Posted inଜାତୀୟ

ମଧ୍ୟପ୍ରଦେଶ : ବିଷାକ୍ତ ମଦ ପିଇ ଚାଲିଗଲା ୧୧ ଜଣଙ୍କ ଜୀବନ

ଭୋପାଳ, ୧୫।୧୦-ବିଷାକ୍ତ ମଦ ପିଇ ୧୧ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏପରି ଘଟଣା ମଧ୍ୟପ୍ରଦେଶର ଉଜ୍ଜୟୀନ ସହରରେ ଦେଖିବାକୁ ମିଳିଛି। ବୁଧବାର ରାତିରେ ୭ ଜଣ ପ୍ରାଣ ହରାଇଥିବାବେଳେ ଗୁରୁବାର ସକାଳେ ୪ ଜଣଙ୍କ ମୃତଦେହ ମିଳିଥିବା ଉଜ୍ଜୟୀନ ସହରର ପୋଲିସ ଅଧୀକ୍ଷକ (ସିଏସପି) ରଜନୀଶ କାଶ୍ୟପ କହିଛନ୍ତି। ଅପରପକ୍ଷେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ରାଜ୍ୟ ସରକାର ଗୃହ ବିଭାଗର ଅତିରିକ୍ତ ସଚିବଙ୍କ ନେତୃତ୍ୱରେ ଏକ ଏସଆଇଟି ଟିମ ଗଠନ କରାଯାଇ ଘଟଣାର ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ମମତା ପଶ୍ଚିମବଙ୍ଗରେ ପ୍ରଦାନ କରିଥିଲେ ୧.୬୯ କୋଟି SC-ST-OBC ପ୍ରମାଣପତ୍ର, କଡ଼ା ଯାଞ୍ଚ ନିର୍ଦ୍ଦେଶ ଦେଲେ ଶୁଭେନ୍ଦୁ ସରକାର

କୋଲକାତା,୧୬ା୫: ୨୦୧୧ରୁ ଜାରି ହୋଇଥିବା ସମସ୍ତ ୧.୬୯ କୋଟି SC-ST-OBC ବର୍ଗ ପ୍ରମାଣପତ୍ରକୁ ପୁନଃ ଯାଞ୍ଚ କରିବାକୁ ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ଜିଲା ମାଜିଷ୍ଟ୍ରେଟ୍‌ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।…

ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ

ନୂଆଦିଲ୍ଲୀ,୧୬।୫: ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଆଜମ ଖାନଙ୍କୁ କୋର୍ଟରେ ଏକ ବଡ଼ ଝଟକା ଲାଗିଛି। ୨୦୧୯ ଲୋକ ସଭା ନିର୍ବାଚନ ସମୟରେ ଦେଇଥିବା ଏକ ବିବାଦୀୟ…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ଏଣିକି ବାଇକ୍‌ କି କାର୍‌ରେ ଭରିପାରିବେନି ଫୁଲ୍‌ ଟ୍ୟାଙ୍କ୍‌ ପେଟ୍ରୋଲ! ତେଲ ସଙ୍କଟ ଭିତରେ ଆସିଲା ବଡ଼ ଖବର

ପାଟନା,୧୬।୫: ପାଟନାରେ ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧି ଏବଂ ସମ୍ଭାବ୍ୟ ଅଭାବ ସମ୍ପର୍କରେ ଆଲୋଚନା ମଧ୍ୟରେ, ପେଟ୍ରୋଲ ପମ୍ପଗୁଡ଼ିକରେ ଭିଡ଼ ବଢ଼ିବା ଆରମ୍ଭ ହୋଇଛି। ଅନେକ ଲୋକ…

ଏହି ଜିନିଷ ନ ଥିଲେ ମିଳିବନି ପେଟ୍ରୋଲ, ଜାରି ହେଲା ନୂଆ ନିୟମ…

ନୂଆଦିଲ୍ଲୀ,୧୬।୫: ଦିଲ୍ଲୀ-ଏନସିଆରରେ ବଢ଼ୁଥିବା ପ୍ରଦୂଷଣ ସ୍ତରକୁ ଦୃଷ୍ଟିରେ ରଖି, ପ୍ରଶାସନ ଏବେ କଠୋର ପଦକ୍ଷେପ କାର୍ଯ୍ୟକାରୀ କରିବା ଆରମ୍ଭ କରିଛି। ବାୟୁ ଗୁଣବତ୍ତା ହ୍ରାସ ପାଉଥିବାରୁ, ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri