Odisha Elections 2024

ଦୁଇଟି ଏମ୍‌ଫିଲ୍‌ କୋର୍ସର ବୈଧତା ବଢ଼ାଇଲା UGC, ଜାଣନ୍ତୁ କେଉଁ ପର୍ଯ୍ୟନ୍ତ କରିପାରିବେ ଆଡମିଶନ

ନୂଆଦିଲ୍ଲୀ,୩୧।୧: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦୁଇଟି ଏମ୍‌ଫିଲ୍‌ ପାଠ୍ୟକ୍ରମର ବୈଧତା ବୃଦ୍ଧି କରିଛି। ଏଥିରେ କ୍ଲିନିକାଲ ସାଇକୋଲୋଜି ଏବଂ ସାଇକ୍ରାଟ୍ରିକ ସୋସିଆଲ ଓ୍ବାର୍କରେ ଏମ୍‌ଫିଲ୍‌ ଅନ୍ତର୍ଭୁକ୍ତ।ଏହି ଦୁଇଟିର ବୈଧତା ୨୦୨୫-୨୦୨୬ ଶିକ୍ଷାବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ମଙ୍ଗଳବାର ଆୟୋଗ ପକ୍ଷରୁ ଏନେଇ ଘୋଷଣା କରାଯାଇଛି। ଏ ବାବଦରେ ଏହାର ଅଫିସିଆଲ ୱେବସାଇଟରେ ମଧ୍ୟ ଏକ ବିଜ୍ଞପ୍ତି ଜାରି କରିଛି।

ୟୁଜିସିର (ପିଏଚ୍‌ଡି ଡିଗ୍ରୀ ପ୍ରଦାନ ପାଇଁ ସର୍ବନିମ୍ନ ମାନକ ଏବଂ ପ୍ରକ୍ରିୟା) ନିୟମ ୨୦୨୨ ଅନୁଯାୟୀ, ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକ ଏମ୍‌ଫିଲ କାର୍ଯ୍ୟକ୍ରମ ପ୍ରଦାନ କରିପାରିବେ ନାହିଁ। ହେଲେ ଏବେ କେବଳ ଦୁଇଟି ବିଷୟରେ ଏମ୍‌ଫିଲ୍‌ ପାଇଁ ନିୟମକୁ କୋହଳ କରାଯାଇଛି।

ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ମାନସିକ ସ୍ବାସ୍ଥ୍ୟ ସେବା ଯୋଗାଇବାରେ କ୍ଲିନିକାଲ ସାଇକୋଲୋଜିଷ୍ଟ ତଥା ସାଇକ୍ରାଟିସ ସୋସିଆଲ ଓ୍ବାର୍କରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଦୃଷ୍ଟିରେ ରଖି କ୍ଲିନିକାଲ ସାଇକୋଲୋଜି ଏବଂ ସାଇକିଆଟ୍ରିକ ସୋସିଆଲ ଓ୍ବାର୍କରେ ଏମ୍‌ଫିଲର ବୈଧତାକୁ କେବଳ ୨୦୨୫-୨୦୨୬ ଶିକ୍ଷା ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଭବିଷ୍ୟବାଣୀ ପୂରଣ ନ ହେଲେ ମୁହଁରେ ଗୋବର ବୋଳିବାକୁ ପ୍ରସ୍ତୁତ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ୨୦୨୪ ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ ରଣନୀତିଜ୍ଞ ବା ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର...

ମୋଦି କେବେ ଓ କାହିଁକି ଚୁପ ହୋଇ ଯାଆନ୍ତି, ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୦।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଭାଜପାକୁ ସୁଯୋଗ ଦିଅନ୍ତୁ। ଏହି ସମୟ ମଧ୍ୟରେ ସେ ଲୋକମାନଙ୍କୁ...

ଯେ କୌଣସି ସ୍ତରକୁ ଯାଇ ପାରନ୍ତି ମୋଦି: ସଞ୍ଜୟ ସିଂଙ୍କ ଗମ୍ଭୀର ଅଭିଯୋଗ

ନୂଆଦିଲ୍ଲୀ,୨୦।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସଞ୍ଜୟ ସିଂ ଭାରତୀୟ ଜନତା ପାର୍ଟି ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ଅନେକ ଗମ୍ଭୀର...

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି,...

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି...

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri