Posted inଜାତୀୟ

କାର ଉପରେ ଠିଆ ହେଲେ କେବେ ବି ବାଲାସାହେବ ହୋଇ ପାରିବେନି ଉଦ୍ଧବ: ଭାଜପା…

ମୁମ୍ବାଇ,୧୮।୨ : ଶିବସେନାର ନିର୍ବାଚନୀ ଉଦ୍ଧବ ଠାକରେଙ୍କଠାରୁ ଚିହ୍ନ ଛଡ଼ାଇ ନିଆଯାଇଥିବା ତାଙ୍କ ସମର୍ଥକମାନେ ଅଭିଯୋଗ କରିଛନ୍ତି। ଏହା ସହିତ ବାସଭବନ ମାତୋଶ୍ରୀରେ ଉଦ୍ଧବ ତାଙ୍କ ସମର୍ଥକଙ୍କୁ ନିର୍ବାଚନ ପାଇଁ ପ୍ରସ୍ତୁତ ରହିବାକୁ ଏକ କାର ଉପରେ ଠିଆ ହୋଇ ପରାମର୍ଶ ଦେଇଛନ୍ତି।

ଏପରିସ୍ଥଳେ ଭାଜପା ନେତା କେଶବ ଉପାଧ୍ୟାୟ ଉଦ୍ଧବଙ୍କୁ ଟାର୍ଗେଟ କରିଛନ୍ତି। ସେ ଟୁଇଟ କରି କହିଛନ୍ତି ଶିବସେନା ପ୍ରତିଷ୍ଠାତା ବାଲାସାହେବ ଠାକରେଙ୍କ ଭଳି ନକଲ କରି କେବଳ କାର ଉପରେ ଠିଆ ହୋଇଗଲେ ଉଦ୍ଧବ ତାଙ୍କ ପରି ହୋଇପାରିବେ ନାହିଁ।

ବାଲାସାହେବ ଦିନରାତି କଠିନ ପରିଶ୍ରମ କରୁଥିଲେ। ଶିବସେନାର ବିକାଶ ପାଇଁ କର୍ମୀଙ୍କ ସହିତ ମିଶି କାମ କରୁଥିଲେ।

ମାତ୍ର ଉଦ୍ଧବ ନିଜ ଘରୁ ବାହାରକୁ ବାହାରୁ ନାହାନ୍ତି। କେବେ କର୍ମୀମାନଙ୍କ ସହିତ ସାକ୍ଷାତ କରି ନ ଥାନ୍ତି। ଦଳୀୟ ସଂଗଠନକୁ ଆଘାତ ଦେଇ ଉଦ୍ଧବ ଅନୈତିକ ଭାବେ କ୍ଷମତା ହାସଲ କରିଥିଲେ। ଏବେ ତାଙ୍କୁ ଉଚିତ ଶିକ୍ଷା ମିଳିଛି ବୋଲି କେଶବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱବାନ ଦେଶ ତାଲିକା: ବିଶ୍ୱର ଶ୍ରେଷ୍ଠ ଦେଶ ମଧ୍ୟରେ ଭାରତ, ଶୀର୍ଷରେ ସିଙ୍ଗାପୁର

ନୂଆଦିଲ୍ଲୀ,୧୯।୧: ବିଶ୍ୱର ଦାୟିତ୍ୱବାନ ରାଷ୍ଟ୍ର ଗୁଡ଼ିକର ତାଲିକାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ସଦ୍ୟ ପ୍ରକାଶିତ ‘ଦାୟିତ୍ୱବାନ ରାଷ୍ଟ୍ର ତାଲିକା’ (RNI) ୨୦୨୬...

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’

ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ...

ମେଡିକାଲ ବାଥରୁମ୍‌ରେ ଶିଶୁ କନ୍ୟାଙ୍କୁ ଛାଡି ଚମ୍ପଟ ମାରିଲେ ମା’

ଭଦ୍ରକ, ୧୯।୧(ସନାତନ ରାଉତ): ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଫେରାର । ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।...

ପ୍ରୋଟୋକଲ୍ ଭାଙ୍ଗିଲେ ମୋଦି: ୟୁଏଇ ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ଏପରି କଲେ ସ୍ୱାଗତ

ନୂଆଦିଲ୍ଲୀ,୧୯।୧: ଭାରତ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ବଢୁଥିବା ସମ୍ପର୍କର ଏକ ଭିନ୍ନ ଦୃଶ୍ୟ ସୋମବାର ଦେଖିବାକୁ ମିଳିଛି। ୟୁଏଇ ରାଷ୍ଟ୍ରପତି ଶେଖ୍...

ପ୍ରବଳ ରାଗିଗଲେ ଟ୍ରମ୍ପ: ନରୱେ ପ୍ରଧାନମନ୍ତ୍ରୀଙ୍କୁ ପଠାଇଲେ ଧମକପୂର୍ଣ୍ଣ ଚିଠି

ଓ୍ବାଶିଂଟନ,୧୯।୧: ନୋବେଲ ପୁରସ୍କାର ନ ପାଇବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କ୍ରୋଧ ଏବେ ଭୀଷଣ ବଢିବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ନରୱେ ପ୍ରଧାନମନ୍ତ୍ରୀ ଜୋନାସ...

ଜଗନ୍ନାଥଙ୍କୁ ଅପମାନ! ଭାଇରାଲ ହେଉଛି ମହାପ୍ରଭୁଙ୍କ AI ଭିଡ଼ିଓ, କ୍ରେନରେ କ୍ଷୀର…

ଭୁବନେଶ୍ବର,୧୯।୧: ସୋସିଆଲ ମିଡ଼ିଆରେ ଅନେକ ଭିଡିଓ ଭାଇରାଲ ହୋଇଥାଏ । ଏହାରି ଭିତରେ ଏବେ ମହାପ୍ରଭୁ ଜଗନ୍ନାଥଙ୍କ ଏଆଇ ଫଟୋ ଏବଂ ଭିଡିଓ ଭାଇରାଲ ହେଉଛି...

ଛାତିଥରା ହତ୍ୟାକାଣ୍ଡ, ସ୍ପଷ୍ଟ ଦିବାଲୋକରେ ଗୋଟିଏ ପରିବାରର ୪ ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୧୯।୧: ସୋମବାର ଅପରାହ୍ନରେ ଉତ୍ତରପ୍ରଦେଶର ଏଟା ଜିଲାରେ ଏକ ଭୟଙ୍କର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ନଗର କୋତୱାଲି ଅଞ୍ଚଳର ଅଧିକାର କ୍ଷେତ୍ର ଅନ୍ତର୍ଗତ ନାଗଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri