Posted inଜାତୀୟ

ପୁଣି ସନାତନ ଧର୍ମକୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୫।୯: ତାମିଲନାଡୁର ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ସନାତନ ଧର୍ମ ବିରୋଧରେ ବିବୃତ୍ତି ଦେବା ଦିନଠାରୁ ସେ ଭାଜପା ସମେତ ସମସ୍ତ ହିନ୍ଦୁ ଧାର୍ମିକ ନେତାଙ୍କ ଟାର୍ଗେଟରେ ରହିଆସିଛନ୍ତି। ଦେଶର ବିଭିନ୍ନ ଅଞ୍ଚଳରେ ତାଙ୍କ ବିରୋଧରେ ପ୍ରଦର୍ଶନ ପ୍ରଦର୍ଶନ କରାଯାଉଛି। କିନ୍ତୁ ଏତେ ବିବାଦ ପରେ ମଧ୍ୟ ଉଦୟନିଧି ପୁଣି ସନାତନ ଧର୍ମକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କେବଳ ହିନ୍ଦୁ ଧର୍ମ ବିଷୟରେ ନୁହେଁ ବରଂ ଯେଉଁମାନେ ଏହାକୁ ପାଳନ କରନ୍ତି ସେମାନଙ୍କ ବିଷୟରେ ମଧ୍ୟ କହିଥିଲେ।
ଉଦୟନିଧି ଷ୍ଟାଲିନ କହିଛନ୍ତି ଯେ, ମୁଁ ସେଦିନ ଯାହା କହିଥିଲି, ମୁଁ ସମାନ କଥାକୁ ବାରମ୍ବାର ପୁନରାବୃତ୍ତି କରିବି। ମୁଁ କେବଳ ହିନ୍ଦୁ ଧର୍ମ ନୁହେଁ ସମସ୍ତ ଧର୍ମକୁ ଅନ୍ତର୍ଭୁକ୍ତ କରିଥିଲି। ମୁଁ ଜାତିଗତ ପାର୍ଥକ୍ୟକୁ ନିନ୍ଦା କରିଥିଲି। ସନାତନ ଧର୍ମ ମହିଳାମାନଙ୍କୁ କ୍ରୀତଦାସ କରିଥିଲା। ସେଠାରେ ସତୀ ପ୍ରଥା ଥିଲା ଯେଉଁଥିରେ ବିଧବାମାନେ ନିଜ ସ୍ବାମୀଙ୍କ ଅନ୍ତିମ ସଂସ୍କାର ବେଳେ ଜୁଇକୁ ଡେଇଁ ଆତ୍ମହତ୍ୟା କରୁଥିଲେ। ତେଣୁ ମୁଁ ଏହାକୁ ଶେଷ କରିବାକୁ ଜିଦ ଧରିଛି। ମୁଁ ସେପରି କହିବି। ଏହି ପ୍ରସଙ୍ଗରେ ତାଙ୍କ ଜୀବନ ପ୍ରତି କୌଣସି ବିପଦ ଆସିବାକୁ ସେ ଭୟ ମନେ କରନ୍ତି ନାହିଁ ବୋଲି ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁରଙ୍କୁ ନେଇ ଏମିତି କହିଦେଲେ ଧୋନୀଙ୍କ ସ୍ତ୍ରୀ: ଚାରିଆଡ଼େ ହେଉଛି ଚର୍ଚ୍ଚା

ରାଞ୍ଚି,୨୦।୩: ଭରତୀୟ କ୍ରିକେଟ୍‌ ଦଳର ପୂର୍ବତନ କ୍ରିକେଟର୍‌ ମହେନ୍ଦ୍ର ସିଂହ ଧୋନୀଙ୍କ ପରିବାର ସମ୍ପର୍କରେ ଏକ ଭାବପ୍ରବଣ ପୋଷ୍ଟ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କ…

ଇରାନକୁ ଆଉ ଏକ ବଡ଼ ଝଟକା, ଇସ୍ରାଏଲୀ ଆକ୍ରମଣରେ IRGC ମୁଖପାତ୍ର ଅଲି ମହମ୍ମଦଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦ା୩: ଇସ୍ରାଏଲ ଏବଂ ଆମେରିକା ସହିତ ଇରାନର ବିବାଦ ଜାରି ରହିଛି । ଏହି ବିବାଦ ମଧ୍ୟରେ ଇରାନକୁ ଆଉ ଏକ ବଡ଼ ଧକ୍କା ଲାଗିଛି ।…

ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା

ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ…

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର

ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri