UIDAIର ବଡ଼ ନିଷ୍ପତ୍ତି: ଏମାନଙ୍କର ବନ୍ଦ କରାଯିବ ଆଧାରକାର୍ଡ

ନୂଆଦିଲ୍ଲୀ,୧୭।୭: ଭାରତୀୟ ସ୍ବତନ୍ତ୍ର ପରିଚୟ ପ୍ରାଧିକରଣ (UIDAI) ଏପର୍ଯ୍ୟନ୍ତ ୧.୧୭କୋଟିରୁ ଅଧିକ ୧୨-ଅଙ୍କ ବିଶିଷ୍ଟ ଆଧାର ନମ୍ବରକୁ ନିଷ୍କ୍ରିୟ କରିସାରିଛି। ଏହି ପଦକ୍ଷେପ ଏଥିପାଇଁ ନିଆଯାଇଛି ଯାହା ଦ୍ୱାରା ମୃତ୍ୟୁବରଣ କରିଥିବା ଲୋକଙ୍କ ଆଧାର ନମ୍ବରର ଅପବ୍ୟବହାର ହୋଇପାରିବ ନାହିଁ।

ଏହି ପଦକ୍ଷେପ ଅନ୍ତର୍ଗତ, UIDAI ୨୪ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ପଞ୍ଜିକୃତ ମୃତ୍ୟୁ ପାଇଁ myAadhaar ପୋର୍ଟାଲରେ ଏକ ନୂତନ ସେବା – ପରିବାର ସଦସ୍ୟଙ୍କ ମୃତ୍ୟୁ ରିପୋର୍ଟିଂ – ଆରମ୍ଭ କରିଛି। ଯାହା ଦ୍ୱାରା ପରିବାରର କୌଣସି ସଦସ୍ୟଙ୍କ ମୃତ୍ୟୁ ହେଲେ, ବ୍ୟକ୍ତି ପୋର୍ଟାଲକୁ ଆସି UIDAIକୁ ଏହା ବିଷୟରେ ଜଣାଇପାରିବେ। ବୁଧବାର ଜାରି ଏକ ସରକାରୀ ବିବୃତ୍ତିରେ କୁହାଯାଇଛି ଯେ, ଆଧାର ଡାଟାବେସର ନିରନ୍ତର ସଠିକତା ବଜାୟ ରଖିବା ପାଇଁ, UIDAI ବିଭିନ୍ନ ଉତ୍ସରୁ ମୃତ୍ୟୁ ରେକର୍ଡ ପାଇବା ଏବଂ ଉପଯୁକ୍ତ ଯାଞ୍ଚ ପରେ ଆଧାର ନମ୍ବରକୁ ନିଷ୍କ୍ରିୟ କରିବା ପାଇଁ ସକ୍ରିୟ ଭାବରେ ଏହି ପଦକ୍ଷେପଗୁଡ଼ିକୁ ଗ୍ରହଣ କରୁଛି।

UIDAI କହିଛି , ଏହା ଆଧାର ନମ୍ବର ସହିତ ଜଡିତ ମୃତ୍ୟୁ ରେକର୍ଡଗୁଡ଼ିକୁ ଶେୟାର କରିବାକୁ ଭାରତର ରେଜିଷ୍ଟ୍ରାର ଜେନେରାଲ (RGI)ଙ୍କୁ ଅନୁରୋଧ କରିଛି ଏବଂ ସିଭିଲ ପଞ୍ଜିକରଣ ପ୍ରଣାଳୀ (CRS) ବ୍ୟବହାର କରି ୨୪ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରୁ ପ୍ରାୟ ୧.୫୫ କୋଟି ମୃତ୍ୟୁ ରେକର୍ଡ ପାଇଛି। ସଠିକ ଯାଞ୍ଚ ପରେ, ପ୍ରାୟ ୧.୧୭ କୋଟି ଆଧାର ନମ୍ବରକୁ ନିଷ୍କ୍ରିୟ କରାଯାଇଛି। ପ୍ରାୟ ୬.୭ ଲକ୍ଷ ମୃତ୍ୟୁ ରେକର୍ଡ ଆଧାରରେ ନମ୍ବରକୁ ନିଷ୍କ୍ରିୟ କରିବାର କାମ ଏବେ ବି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଗ୍ୟାସ୍‌ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ଏଭଳି କାମ କଲେ ବନ୍ଦ ହେବ LPG ସପ୍ଲାଇ

ନୂଆଦିଲ୍ଲୀ,୨୫।୩:  କେନ୍ଦ୍ର ସରକାରଙ୍କ ନୂତନ ନିର୍ଦ୍ଦେଶନାମା ଅନୁଯାୟୀ, ଯେଉଁ ଅଞ୍ଚଳରେ ପାଇପ୍ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ ଉପଲବ୍ଧ, ସେଠାରେ ଗ୍ରାହକମାନେ PNG ବ୍ୟବହାର ନ…

ଏମଏସ ଧୋନିଙ୍କ ମେରିଲର ଭାପି କ୍ୟାମ୍ପସକୁ ପ୍ରଥମ ଗସ୍ତ, ଏକ ଉତ୍ସର୍ଗୀକୃତ ବରିଷ୍ଠ ନାଗରିକ ସ୍ୱାସ୍ଥ୍ୟ ପଦକ୍ଷେପ ସହିତ 'ଟ୍ରିଟମେଣ୍ଟ ଜରୁରୀ ହୈ' ଆନ୍ଦୋଳନକୁ ସୁଦୃଢ଼ କରେ।

“ପିଲାଦିନ ଅବସର ନ ନେବା ଉଚିତ୍”: ଆନନ୍ଦ, ଗାରିମା ଏବଂ ପ୍ରତିଷେଧକ ଯତ୍ନ ସହିତ ବାର୍ଦ୍ଧକ୍ୟକୁ ପୁନଃସଂଜ୍ଞାୟିତ କରିବା ପାଇଁ ଏକ ଜାତୀୟ ଆହ୍ୱାନ

ଭାପି, ୨୫।୩ : ମେରିଲର ଭାପିସ୍ଥିତ ବିଶ୍ୱ ମୁଖ୍ୟାଳୟକୁ ଭାରତର ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂଧୋନିଙ୍କର ପ୍ରଥମ ଗସ୍ତ ଅବସରରେ ଧୋନି “ପିଲାଦିନ ଅବସର ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri