୫ ହଜାର ଟଙ୍କାରେ ମିଳୁଥିଲା ୟୁଜିସି ନେଟ୍‌ ପ୍ରଶ୍ନପତ୍ର

ନୂଆଦିଲ୍ଲୀ,୨୧।୦୬: ନିଟ୍‌ ପ୍ରଶ୍ନପତ୍ର ଲିକ୍‌କୁ ନେଇ ଦେଶରେ ଚର୍ଚ୍ଚା ଜୋର ଧରିଥିବା ବେଳେ ୟୁଜିସି ନେଟ୍‌ ପ୍ରଶ୍ନ ପତ୍ର ଲିକ୍‌ ହୋଇଛି । ଯାହାକୁ ନେଇ ପରୀକ୍ଷା ଆୟୋଜନ କରୁଥିବା ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସିର ସ଼୍ବଚ୍ଛତାକୁ ନେଇ ପ୍ରଶ୍ନ ଉଠିଛି । ଶିକ୍ଷା ମନ୍ତ୍ରାଳୟ ପ୍ରଶ୍ନପତ୍ର ଲିକ୍‌ର ଯାଞ୍ଚ କରିବା ପାଇଁ ସିବିଆଇକୁ ନିର୍ଦ୍ଦେଶ ଦେଇଛି । ଏଥି ସହିତ ଏ ସମ୍ନନ୍ଧରେ ସମୀକ୍ଷା କରିବା ପାଇଁ ଏକ କମିଟି ମଧ୍ୟ ଗଠନ କରିଛି ଏନ୍‌ଟିଏ ।

ମିଳିଥିବା ସୂଚନା ଅନୁସାରେ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଟେଲେଗ୍ରାମରେ ଏହି ପେପର୍‌ ଲିକ୍‌ ହୋଇଥିଲା । ପରୀକ୍ଷାର ଗୋଟିଏ ଦିନ ପୂର୍ବରୁ ପ୍ରଶ୍ନ ପତ୍ର ବଦଳରେ ଟଙ୍କା ଦାବି କରାଯାଇଥିବା ଜଣାପଡ଼ିଛି । ଜଣେ ଆଶାୟୀ ପିଛା ୫ ହଜାର ଟଙ୍କା ଦାବି ହେଉଥିଲା ।

ଏକ ନିର୍ଦ୍ଦିଷ୍ଟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଟେଲିଗ୍ରାମରେ ପ୍ରଶ୍ନପତ୍ରର ସ୍କ୍ରିନ୍‌ ସଟ୍‌ ଏବଂ ଲିଙ୍କ୍‌ ପେଷ୍ଟ କରାଯାଇଥିଲା । ପରେ ଯେତେବେଳେ ଶିକ୍ଷା ମନ୍ତ୍ରାଳୟ ପ୍ରଶ୍ନପତ୍ର ସହ ମେଳ କରାଇଥିଲା ସେତେବେଳେ ତାହା ସମାନ ଥିବା ଜଣାପଡ଼ିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri