ସ୍ଥଗିତ ହେଲା ୟୁଜିସି-ଏନ୍‌ଇଟି ପରୀକ୍ଷା

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ)- ୟୁନିଭରସିଟି ଗ୍ରାଣ୍ଟ କମିସନ ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ ବା ୟୁଜିସି ଏନ୍‌ଇଟି ପରୀକ୍ଷାକୁ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ସ୍ଥଗିତ କରିଛି। ତେବେ ଆସନ୍ତା ୨୦ତାରିଖରୁ ଆରମ୍ଭ ହୋଇପାରେ ବୋଲି କୁହାଯାଉଛି। ଏନ୍‌ଟିଏ ଦ୍ୱାରା ପରିଚାଳିତ ଏହି ପରୀକ୍ଷା ଆସନ୍ତା ୧୭ ରୁ ୨୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାର ଥିଲା। କିନ୍ତୁ ଏହି ସମୟରେ ଅନ୍ୟାନ୍ୟ ପରୀକ୍ଷା ଥିବାରୁ ୟୁଜିସି ଏନ୍‌ଇଟି ପରୀକ୍ଷାକୁ ଘୁଞ୍ଚାଇବା ପାଇଁ ଅନେକ ଛାତ୍ରୀଛାତ୍ର ଅନୁରୋଧ କରିଥବଲେ। ଏହାକୁ ଦୃଷ୍ଟିରେ ରଖି ଏନ୍‌ଟିଏ ୟୁଜିସି ଏନ୍‌ଇଟି ପରୀକ୍ଷାକୁ ସ୍ଥଗିତ କରିବା ପାଇଁ ନିଷ୍ପତ୍ତି ନେଇଛି। ଆସନ୍ତା ଦିନେ କି ଦୁଇଦିନ ମଧ୍ୟରେ ପରୀକ୍ଷା ତାରିଖ ଘୋଷଣା କରାଯିବ। ପରିବର୍ତ୍ତିତ ପରୀକ୍ଷା ତାରିଖ ugcnet.nta.nic.in ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ହେବ ବୋଲି ଏନ୍‌ଟିଏ ପକ୍ଷରୁ କୁହାଯାଇଛି। ତେବେ ଅଧିକ ତଥ୍ୟ ଜାଣିବା ପାଇଁ ଛାତ୍ରୀଛାତ୍ରମାନେ ପର୍ଯାୟକ୍ରମେ ଏନ୍‌ଟିର ଓ୍ବେବ୍‌ସାଇଟ www.nta.ac.in, https.//ugcnet.nta.nic.inକୁ ଦେଖିବା ପାଇଁ ଏନ୍‌ଟିଏ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଢେଇଗୁଡି ଯୋଗାଶ୍ରମ ଭାଙ୍ଗିଲା ଦନ୍ତା

ସୋନପୁର,୩୧।୧୨(ନି.ପ୍ର.) ସୁବର୍ଣ୍ଣପୁର ବନଖଣ୍ଡର ଉଲୁଣ୍ଡା ବନାଞ୍ଚଳରେ ହାତୀ ଉପଦ୍ରବ ବୃଦ୍ଧି ପାଇଛି। ହାତୀପଲ ଦୀର୍ଘଦିନ ଧରି ସ୍ଥାନୀୟ ଅଞ୍ଚଳରେ ବ୍ୟାପକ କ୍ଷତି ଘଟାଉଛନ୍ତି। ଗୋଟିଏ ପଲରେ...

ନିର୍ବାଚନ ପାଇଁ ରିକ୍ୟୁଜିଶନ ହେଲା ଦୁଇ ଚକିଆ ଯାନ: ଥାନାକୁ ବାଇକ୍‌ ଟାଣି ଆଣିଲା ପୋଲିସ

ଅନୁଗୋଳ ଅଫିସ, ୨୦।୪- ନିର୍ବାଚନ ପାଇଁ ଦୁଇ ଚକିଆ ଯାନ ରିକ୍ୟୁଜିଶନ ଯୋଗୁ ଅନୁଗୋଳ ପୋଲିସ ଲୋକଙ୍କଠାରୁ ବାଇକ୍‌ ସଂଗ୍ରହ କରିଛି। ତେବେ ପୋଲିସ ବିନା...

କରୋନାରେ ପ୍ରାଣ ହରାଇଥିଲେ ୨ ସାମ୍ବାଦିକ: ପରିବାରକୁ ୧୫ ଲକ୍ଷ ଟଙ୍କା ଲେଖାଏ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭(ବ୍ୟୁରୋ): କରୋନାରେ ମୃତ ଦୁଇ ସାମ୍ବାଦିକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ରାଶି ଘୋଷଣା କରିଛନ୍ତି। ଉଭୟ ସାମ୍ବାଦିକଙ୍କ ପରିବାର ପିଛା ୧୫ ଲକ୍ଷ...

ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ: ପାସ୍‌ ହାର ୭୨.୩୩%

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ପ୍ରକାଶ ପାଇଛି ବିଜ୍ଞାନ ପରୀକ୍ଷା ଫଳ। ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନର ଗୀତଗୋବିନ୍ଦ ଅଡିଟୋରିୟମ୍‌ରେ ପରୀକ୍ଷା ଫଳ ପ୍ରକାଶ ପାଇଛି।...

ଗଞ୍ଜାମ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଅନ୍ତେବାସୀଙ୍କ ଦୀପ ଜାଳି ପ୍ରାର୍ଥନା, ସରପଞ୍ଚ ସଫାକଲେ ପାଇଖାନା

ଛତ୍ରପୁର, ୧୬।୫(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲାର କ୍ୱାରାଣ୍ଟାଇନ ସେଣ୍ଟର ମାନଙ୍କରେ ଯୋଗ, ବ୍ୟାୟାମଠାରୁ ଆରମ୍ଭ କରି ନୈତିକ ଶିକ୍ଷା, ସ୍ବାସ୍ଥ୍ୟକର୍ମୀ ତାଲିମ ଦିଆଯାଉଛି। ସେଣ୍ଟରରେ ଥିବା ଅନ୍ତେବାସୀମାନେ...

୨୫ ହଜାର ବର୍ଗଫୁଟରୁ କମ୍‌ ଶପିଂ ମଲ୍‌ ଖୋଲିବ

ଭୁବନେଶ୍ୱର, ୭।୭(ବ୍ୟୁରୋ):ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ଅନେକ କଟକଣାକୁ କୋହଳ କରାଯାଇଛି। ଏହି ପରିପ୍ରେକ୍ଷୀରେ ୫%ରୁ ଅଧିକ ସଂକ୍ରମଣ ଥିବା ୧୦ଟି ଜିଲାରେ...

ପର୍ଯ୍ୟଟନର ବିକାଶ ପାଇଁ ରାଜ୍ୟଗୁଡ଼ିକର ସହଯୋଗ ଜରୁରୀ : କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୨୬।୩(ବ୍ୟୁରୋ): ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ କେନ୍ଦ୍ର ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି। ଏହି କ୍ଷେତ୍ର ସହ ଯୋଗାଯୋଗ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରାଯାଉଛି। ସବକା...

ମଧ୍ୟାହ୍ନ ଭୋଜନ ଚାଉଳ ଖାଇଗଲେ ପ୍ରଧାନ ଶିକ୍ଷୟିତ୍ରୀ

ଗୋପାଳପୁର,୭।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅଧୀନ ଦାସପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଧ୍ୟାହ୍ନ ଭୋଜନ ଚାଉଳ ହେର୍‌ଫେର୍‌ ଅଭିଯୋଗରେ ଶନିବାର ପ୍ରଧାନ ଶିକ୍ଷୟିତ୍ରୀ ନମିତା...

Advertisement
Archives

Model This Week