ଆସିଲା ବିଚାରପତି ସୁବାସ ବିହାରୀଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ ଅଫିସ, ୭।୯: ବିଚାରପତି ସୁବାସ ବିହାରୀଙ୍କ ମୃତ୍ୟୁ ଘଟଣାରେ ବୁଧବାରା ପୋଷ୍ଟମର୍ଟମ ରିପୋଟ କମିଶନରେଟ ପୋଲିସର ହାତରେ ଲାଗିଛି। ଏସିବି ମେଡିକାଲରୁ ମର୍କତନଗର ଥାନାରେ ପୋଷ୍ଟମର୍ଟମ ରିପୋର୍ଟ ପହଞ୍ଚିଛି। ବିଚାରପତି ନିଜେ ଆତ୍ମହତ୍ୟା କରିଥିବା ରିପୋର୍ଟରେ ଉଲ୍ଲେଖ। ରଶିରେ ଝୁଲିବା ପରେ ବିଚାରପତିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।
ସୂଚନାଯୋଗ୍ୟ, ଗତ ୨ ତାରିଖରେ ବିଚାରପତି ସୁବାସ ବିହାରୀ ଆତ୍ମହତ୍ୟା କରିଥିଲେ। ହେଲେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣି ସୁବାସଙ୍କ ସ୍ତ୍ରୀ ଓ ଶଳାଙ୍କ ନାମରେ ଅଭିଯୋଗ କରିଥିଲେ । ମର୍କତନଗର ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

୪୮ଦିନର କାମ ୪ ବର୍ଷରେ ସରୁନି

ଖଡିଆଳ,୧୦।୧: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ବିରିଘାଟ ପଞ୍ଚାୟତ ଗଦାପଦର ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣାଧୀନ ଘର ୪ ବର୍ଷ ପରେ ସମ୍ପୂର୍ଣ୍ଣ ନ...

ଭବାନୀପାଟଣାରୁ ସେକ୍ସ ର଼୍ୟାକେଟ ଠାବ: ୪ ଦେହଜୀବୀ ଉଦ୍ଧାର, ୩ ଯୁବକ ଅଟକ

ଭବାନୀପାଟଣା, ୪।୧୨(ଡି.ଏନ୍‌.ଏ.): ଭବାନୀପାଟଣା ଟାଉନ୍‌ ଥାନା ପୋଲିସ ସ୍ଥାନୀୟ ନକଟିଗୁଡାରେ ଥିବା ଏକ ଘର ଉପରେ ଚଢ଼ାଉ କରି ସେକ୍ସ ର଼୍ୟାକେଟ୍‌ ଠାବ କରିଛି। ସେଠାରୁ...

କୋଭିଡ୍‌ କଟକଣା ମାନିଲେନି ପ୍ରାର୍ଥୀ

ଜଗତ୍‌ସିଂହପୁର ଅଫିସ, ୨୨ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଅନ୍ତିମ ଦିନରେ ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଜିଲାର ମୋଟ ୨୬ ଜିଲା ପରିଷଦ ଆସନ ପାଇଁ ୧୦୬...

ଋଣ ଦେବା ନାମରେ ୨୩ଲକ୍ଷ ଠକେଇ: ଧାରଣା ଦେଲେ ସଂଯୋଜକ

ଖଇରା, ୨୬।୨(ଡି.ଏନ.ଏ.): ଋଣ ଯୋଗାଇ ଦେବାର ପ୍ରଲୋଭନ ଦେଖାଇ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥା ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ଅଞ୍ଚଳର...

ପଞ୍ଚାୟତକୁ ଆସିଥିଲା ୮୦ ଲକ୍ଷ ଟଙ୍କା, ଖର୍ଚ୍ଚ କରିପାରିଲେନି ସରପଞ୍ଚ

ଜଳେଶ୍ୱର,୧୧।୮(ଡି.ଏନ.ଏ.): ପଞ୍ଚାୟତରେ ପିଇବାପାଣି, ସ୍ବଚ୍ଛତା, ଆଲୋକୀକରଣ, ରାସ୍ତା ନିର୍ମାଣ ଭଳି ଉନ୍ନତି ମୂଳକ କାର୍ଯ୍ୟ ଲାଗି ଆସିଥିଲା ୮୦,୭୪,୭୯୪ ଟଙ୍କା। କିନ୍ତୁ ଏହାକୁ ଖର୍ଚ୍ଚ କରିପାରିଲେ...

ସାନତିହାଡ଼ା ଗ୍ରାମରେ ଅଭାବନୀୟ ଘଟଣା: ସ୍ତ୍ରୀଙ୍କୁ ହତ୍ୟା ପରେ ଜାଳିଦେଲେ

ଜଗତ୍‌ସିଂହପୁର ଅଫିସ,୨୬ା୧୦: ଜଗତ୍‌ସିଂହପୁର ଥାନା ଅଧୀନ ସାନତିହାଡ଼ା ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ରଶ୍ମିତା ରାଉତ ନାମ୍ନୀ ମହିଳାଙ୍କୁ ତାଙ୍କ ସ୍ବାମୀ...

ପରିଣତ ବୟସରେ ଆବାସ ଯୋଜନାରୁ ବଞ୍ଚିତ କଳାକାର, ଘର ଖଣ୍ଡିଏ ପାଇଁ ଗୁହାରି ସତ୍ତ୍ୱେ ପ୍ରଶାସନର ନିଦ ଭାଙ୍ଗୁନି

କେନ୍ଦୁଝର,୨୪।୧୨(ସ୍ବ.ପ୍ର.): ସରକାର ଗରିବମାନଙ୍କୁ ପକ୍କା ଘର ଯୋଗାଇ ଦେବା ଲାଗି ଆବାସ ଯୋଜନା କରିଛନ୍ତି। ହେଲେ ଆଜି ବି ରାଜ୍ୟର ଅନେକ ଯୋଗ୍ୟ ହିତାଧିକାରୀ ଏଥିରୁ...

ମାଟିମୂର୍ତ୍ତିର ମ୍ୟୁଜିୟମ

ସାତମାଇଲ,୮।୩: ମହାବୀରଙ୍କଠାରୁ ମହାତ୍ମା ଗାନ୍ଧୀ। ତିଳକଙ୍କଠାରୁ ତେଜସ୍ବିନୀ ଲକ୍ଷ୍ମୀବାଈ। ସୁନ୍ଦର ଆଲୋକରେ ଝଲସୁଛି ଓଡ଼ିଶାର ସମୃଦ୍ଧ ସଂସ୍କୃତି, ଲୋକକଳା, ସ୍ବାଧୀନତା ସଂଗ୍ରାମର ଗାଥା, ଜନଜୀବନର ଗହନ...

Advertisement
Archives

Model This Week