Posted inଜାତୀୟ

କ’ଣ ଏକଜୁଟ ହୋଇପାରିବେ ବିରୋଧୀ? ପାଟନାରେ ହେବାକୁ ଥିବା ବିରୋଧୀ ଦଳ ବୈଠକରେ ସାମିଲ ହେବେ ଉଦ୍ଧବ

ମୁମ୍ବାଇ,୧।୬: ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ଜୁନ୍‌ ୧୨ରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦ୍ୱାରା ପାଟନାରେ ଡକାଯାଇଥିବା ବିରୋଧୀ ଦଳର ବୈଠକରେ ଯୋଗ ଦେବେ। ଏନେଇ ଦଳର ନେତା ତଥା ଏମ୍‌ପି ସଞ୍ଜୟ ରାଉତ ସୂଚନା ଦେଇଛନ୍ତି।

ନୀତୀଶ କୁମାର ୨୦୨୪ ଲୋକ ସଭା ନିର୍ବାଚନରେ ଭାଜପାକୁ ହରାଇବାକୁ ଦେଶର ବିରୋଧୀଦଳ ନେତାଙ୍କୁ ଭେଟୁଛନ୍ତି। ବିହାର ମନ୍ତ୍ରୀ ତଥା ଜେଡିୟୁର ବରିଷ୍ଠ ନେତା ବିଜୟ କୁମାର ଚୌଧୁରୀ ସୋମବାର କହିଛନ୍ତି, ଭାଜପା ବିରୋଧୀ ଦଳର ଅଧିକାଂଶ ଦଳ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେବାର ସମ୍ଭାବନା ରହିଛି। ଏହି ମାସର ଆରମ୍ଭରେ ନୀତୀଶ କୁମାର ୨୦୨୪ ଲୋକ ସଭା ନିର୍ବାଜନ ପୂର୍ବରୁ ବିରୋଧୀ ଏକତାକୁ ମଜବୁତ କରିବା ପାଇଁ ମୁମ୍ବାଇର ବାସଭବନରେ ଉଦ୍ଧବ ଠାକ୍‌ରେଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri