Posted inଜାତୀୟ

ରାହୁଲଙ୍କ ବୟାନକୁ ନେଇ ନାରାଜ ଉଦ୍ଧବ, ଯୋଗ ଦେବେନାହିଁ ମଲ୍ଲିକାର୍ଜୁନଙ୍କ ଡିନର ପାର୍ଟିରେ

ମୁମ୍ବାଇ,୨୭ ।୩: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ବୀର ସାୱରକରଙ୍କୁ ନେଇ ଦେଇଥିବା ବୟାନ ଉପରେ ଏହାର ସହଯୋଗୀ ଦଳ ବି ଅସନ୍ତୁଷ୍ଟ ପ୍ରକାଶ କରିଛନ୍ତି । ରାହୁଲ ଗାନ୍ଧୀଙ୍କ ବୟାନକୁ ନେଇ ଶିବସେନାର ଉଦ୍ଧବ ଠାକରେ ଗୋଷ୍ଠୀ ପକ୍ଷରୁ କଡା ପ୍ରତିକ୍ରୟା ଦିଆଯାଇଛି । ଏହାସହ ଠାକରେ ଗ୍ରୁପର ଏମପିମାନେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଡିନର ପାର୍ଟିକୁ ବହିଷ୍କାର କରିବାକୁ ନିଷ୍ପତ୍ତି ନେଇଛନ୍ତି ।
ଖାର୍ଗେ ସମସ୍ତ ବିରୋଧୀ ଦଳର ଏମପିଙ୍କ ପାଇଁ ସୋମବାର (୨୭ ମାର୍ଚ୍ଚ) ସନ୍ଧ୍ୟାରେ ନିଜ ଘରେ ଡିନର ପାର୍ଟି ରଖିଥିଲେ । ଉଦ୍ଧବ ଠାକରେ ଗୋଷ୍ଠୀର ଏମପି ସଞ୍ଜୟ ରାଉତ କହିଥିଲେ କି ବୀର ସାୱରକରଙ୍କ ଅପମାନକୁ ନେଇ ଦଳର କେହିବି ନେତା ଏହି ଡିନର ପାର୍ଟିରେ ସାମିଲ ହେବେ ନାହିଁ । ସୂଚନାଯୋଗ୍ୟ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର(୨୫ ମାର୍ଚ୍ଚ)ରେ ଏକ ପ୍ରେସ କନଫରେନ୍ସରେ କହିଥିଲେ ମୋ ନାମ ସାୱରକର ନୁହେଁ, ମୋ ନାଁ ଗାନ୍ଧୀ, ଗାନ୍ଧୀ କାହୁକୁ କ୍ଷମା ମାଗେ ନାହିଁ ।
ଋାହୁଲ ଗାନ୍ଧୀଙ୍କ ଏହି ବୟାନକୁ ନେଇ ପ୍ରାୟ ସମସ୍ତ ବିରୋଧି ଦଳ ଖପ୍ପା ହୋଇଥିବା ବେଳେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଥିଲେ ସାୱରକରଙ୍କ ଅପମାନକୁ ବରଦାସ୍ତ କରାଯିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri