ୟୁଜିସି ନେଟ୍‌ ୨୦୨୩ ପରୀକ୍ଷା  ଲାଗି ବଢ଼ିଲା ଆବେଦନର ଅନ୍ତିମ ତାରିଖ, ଆଶାୟୀ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ, ୨୭।୧୦: ୟୁଜିସି ନେଟ୍‌ ପରୀକ୍ଷା ନେଇ ପ୍ରସ୍ତୁତି କରୁଥିବା ଆଶାୟୀଙ୍କ ଲାଗି ବଡ଼ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ଏନ୍‌ଟିଏ ୟୁଜିସି ନେଟ୍‌ ଡିସେମ୍ବର ପରୀକ୍ଷା ଲାଗି ଆବେଦନର ଅନ୍ତିମ ତାରିଖକୁ ବଢ଼ାଇ ଦେଇଛି। ଏଣୁ ଯେଉଁମାନେ ଏଯାବତ ଆବେଦନ କରିନାହାନ୍ତି ସେମାନେ ଆଧିକାରୀକ ଓ୍ବେବ୍‌ସାଇଟ୍‌ ugcnet.nta.nic.in ଯାଇ ତୁରନ୍ତ ତାହା କରିନିଅନ୍ତୁ।
ଏନ୍‌ଟିଏ ପକ୍ଷରୁ ଜାରି ନୋଟିସ ଅନୁଯାୟୀ, ୟୁଜିସି ନେଟ ପରୀକ୍ଷା ଲାଗି ଆଶାୟୀ ଅକ୍ଟୋବର ୩୧ ୨୦୨୩ ଯାଏ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଏହାଛଡ଼ା ନଭେମ୍ବର ୧ରୁ ନଭେମ୍ବର ୩ ଯାଏ ଆପ୍ଲିକେସନରେ ପରିବର୍ତ୍ତନ କରିପାରିବେ। ପୂର୍ବରୁ ଏହି ତାରିଖ ଅକ୍ଟୋବର ୨୮ ଯାଏ ଥିଲା।
ୟୁଜିସି ନେଟ୍‌ ପରୀକ୍ଷାର ଆୟୋଜନ ଡିସେମ୍ବର ୬ରୁ ଡିସେମ୍ବର ୨୨ ଯାଏ ଅନଲାଇନ୍‌ ମୋଡରେ କରାଯିବ। ପରୀକ୍ଷା ସକାଳ ୯ରୁ ୧୨ଟା ଯାଏ ଏବଂ ଅପରାହ୍ନ ୩ରୁ ୫ଟା ଯାଏ ହେବ। ୟୁଜିସି ନେଟ୍‌ ପେପର୍‌-୧ରେ ମୋଟ ୧୦୦ ଅଙ୍କର ୫୦ ପ୍ରଶ୍ନ ପଚରା ଯାଇଥାଏ। ସେହିଭଳି ଦ୍ୱିତୀୟ ପେପରରେ ସମ୍ବନ୍ଧୀତ ବିଷୟରେ ୨୦୦ ଅଙ୍କର ୧୦୦ ଅବ୍‌ଜେକ୍ଟିଭ୍‌ ଟାଇପ୍‌ ପ୍ରଶ୍ନ ପଚରାଯାଇଥାଏ। ଉଭୟ ପେପର ଲାଗି ୩ ଘଣ୍ଟା ସମୟ ମିଳିବ।
କିଭଳି ଆବେଦନ କରିବେ?
-ୟୁଜିସି ନେଟର ଆଧିକାରିକ ଓ୍ବେବ୍‌ସାଇଟ୍‌ ugcnet.nta.nic.inକୁ ଯାଆନ୍ତୁ।
-ପରେ ୟୁଜିସି ନେଟ ଡିସେମ୍ବର ୨୦୨୩ ଆବେଦନ ଫର୍ମ ଲିଙ୍କରେ କ୍ଲିକ୍‌ କରନ୍ତୁ
-ଏହାପରେ ଆବଶ୍ୟକ ଅନୁଯାୟୀ ସମସ୍ତ ଡାଟା ଦିଅନ୍ତୁ।
-ପରେ ଫଟୋ ଏବଂ ହସ୍ତାକ୍ଷର ଅପ୍‌ଲୋଡ କରି ଆବଶ୍ୟକ ଟଙ୍କା ପୈଠ କରନ୍ତୁ।

Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri