Posted inଜାତୀୟ

ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ, ଏବେ ଏହି ଦିନ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୯।୪: ଚଳିତ ବର୍ଷ ହେବାକୁ ଥିବା ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି । ଏହି ପରୀକ୍ଷା ବର୍ତ୍ତମାନ ଜୁନ ୧୮ରେ ହେବ। ଏନେଇ ୟୁଜିସି ଚେୟାରମ୍ୟାନ ଏମ ଜଗଦୀଶ କୁମାର ଏକ୍ସରେ ସୂଚନା ଦେଇଛନ୍ତି।

ଜୁନ୍‌ ୧୬ରେ ୟୁପିଏସସି-ପ୍ରିଲିମ୍ସ ପରୀକ୍ଷା ହେବାକୁ ଥିବାରୁ ଛାତ୍ରୀଛାତ୍ରମାନଙ୍କ ଅନୁରୋଧକ୍ରମେ ୟୁଜିସି ନେଟ୍‌ ପରୀକ୍ଷା ତାରିଖରେ ପରିବର୍ତ୍ତନ କରାଯାଇଛି । ଜୁନିୟର ରିସର୍ଚ୍ଚ ଫେଲୋସିପ ଏବଂ ଦେଶର ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ସହକାରୀ ପ୍ରଫେସର ପଦରେ ନିଯୁକ୍ତି ପାଇଁ ୟୁଜିସି ନେଟ୍‌ ପରୀକ୍ଷା କରାଯାଏ। ଏହା ବ୍ୟତୀତ ପ୍ରାର୍ଥୀମାନେ ମଧ୍ୟ ଏହି ପରୀକ୍ଷା ମାଧ୍ୟମରେ ପିଏଚଡିରେ ଆଡମିଶନ ପାଇପାରିବେ।

ସୂଚନାଯୋଗ୍ୟ, ୟୁଜିସି ନେଟ୍‌ ପରୀକ୍ଷା ଜୁନ୍‌ ୧୬ରେ ହେବାର ଥିଲା। କିନ୍ତୁ ଏହା ବର୍ତ୍ତମାନ ୧୮ଜୁନ ୨୦୨୪ରେ ଅନୁଷ୍ଠିତ ହେବ । ୟୁଜିସି ନିଟ୍‌ ପରୀକ୍ଷା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ପରୀକ୍ଷା ପାଇଁ ଆବେଦନ କରିବାକୁ ଇଚ୍ଛୁକ ପ୍ରାର୍ଥୀମାନେ ଅଫିସିଆଲ ସାଇଟ ପରିଦର୍ଶନ କରି ଆବେଦନ କରିପାରିବେ। ଏଥିପାଇଁ ସେମାନଙ୍କୁ ଅଫିସିଆଲ ସାଇଟ ugcnet.nta.ac.in କୁ ଯିବାକୁ ପଡିବ। ପରୀକ୍ଷା ପାଇଁ ଆବେଦନ କରିବାର ଶେଷ ତାରିଖ ୧୦ ମେ’ ୨୦୨୪ ପର୍ଯ୍ୟନ୍ତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri