Posted inଜାତୀୟ

ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ ଉଦ୍ଧବ ଠାକରେଙ୍କ ବଡ଼ ଘୋଷଣା: କଂଗ୍ରେସ-ଏନସିପି..

ପୁଣେ,୮।୧୦: ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ମହାରାଷ୍ଟ୍ରକୁ ବଞ୍ଚାଇବା ପାଇଁ ଶିବସେନା (ଉଦ୍ଧବ ବାଲାସାହେବ ଠାକରେ/ୟୁବିଟି) କଂଗ୍ରେସ ଏବଂ ଏନସିପି (ଶରଦ ପାୱାର/ଏସପି) ଦ୍ୱାରା ଘୋଷିତ ଯେକୌଣସି ମୁଖ୍ୟମନ୍ତ୍ରୀ ଚେହେରାକୁ ସମର୍ଥନ କରିବ। ଭାଜପାକୁ ଟାର୍ଗେଟ୍‌ କରି ସେ ଦାବି କରିଛନ୍ତି, ବିଜ୍ଞାପନ ସାହାଯ୍ୟରେ ମହାରାଷ୍ଟ୍ରରେ ସରକାର ମିଥ୍ୟା ଏବଂ ଭୁଲ ଖବର ପ୍ରଚାର କରୁଛନ୍ତି।

ମୁମ୍ବାଇରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଉଦ୍ଧବ କହିଛନ୍ତି, ଆସନ୍ତା ମାସରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ର ସରକାର ବିଜ୍ଞାପନ ମାଧ୍ୟମରେ ରାଜ୍ୟରେ ନକଲି କାହାଣୀ ସୃଷ୍ଟି କରୁଛନ୍ତି। ସରକାର ବିଶ୍ୱାସଘାତକତା କରୁଥିବା ସେ ଅଭିଯୋଗ କରିଛନ୍ତି। ମହାୟୁତୀ ସରକାର ‘ଲଡ୍‌କୀ ବେହେନ୍‌’ ଯୋଜନା ମାଧ୍ୟମରେ ଜନସାଧାରଣଙ୍କୁ ସେମାନଙ୍କ ଟଙ୍କା ଦେଇ ବିଶ୍ୱାସଘାତକତା କରିବାକୁ ବାଧ୍ୟ କରୁଛନ୍ତି।

ସୂଚନାଯୋଗ୍ୟ, ଚଳିତ ବର୍ଷ ଶେଷରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ହୋଇପାରେ। ନିର୍ବାଚନ ଆୟୋଗ ଟିମ୍‌ ରାଜ୍ୟ ଗସ୍ତ କରି ସମସ୍ତ ନିର୍ବାଚନମଣ୍ଡଳୀରୁ ମତାମତ ନେଇଛନ୍ତି। ବିଧାନସଭା କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ଅର୍ଥାତ ଡିସେମ୍ବର ମାସ ପୂର୍ବରୁ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?