UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ ସୋସିଓଲୋଜି ଏହି ୩ଟି ବିଷୟର ପରୀକ୍ଷା ପୁଣି ଥରେ କରାଇପାରେ । ଏହି ୩ଟି ପେପରକୁ ନେଇ ଅଭିଯୋଗ ଆସିବା ପରେ NTA ପକ୍ଷରୁ ଏକ କମିଟି ଗଠନ କରାଯାଇଥିଲା।

ଇଂରାଜୀ ପେପରରେ ୨୦୨୪ର ଅନେକ ପ୍ରଶ୍ନ ପୁଣିଥରେ ଆସିଥିବା ଅଭିଯୋଗ ହୋଇଛି । ସେହିପରି ସୋସିଓଲୋଜି ପେପରରେ ଶବ୍ଦ ଲେଖା, ଭାଷା ଓ ପ୍ରିଣ୍ଟିଂ ସମ୍ପର୍କିତ ଅନେକ ତ୍ରୁଟି ଥିବା ନେଇ ଅଭିଯୋଗ ଆସିଛି । ବର୍ତ୍ତମାନ ସୁଦ୍ଧା ଏହି ୩ଟି ବିଷୟର ପ୍ରୋଭିଜନାଲ ଆନ୍ସର କି ଜାରି ହୋଇନାହିଁ । ଅନ୍ୟ ବିଷୟଗୁଡ଼ିକର ଆନ୍ସର କି ଜାରି ହୋଇସାରିଛି । ସୂଚନା ଅନୁସାରେ, ଏହି ପେପରଗୁଡ଼ିକରେ ତ୍ରୁଟି ଥିବାରୁ ପୁଣି ପରୀକ୍ଷା କରାଇବା ନେଇ ବିଚାର ଚାଲିଛି। UGC-NET ଜୁନ୍ ୨୦୨୬ ପରୀକ୍ଷା ଜୁନ୍ ୨୨ରୁ ୩୦ ତାରିଖ ମଧ୍ୟରେ ହୋଇଥିଲା। କମର୍ସ ପରୀକ୍ଷା ଜୁନ୍ ୨୪, ଇଂରାଜୀ ଜୁନ୍ ୨୫ ଏବଂ ସୋସିଓଲୋଜି ପରୀକ୍ଷା ଜୁନ୍ ୩୦ରେ ହୋଇଥିଲା।

ଏହା ପୂର୍ବରୁ NTA ରବିବାର ୮୪ଟି ବିଷୟର ପ୍ରୋଭିଜନାଲ ଆନ୍ସର କି ଜାରି କରିଛି । ଜୁନ୍ ସେସନରେ ପରୀକ୍ଷା ଦେଇଥିବା ପ୍ରାର୍ଥୀମାନେ UGC-NETର ଅଧିକାରିକ ୱେବସାଇଟ୍‌ରେ ଆନ୍ସର କି ସହ ନିଜର ରେକର୍ଡ ହୋଇଥିବା ଉତ୍ତର ଦେଖିପାରିବେ। ଆନ୍ସର କିକୁ ନେଇ ଆପତ୍ତି ଦାଖଲ କରିବାର ସୁବିଧା ମଧ୍ୟ ଦିଆଯାଇଛି। ଅଗଷ୍ଟ ୧୮ରାତି ୧୧:୫୯ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ଆନ୍ସର କିକୁ ଚ୍ୟାଲେଞ୍ଜ କରିପାରିବେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?