ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା

କଟକ ଅଫିସ,୧୩ା୧୦: ସ୍ଥାନୀୟ ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟକୁ ୟୁଜିସି ମାନ୍ୟତା ମିଳିଛି। ୟୁଜିସି ଅଧିନିୟମ ୧୯୫୬, ଧାରା ୨(ଏଫ୍‌) ଅନୁଯାୟୀ, ୟୁନିଭର୍ସିଟି ଗ୍ରାଣ୍ଟ କମିଶନ (ୟୁଜିସି) ବିଶ୍ବବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ବବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରିଛି । ୟୁଜିସି ଅଧିନିୟମ ୧୯୫୬, ଧାରା ୧୨(ବି) ଅନୁଯାୟୀ, ଏହି ବିଶ୍ବବିଦ୍ୟାଳୟ ଖୁବ୍‌ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ। ଜାତୀୟ ଶିକ୍ଷା ନୀତି ଅନୁସାରେ ରାଜ୍ୟରେ ଆଇନ ଶିକ୍ଷାର ମାନ ବଢ଼ାଇବ ବୋଲି ଏନେଇ ଟୁଇଟ୍‌ କରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ପୂର୍ବତନ ବିଧାୟକ ବିଜୟ ନାୟକ

ଜଗତସିଂହପୁର ଅଫିସ,୨୬।୨: ପୂର୍ବତନ କଂଗ୍ରେସ ବିଧାୟକ ବିଜୟ କୁମାର ନାୟକଙ୍କର ବୁଧବାର ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁ...

ଶୁଖିଲାଣି ଜଳାଶୟ, ଆଗକୁ ଜଳ ସଙ୍କଟ ଆଶଙ୍କା

ଜଗତ୍‌ସିଂହପୁର ଅଫିସ, ୨୮ା୨:ଚଳିତବର୍ଷ ଖରାଦିନେ ତାତି ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଉଛି। ଏହା ଏବେଠାରୁ ବାରି ହେଲାଣି। ପ୍ରତିବର୍ଷ ତାପମାତ୍ରା ନିୟନ୍ତ୍ରଣ...

ମୁମ୍ବାଇରୁ ୩ ଟ୍ରକ୍‌ରେ ଗଜପତି ଫେରୁଛନ୍ତି ପ୍ରବାସୀ

ପାରଳାଖେମୁଣ୍ଡି, ୧୪ା୫ (ସ୍ବ.ପ୍ର.): ମହାରାଷ୍ଟ୍ରର ନଭି ମୁମ୍ବାଇରୁ ଗଜପତି ଜିଲାକୁ ଟ୍ରକ୍‌ ଯୋଗେ ୧୫୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ ଶ୍ରମିକ ଫେରୁଥିବା ଜଣାପଡିଛି। ଏମାନଙ୍କ ମଧ୍ୟରେ...

୩ ମାସ ପରେ ଖୋଲିଲା ଝୋଟ କାରଖାନା

ରୂପ୍‌ସା, ୨୮।୬(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଜୟକିଶନ ଦାସମଲ ଝୋଟ କାରଖାନା ଗୁରୁବାରଠାରୁ ଚାଲୁ କରାଯାଇଛି। ଦୀର୍ଘ ୩ ମାସ ଧରି...

ସାର୍ବଜନୀନ ହେଲା ସମ୍ପତ୍ତି ତାଲିକା: ମୁଖ୍ୟମନ୍ତ୍ରୀଙ୍କ କମିଛି; ୪ ମନ୍ତ୍ରୀଙ୍କ ୪ ଚକିଆ ଯାନ ନାହିଁ

ଭୁବନେଶ୍ୱର,୨୩ା୯(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକାକୁ ସାର୍ବଜନୀନ କରିଛନ୍ତି। ୨୦୨୧ ଡିସେମ୍ବର ସୁଦ୍ଧା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାବର ଓ...

ଜଗତ୍‌ସିଂହପୁର ବିକାଶ ପାଇଁ ୨୯ ପ୍ରକଳ୍ପ

ଜଗତ୍‌ସିଂହପୁର ଅଫିସ୍‌/ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଶୁକ୍ରବାର ଅପରାହ୍ନରେ ଜଗତ୍‌ସିଂହପୁର ଜିଲାରେ ୧୧ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ ୧୮ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର...

୨ ବିଷାକ୍ତ ସାପ ଉଦ୍ଧାର

ଢେଙ୍କିକୋଟ, ୧୭ା୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫରେଷ୍ଟ ସେକ୍ସନ ଖଣ୍ଟ ଘର ପଞ୍ଚାୟତ କାଶିବେଡା ଗ୍ରାମରୁ ଗୁୁରୁବାର ଅପରାହ୍ନରେ ୨ଟି ବିଷଧର ସାପକୁ ବନବିଭାଗ ତରଫରୁ...

ଖେଳାଳିଙ୍କ ବୁଟ୍‌ ବିଳମ୍ବରେ ପହଞ୍ଚିଲା

ଭୁବନେଶ୍ୱର, ୧୪ା୧୦:ଭାରତର ୧୭ ବର୍ଷରୁ କମ୍‌ ମହିଳା ବିଶ୍ୱକପ୍‌ ଦଳର ୪ଜଣ ସଦସ୍ୟାଙ୍କ ବୁଟ୍‌ ବିଳମ୍ବରେ ପହଞ୍ଚତ୍ଥିଲା। ଫଳରେ ସମ୍ପୃକ୍ତ ଖେଳାଳିମାନେ ଜୋତା ସହିତ ଅଭ୍ୟସ୍ତ...

Advertisement
Archives

Model This Week