ବିଜାଘାଟି ରାସ୍ତାରେ ଖସିଲା ପଡିଲା ମାଟି ଅତଡ଼ା : ଯାତାୟତ…

କୋରାପୁଟ,୧୬।୮(ଅମିତାଭ ବେହେରା ): କୋରାପୁଟ ଜିଲାରେ ପ୍ରବଳ ବର୍ଷା ଲାଗିରହିଥିବା ବେଳେ ଶନିବାର ସକାଳେ ନାରାୟଣପାଟଣା ବ୍ଲକର ବିଜାଘାଟି ପଞ୍ଚାୟତ ରାସ୍ତାରେ ପାହାଡ଼ରୁ ମାଟି ଅତଡ଼ା ଖସି ଦାମନଯୋଡି ନାରାୟଣପାଟଣା ମଧ୍ୟରେ ଗାଡି ଚଳାଚଳ ବନ୍ଦ ରହିଛି। ଶନିବାର ସକାଳେ ବିଜାଘାଟି ପଞ୍ଚାୟତର କେରଙ୍ଗା ପାହାଡ଼ରୁ ମାଟି ଧସି ରାସ୍ତାରେ ପଡିଛି। ଏ ନେଇ ନାରାୟପାଟଣା ଓ ଦାମନଯୋଡି ମଧ୍ୟରେ ଗାଡି ଚଳାଚଳ ଠପ ହୋଇଥିବାବେଳେ ଏହିଯ ସ୍ଥାନରେ ବ୍ଲକ ପ୍ରଶାସନ ପହଞ୍ଚି ନଥିବା ସୂଚନା ମିଳିଛ। ଶୁକ୍ରବାର ଜିଲାରେ ୪୨୯.୫ ମିମି ବର୍ଷା ହୋଇଥିବାବେଳେ ନାରାୟଣପାଟଣାରେ ୩୧ ମିମି ବର୍ଷା, ବନ୍ଧୁଗାଁ ବ୍ଲକରେ ୬୨ ମିମି ଓ ଲକ୍ଷ୍ମୀପୁର ବ୍ଲକରେ ୯୨ ମିମି ବର୍ଷା ହୋଇଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ଡିଗ୍ରୀ କଲେଜ ଛାତ୍ରୀଛାତ୍ର ଚମତ୍କାର ପ୍ରଦର୍ଶନ: ସଂସ୍କୃତି ଟପ୍ପର

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ):ସମ୍ବଲପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ସଦ୍ୟ ପ୍ରକାଶ ପାଇଥିବା +୩ କଳା, ବିଜ୍ଞାନ ଓ ବାଣିଜ୍ୟ ଶେଷବର୍ଷ ପରୀକ୍ଷାଫଳରେ ବରଗଡ଼ର ବିକାଶ ଡିଗ୍ରୀ କଲେଜ ଛାତ୍ରୀଛାତ୍ର ଉତ୍କୃଷ୍ଟ…

ଦିଲ୍ଲୀ ହାଇକୋର୍ଟରେ ଭର୍ଚୁଆଲ ଶୁଣାଣି ବେଳେ ଅଶ୍ଳୀଳ ଭିଡିଓ ଚାଲିଲା,ଆଉ ତା’ପରେ…

ନୂଆଦିଲ୍ଲୀ,୩୦ା୪: ଦିଲ୍ଲୀ ହାଇକୋର୍ଟରେ ଭର୍ଚୁଆଲ ଶୁଣାଣି ଚାଲିଥିଲାବେଳେ ଏକ ଅଶ୍ଳୀଳ କଣ୍ଟେଣ୍ଟ ଚାଲିବାରୁ ଶୁଣାଣି ବାଧାପ୍ରାପ୍ତ ହୋଇଥିଲା। କୋର୍ଟରୁମ୍‌ରେ ସାଇବର ସୁରକ୍ଷାର ଉଲ୍ଲଂଘନକୁ ନେଇ ଚିନ୍ତା ପ୍ରକଟ…

ଭାରତରେ ଜଳ ସଙ୍କଟ ବଢ଼ିବ: ଜାଣନ୍ତୁ କାରଣ କ’ଣ…

ନୂଆଦିଲ୍ଲୀ,୩୦ା୪: ଭାରତରେ ଇନ୍ଧନ ସଙ୍କଟ ଦୂର କରିବାକୁ ଯାଇ ୮୦% ପେଟ୍ରୋଲରେ ୨୦% ଇଥାନଲ ମିଶ୍ରଣ କରାଯାଉଥିବାବେଳେ ଆଗାମୀ ଦିନରେ ୧୫% ପେଟ୍ରୋଲରେ ୮୫% ଇଥାନଲ ମିଶ୍ରଣ…

ଭାଜପା ଆଗରେ ରହିବା ପୂର୍ବାନୁମାନକୁ ଟିଏମ୍‌ସିର ଖଣ୍ଡନ

କୋଲକାତା,୩୦ା୪: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ଆଗରେ ରହିବ ବୋଲି ବିଭିନ୍ନ ଏକ୍‌ଜିଟ୍‌ ପୋଲ୍‌ ପୂର୍ବାନୁମାନ କରିଥିବାବେଳେ ଟିଏମ୍‌ସି ରାଜ୍ୟ ସଭା ସଦସ୍ୟ ଡେରେକ୍‌ ଓ’ବ୍ରାଏନ୍‌ ଏହାକୁ ଖଣ୍ଡନ…

ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହାଇଡ୍ରାମା: ରଜତ ପାଟିଦାରଙ୍କ ଆଉଟ୍‌କୁ ନେଇ ଅମ୍ପାୟାରଙ୍କ ସହ କୋହଲିଙ୍କ ଝଗଡ଼ା

ଅହମ୍ମଦାବାଦ,୩୦।୪: ଆଇପିଏଲ ୨୦୨୬ରେ ପୁଣି ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB)ର ଅଧିନାୟକ ରଜତ ପାଟିଦାରଙ୍କ…

ଭୀଷଣ ବର୍ଷା, ବେଙ୍ଗାଲୁରୁ ସହର ଜଳାର୍ଣ୍ଣବ

ବେଙ୍ଗାଲୁରୁ,୩୦ା୪: ବେଙ୍ଗାଲୁରୁରେ ଅଚାନକ ଭାବେ ଆରମ୍ଭ ହୋଇଥିବା ବର୍ଷା ପରବର୍ତ୍ତୀ ସମୟରେ ଭୀଷଣ ରୂପ ନେବାରୁ ସାରା ସହର ଜଳାର୍ଣ୍ଣବ ହୋଇପଡ଼ିଛି। ସହରର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ…

ପୁଅକୁ ଦୋକାନରେ ବସାଇ ଜଳଖିଆ ଖାଇବାକୁ ଯାଇଥିଲେ ବାପା, ଆସିଲା ବେଳକୁ…

ଅତାବିରା,୩୦।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ମୁଖ୍ୟ ବଜାର ସମ୍ମୁଖ ଏକ ପାନ ଦେକାନ ଫ୍ରିଜରେ ଲାଗିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁବାର ସନ୍ଧ୍ୟାରେ…

‘କର୍ମ  ହିଁ ମାନବ ଜୀବନର ମାନଦଣ୍ଡ’: ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଅବସରକାଳୀନ…

ଦିଗପହଣ୍ଡି,୩୦|୪ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଚୁଡୁଙ୍ଗପୁର ଗ୍ରାମ ସ୍ଥିତ ପିଏମଶ୍ରୀ ସାନଖେମୁଣ୍ଡି ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଗୁରୁବାର ସାନଖେମୁଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri