ବିଶ୍ୱବିଦ୍ୟାଳୟ ମାନ୍ୟତାକୁ ନେଇ ୟୁଜିସି ଅଜ୍ଞ

କେନ୍ଦୁଝର,୧୬।୨(ସ୍ବ.ପ୍ର): କେନ୍ଦୁଝର ଡିଡ କଲେଜ (ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟ)କୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଘୋଷଣା ନେଇ ରାଜ୍ୟ ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଏନେଇ ଛାତ୍ରୀଛାତ୍ରଙ୍କୁ ଅନୁମୋଦନ ପତ୍ର ମୁଖ୍ୟମନ୍ତ୍ରୀ ପ୍ରଦାନ କରିଛନ୍ତି। ମାତ୍ର ବୁଧବାର ୟୁନିଭରସିଟି ଗ୍ରାଣ୍ଟ କମିଶନ ( ୟୁଜିସି ) ପକ୍ଷରୁ ଡିଡି କଲେଜର ସ୍ବୟଂ ଶାସିତ ମାନ୍ୟତାର ସମୟ ସୀମାକୁ ୨୦୨୨-୨୩ରୁ ୨୦୨୭-୨୮ ପର୍ଯ୍ୟନ୍ତ ବୃଦ୍ଧି ଘୋଷଣା କରିବା ଚର୍ଚ୍ଚାର ବିଷୟ ହୋଇଛି। ୟୁଜିସି କମିଶନର ପୂର୍ବ ଅଧୀନରେ ଥିବା ବାରିପଦାସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାରଙ୍କୁ ଏଭଳି ଚିଠିି କରାଯାଇଛି। ମହାବିଦ୍ୟାଳୟକୁ ଧରଣୀଧର ବିଶ୍ୱବିଦ୍ୟାଳୟ ନାମରେ ନାମିତ କରିବା ଲାଗି ରାଜ୍ୟ ସରକାର ଘୋଷଣା କରିଥିଲେ ହେଁ ଏ ସଂକ୍ରାନ୍ତରେ ବୋଧହୁଏ ୟୁଜିସିକୁ ଅବଗତ କରାଯାଇ ନାହିଁ ବୋଲି ଶିକ୍ଷାବିତ୍‌ମାନେ ମତବ୍ୟକ୍ତ କରିଛନ୍ତି। ଷ୍ଟାଡିଂ କମିଟି ନିଷ୍ପତ୍ତି କ୍ରମେ ସ୍ବୟଂ ଶାସିତ ମାନ୍ୟତାକୁ ବୃଦ୍ଧି କରାଯାଇଛି ବୋଲି ଚିଠିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲାସୁତୁରାରେ ଖଣି ଚୋରି

ଯାଜପୁର ଅଫିସ,୧୩ା୧୨: ରାଜ୍ୟରେ ୨୦୧୯-୨୦ରୁ ଅଦ୍ୟାବଧି ଖଣି ଲିଜ୍‌ଧାରୀମାନେ ନିୟମ ଉଲ୍ଲଂଘନ କରି ୮୨୦୧ କୋଟି ଟଙ୍କାର ଲୁହାପଥର ଓ ମାଙ୍ଗାନିଜ ଉତ୍ତୋଳନରେ ଚୋରି, ଅନିୟମିତତା...

ନନ୍ଦନକାନରେ ପ୍ରେମା ହାତୀ ଅସୁସ୍ଥ

ବାରଙ୍ଗ,୧୮।୮(ଡି.ଏନ୍‌.ଏ.): ନନ୍ଦନକାନନରେ ଥିବା ପ୍ରେମା ହାତୀର ନଖରେ ଆଘାତ ଲାଗି ହାତୀଟି ଅସୁସ୍ଥ ହୋଇପଡ଼ିଛି। ଏହା ସହିତ ହାତୀରର ବୟସ ମଧ୍ୟ ହୋଇଥିବାରୁ ଅସୁସ୍ଥ ରହୁଛି।...

ମାଲଗାଡ଼ିରେ ବେଆଇନ ଭାବେ ଲୋଡିଂ

ଭବାନୀପାଟଣା,୧୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ ରୋଡ ରେଳ ଷ୍ଟେଶନରେ ମାଲଗାଡିରେ ଲୋଡିଂ ଶେଷ ସମୟ ପରେ ବି ଜଣେ ଠିକାଦାର ଓ ରେଳ କର୍ମଚାରୀ ସଲାସୁତୁରା...

ଦୁଇ ଶିଶୁଙ୍କ ଉପରେ ମାଡ଼ିଗଲା ଟ୍ରାକ୍ଟର: ଜଣେ ମୃତ, ଜଣେ ଗୁରୁତର

ବାସୁଦେବପୁର/ପଦ୍ମପୁର,୧୬।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୋମବାର କରଞ୍ଜ ଆଡ଼ିିଆ ଗ୍ରାମରେ ଏକ ଟ୍ରାକ୍ଟର ଦୁଇ ଶିଶୁଙ୍କ ଉପରେ ମାଡ଼ିଯିବାରୁ ଜଣେ ଶିଶୁଙ୍କ ମୃତ୍ୟୁ...

୧୭ତମ ସର୍ବଭାରତୀୟ ବହୁଭାଷୀ ନାଟକ ପ୍ରତିଯୋଗିତାର ଦ୍ୱିତୀୟ ସନ୍ଧ୍ୟା: ସମ୍ବଲପୁରୀ ନାଟକ‘ନାଇଟ୍‌ ହସ୍‌ପିଟାଲ୍‌ ଓ ‘ବାଗଡି’ମଞ୍ଚସ୍ଥ

ଦେବଗଡ଼,୧୨ା୧(ଡି.ଏନ.ଏ)-ଦେବଗଡ଼ର ଅଗ୍ରଣୀ ନାଟ୍ୟାନୁଷ୍ଠାନ ଜାଗରଣ ଆର୍ଟ ଇଣ୍ଟର୍‌ନ୍ୟାସନାଲ୍‌ ପକ୍ଷରୁ ସ୍ଥାନୀୟ ଟାଉନହଲ୍‌ ଠାରେ ଆରମ୍ଭ ହୋଇଥିବା ୧୭ତମ ସର୍ବ ଭାରତୀୟ ବହୁଭାଷୀ କ୍ଷୁଦ୍ର ନାଟକ ଓ...

ପୌରପାଳିକା ମୁଣ୍ଡରେ ଅଳିଆ ବୋଝ

ଅନୁଗୋଳ ଅଫିସ୍‌, ୨୧ା୭ ଅନୁଗୋଳ ପୌରପାଳିକା ମୁଣ୍ଡରୁ ହଟୁନି ସହରର ଅଳିଆ ଚିନ୍ତା। କେତେବେଳେ ଆବର୍ଜନା ପକାଇବାକୁ ନେଇ କେଉଁଠୁ ବିରୋଧର ସମ୍ମୁଖୀନ ହେବାକୁ ପଡ଼ୁଛି...

ପୋଲିସ ଡିଜିଙ୍କ ଖବରଦାତା ସମ୍ମିଳନୀକୁ ବର୍ଜନ

ବଲାଙ୍ଗୀର ଅଫିସ,୭।୮: ବଲାଙ୍ଗୀର ଜିଲା ଗସ୍ତରେ ଶନିବାର ପୋଲିସ ଡିଜି ଅଭୟ ଆସିଛନ୍ତି। ଏ ନେଇ ପୂର୍ବାହ୍ନ ୧୧ଟା ୧୫ରେ ମନୋହରପୁର ରିଜର୍ଭ ପୋଲିସ କାର୍ଯ୍ୟାଳୟରେ...

ମାଲକାନଗିରି ଜିଲାପାଳଙ୍କ ବ୍ୟକ୍ତିଗତ ସଚିବଙ୍କ ମୃତଦେହ ଉଦ୍ଧାର

ମାଲକାନଗିରି,୨୮।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲାପାଳଙ୍କ ବ୍ୟକ୍ତିଗତ ସଚିବ ଦେବନାରାୟଣ ପଣ୍ଡାଙ୍କ ମୃତଦେହ ଶନିବାର ସତୀଗୁଡ଼ା ଜଳଭଣ୍ଡାର ନିକଟରୁ ଉଦ୍ଧାର କରାଯାଇଛି। ଦେବନାରାୟଣ ଶୁକ୍ରବାର କାର୍ଯ୍ୟାଳୟକୁ ଯାଇ ଫେରି...

Advertisement
Archives

Model This Week