ଶିକ୍ଷା ବିଭାଗ-ଓପିଏସ୍‌ସିକୁ ୟୁଜିସିର ତାଗିଦ୍‌

ଭୁବନେଶ୍ୱର,୨୬।୫(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ୨୦୨୦ର ଉଲ୍ଲଂଘନକୁ ନେଇ ୟୁଜିସି ରାଜ୍ୟ ଶିକ୍ଷା ବିଭାଗ ଓ ଓପିଏସ୍‌ସିକୁ ତାଗିଦ୍‌ କରିଛି। ସୁପ୍ରିମକୋର୍ଟରେ ମାମଲା ବିଚାରାଧୀନ ଥିବା ବେଳେ ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତିକୁ ନେଇ ୟୁଜିସି ପକ୍ଷରୁ ଶିକ୍ଷାବିଭାଗ ଓ ଓପିଏସ୍‌ସିକୁ ଚିଠି ଲେଖାଯାଇଛି।

ସୁପ୍ରିମକୋର୍ଟରେ ଏହି ସଂଶୋଧନ ଆଇନ ବିଚାରାଧୀନ ରହିଛି। ତେଣୁ ଓପିଏସ୍‌ସି ଦ୍ୱାରା ଶିକ୍ଷକ ନିଯୁକ୍ତି ଓ ଏସ୍‌ଏସ୍‌ବି ଦ୍ୱାରା ଅଣଶିକ୍ଷକ ନିଯୁକ୍ତି ବିଜ୍ଞପ୍ତି ସୁପ୍ରିମକୋର୍ଟର ନିର୍ଦ୍ଦେଶର ଉଲ୍ଲଘନ କରୁଛି। ରାଜ୍ୟ ସରକାର ଓ ଓଡ଼ିଶା ଲୋକସେବା ଆୟୋଗ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିବା ସହ ନିଯୁକ୍ତି ପ୍ରକ୍ରିୟାରୁ ଦୂରେଇ ରହିବାକୁ ଚିଠିରେ ଉଲ୍ଲେଖ ରହିଛି। ଏଥିରେ ଅବମାନନା କଲେ ଆବଶ୍ୟକ ହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ୟୁଜିସି ଚିଠିରେ ଉଲ୍ଲେଖ କରିଛି।

ପ୍ରକାଶ ଯେ, ମେ’ ୨୩ରେ ଓପିଏସ୍‌ସି ସମାଜ ବିଜ୍ଞାନର ଆସିଷ୍ଟାଣ୍ଟ ପ୍ରଫେସର ନିଯୁକ୍ତିର ଫଳାଫଳ ଓ ମେ’ ୨୪ରେ ବାଣିଜ୍ୟର ଆସିଷ୍ଟାଣ୍ଟ ପ୍ରଫେସର ଡକୁମେଣ୍ଟ ଭେରିଫିକେସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?