ବଜ୍ରପାତରେ ଘର ସହ ଜୀବନ୍ତ ଜଳିଗଲେ ବିଟେକ୍‌ ଛାତ୍ର

ବାଲେଶ୍ୱର,୧୮।୩(ପ୍ରଦୀପ ଦାସ): ନଡ଼ାଛପର ଘରେ ଜୀବନ୍ତ ଜଳିଗଲେ ଯୁବକ। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇରେ । ନିକଟସ୍ଥ ଚିଙ୍ଗୁଡି ଘେରିକୁ ଯାଉଥିବା ବେଳେ କାଳବୈଶାଖୀ ଝଡ ହୋଇଥିଲା। ଉପାୟ ନପାଇ ସେଠାରେ ଥିବା ଏକ ଚାଳିଆଘରେ ସେ ଆଶ୍ରୟ ନେଇଥିଲେ। ଏହି ସମୟରେ ବଜ୍ରପାତ ହୋଇ ନଡାଛପର ଚାଳିଆ ଘର ପୋଡି ଯାଇତିଲା। ସେଥିରେ ରଞ୍ଜନଙ୍କ ମୃତ୍ୟୁ ଘଟିଥିଲା ରଞ୍ଜନ ଜଣେ ବିଟେକ୍‌ ଛାତ୍ର ବୋଲି ଜଣାପଡିଛି l


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା।…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ…

ରୋଷେଇ କରିବାକୁ ମନା କଲେ ସ୍ତ୍ରୀ, ରାଗିଯାଇ ଗୁଳି କରି ହତ୍ୟା କଲେ ସ୍ବାମୀ

ଭୋପାଳ,୮।୨: ମଧ୍ୟପ୍ରଦେଶର ଗ୍ୱାଲିୟରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ମାନସିକ ବିକାରଗ୍ରସ୍ତ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି ।…

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri