଏହାପରେ ମହାବିକାଶ ଅଘାଡି ସରକାରର ପତନ ହେଲା ଏବଂ ସିନ୍ଧେଙ୍କ ସହ ହାତ ମିଶାଇ ଭାରତୀୟ ଜନତା ପାର୍ଟି(ଭାଜପା) ମହାରାଷ୍ଟ୍ରରେ ସରକାର ଗଠନ କରିନେଲା । ଏବେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଏକନାଥଙ୍କ ସିନ୍ଧେଙ୍କ ଉପରେ ଆକ୍ସନ ନେଇ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି । ଏପଟେ ଶିବସେନାର କେତେଜଣ ନେତା ଶୁକ୍ରବାର ଦଳ ମୁଖ୍ୟ ଉଦ୍ଧବ ଠାକରେଙ୍କୁ କହିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କ ସହ ଥିବା ମତଭେଦକୁ ଦୂର କରାଯାଉ ।
ଭାରତୀୟ ଜନତା ପାର୍ଟି(ଭାଜପା) ନେତାମାନେ ଦାବି କରିଛନ୍ତି ଯେ ବିଦ୍ରୋହୀ ଶିବସେନାର ଅତିକମରେ ୧୨ ଲୋକ ସଭା ସଦସ୍ୟ ସେମାନଙ୍କ ସହ ଯୋଗାଯୋଗ କରୁଛନ୍ତି । ଜଣେ ଭାଜପା ନେତା ତଥା କେନ୍ଦ୍ରମନ୍ତ୍ରୀ ଦାବି କରିଛନ୍ତି ଯେ ମହାରାଷ୍ଟ୍ରର ଶିବସେନାରେ ବିଭାଜନ ଲୋକ ସଭା ଉପରେ ପ୍ରଭାବ ପକାଇବ ଏବଂ ଦଳର ମୋଟ ୧୯ ଜଣଙ୍କ ମଧ୍ୟରୁ ଅତିକମରେ ୧୨ ଜଣ ପକ୍ଷ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

‘ଘିବଲି’ ଦୁନିଆ: ଅପରାଧ ଓ ଆଇନ

ମସାମୟିକ ଧାରାରେ ନିଜକୁ ଅଂଶୀଦାର କରିବାର ମାନସିକତା ବିଶ୍ୱ, ପରିବେଶ ସର୍ବୋପରି ମାନବ ସଭ୍ୟତାକୁ ତା’ର ଅଜ୍ଞାତସାରରେ ବିଲୟର କେଉଁ ଦିଗକୁ ଟାଣିନେଇ ଚାଲିଛି ତାହା ବୋଧହୁଏ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ନାଗରିକ ସ୍ବାଧୀନତା କ୍ଷୁଣ୍ଣ

୨୦୨୧ ମସିହା ୫ ମାର୍ଚ୍ଚରେ ଭାରତ ସରକାରଙ୍କ ପ୍ରେସ୍‌ ଇନ୍‌ଫର୍ମେଶନ ବ୍ୟୁରୋ (ପିଆଇବି) ପକ୍ଷରୁ ଏକ ବିବୃତି ଜାରି କରାଯାଇଥିଲା, ଯାହାର ଶୀର୍ଷକ ଥିଲା ”ଏକ ସ୍ବାଧୀନ…

୩ ରାଶିଙ୍କ ଉପରେ ପଡିଲା ଶନିଙ୍କ ଶୁଭଦୃଷ୍ଟି: ୨୦୨୭ ମଝି ଯାଏ ଗୋଲ୍‌ଡେନ୍‌ ଟାଇମ୍‌, ମାଲାମାଲ ସହ ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନିଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହାର ପ୍ରଭାବ ୨୦୨୭ ପର୍ଯ୍ୟନ୍ତ ଦେଖିବାକୁ ମିଳିପାରେ ବୋଲି ଜ୍ୟୋତିଷୀଙ୍କ…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?