Posted inଜାତୀୟ

ଉଦ୍ଧବଙ୍କ ଚେତାବନୀ

ମୁମ୍ବାଇ,୨୬।୭: ରାଜସ୍ଥାନ ରାଜନୀତିରେ ଯେଉଁ ସଙ୍କଟ ଦେଖାଦେଇଛି ପୂର୍ବରୁ ଏହା ମହାରାଷ୍ଟ୍ରରେ ମଧ୍ୟ ଦେଖାଦେଇଥିଲା। ଏବେ ରାଜସ୍ଥାନର ସ୍ଥିତିକୁ ଦେଖି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଛନ୍ତି ଯଦି କେହି ମୋ ସରକାରକୁ ଭାଙ୍ଗିବାକୁ ଚାହୁଁଛନ୍ତି ତେବେ ଭାଙ୍ଗି ଦିଅନ୍ତୁ ହେଲେ ଷ୍ଟିଅରିଂ ମୋ ହାତରେ ଅଛି। ଏଠାରେ ସରକାର ତ୍ରିମୁଖୀ ଥିବା ବେଳେ ଅପେକ୍ଷା କାହାକୁ ବରଂ ସରକାର ଭାଙ୍ଗିବାର ଅଛି ଯଦି ଭାଙ୍ଗି ଦିଆଯାଉ ତା’ପରର କଥା ମୁଁ ଦେଖିବି। ହେଲେ ଏହି ତ୍ରିମୁଖୀ ସରକାର ହେଉଛି ଗରିବଙ୍କ ସରକାର। ମୁଁ ସବୁବେଳେ ଗରିବଙ୍କ ସହ ରହିଛି ଆଉ ରହିବି ଏଥିରେ କୌଣସି ପରିବର୍ତ୍ତନ ହେବ ନାହିଁ। ସୂଚନାଯୋଗ୍ୟ, ନିକଟରେ ମହାରାଷ୍ଟ୍ରରେ ଅପରେଶନ ଲୋଟସ ସଫଳ ହେବକି ନା ପ୍ରଶ୍ନରେ ଠାକରେ ଏଭଳି ଉତ୍ତର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ବଜ୍ରପାତରେ ଗଲା ୩୨ ଜଣଙ୍କ ଜୀବନ

ପାଟନା, ୨୪।୭: ବିହାରରେ ଗୋଟିଏ ଦିନରେ ବଜ୍ରପାତରେ ୩୨ଜଣଙ୍କ ମୃତ୍ୟୁ ହୋଇଥିଲାବେଳେ ୩୨ଜଣ ଆହତ ହୋଇଛନ୍ତି। ବଜ୍ରପାତରେ ଜାମୁଇରେ ୮, ଔରଙ୍ଗାବାଦରେ ୭, ବାଙ୍କାରେ ୫,...

୪ଟାରେ ଖବରଦାତା ସମ୍ମିଳନୀ କରିବେ ବ୍ରଜଭୂଷଣ

ନୂଆଦିଲ୍ଲୀ,୨୦।୧: ଦିଲ୍ଲୀର ଜନ୍ତର ମନ୍ତରରେ କୁସ୍ତି ଯୋଦ୍ଧାଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଇତିମଧ୍ୟରେ ରେସଲିଂ ଫେଡେରେସନ ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷ ବ୍ରଜଭୂଷଣ ଶରଣ ସିଂ...

ମହାମାରୀ ପରେ ସଚେତନ ହୋଇଛନ୍ତି ଭାରତୀୟ, କିନ୍ତୁ ୭ ଜଣଙ୍କ ମଧ୍ୟରୁ କେବଳ ଜଣେ ଆପଣେଉଛନ୍ତି ସ୍ବଚ୍ଛତା…

ନୂଆଦିଲ୍ଲୀ,୩୦।୫ : ଭାରତରେ ସାଧାରଣତଃ ସଫା କରିବାର ଦୁଇଟି ପଦ୍ଧତି ଅଛି। କେହି ଘରେ ଝାଡୁ ଲଗାଇ ସଫା କରିଥାନ୍ତି ଅବା ଅନ୍ୟ କେହି ପୋଛିଥାନ୍ତି।...

ଭ୍ରଷ୍ଟ ଶାସନ ଦେବା ଆମ ସରକାରଙ୍କ ଲକ୍ଷ୍ୟ: ଆନ୍ଧ୍ର ପ୍ରଦେଶ ଉପ ମୁଖ୍ୟମନ୍ତ୍ରୀ

ଅମରାବତି,୧୬।୬: ଆନ୍ଧ୍ର ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ ପି ପୁଷ୍କା ଶିଓ୍ବାନିଙ୍କ ପାଟିରୁ ଖସି ଯାଇଥିବା କଥା ପାଇଁ ତାଙ୍କୁ ଲଜ୍ଜିତ ହେବାକୁ ପଡିଛି। ଗତ ଶନିବାର...

ବାଂଲଦେଶ ସୀମାରେ ୩.୧୨କୋଟି ଟଙ୍କାର ସୁନା ବିସ୍କୁଟ ଜବତ କଲା ବିଏସଏଫ

ବାରସାତ,୨୭।୮: ପଶ୍ଚିମବଙ୍ଗର ଉତ୍ତର ୨୪ ପରଗାନା ଜିଲାର ବାଂଲଦେଶ ସୀମାରେ ଥିବା ଏକ ଟ୍ରକରୁ ବିଏସଏଫ ୩.୧୨ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ...

ହସ୍ପିଟାଲରେ କୋଭିଡ୍‌ ଆକ୍ରାନ୍ତଙ୍କୁ ବଳାତ୍କାର

ଭାପାଳ,୧୪।୫ : ଭୋପାଳର ଏକ ସରକାରୀ ହସ୍ପିଟାଲରେ ଜଣେ କରୋନା ଆକ୍ରାନ୍ତ ମହିଳାଙ୍କୁ ବଳାତ୍କାର କରିବା ଅଭିଯୋଗରେ ଜଣେ ଓ୍ବାର୍ଡ ବୟଙ୍କୁ ଗିରଫ କରାଯାଇଥିଲା ଗତ...

ବିଧାନସଭାରେ ନମାଜ ପଢିବାକୁ ମିଳିଲା କୋଠରୀ, ଭାଜପା ନେତା କହିଲେ ହନୁମାନ ଚାଳିଶା ପଢିବାକୁ କରାଯାଉ ସୁବିଧା

ରାଞ୍ଚି,୪ ।୯: ଝାଡ଼ଖଣ୍ଡ ବିଧାନସଭା ପରିସରରେ ନମାଜ ପଢିବା ପାଇଁ କୋଠରୀ ଯୋଗାଇ ଦିଆଯିବା ପରଠାରୁ ବିବାଦ ଚରମ ସୀମାରେ ପହଞ୍ଚିଲାଣି । ଏହାକୁ ନେଇ...

ଜୋଷୀମଠରେ ଅନିଶ୍ଚିତତା ଜାରି

ଜୋଷୀମଠ,୬।୨(ପି.ଟି.): ଉତ୍ତରାଖଣ୍ଡର ଚାମୋଲି ଜିଲା ଅନ୍ତର୍ଗତ ଜୋଷୀମଠ ସହରରେ ମାଟି ଦବିବା କାରଣରୁ ଘରଗୁଡ଼ିକରେ ଫାଟ ଦେଖାଦେଇ ବିପଜ୍ଜନକ ସ୍ଥିତି ସୃଷ୍ଟି କରିଛି। ଲୋକମାନଙ୍କୁ ସୁରକ୍ଷିତ...

Advertisement
Archives

Model This Week