ଉଜ୍ୱଳା ଯୋଜନାରେ ମିଳିବ ୨୦୦ ଟଙ୍କା ସବସିଡି , ୯ କୋଟି ହିତାଧିକାରୀ ହେବେ ଉପକୃତ…

ନୂଆଦିଲ୍ଲୀ, ୨୧।୫ : ଗ୍ୟାସ୍‌ ସିଲିଣ୍ଡର ପେଟ୍ରୋଲ ଏବଂ ଡିଜେଲର ବଢୁଥିବା ଦାମ ନେଇ ଦେଶର ଲୋକେ ହଇରାଣ ହେଉଥିବାବେଳେ କେନ୍ଦ୍ର ସରକାର ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଉଜ୍ୱଳା ଯୋଜନାରେ ନଅ କୋଟିରୁ ଅଧିକ ହିତାଧିକାରୀଙ୍କୁ ସିଲିଣ୍ଡର ପିଛା ୨୦୦ଟଙ୍କା ସବସିଡି ୧୨ଟି ସିଲିଣ୍ଡର ପର୍ଯ୍ୟନ୍ତ ଦିଆଯିବ। ଏହା ଆମ ମା ଏବଂ ଭଉଣୀମାନଙ୍କୁ ସାହାଯ୍ୟ କରିବ ବୋଲି ସେ କହିଛନ୍ତି। ଏହାଦ୍ୱାରା ୯ କୋଟିରୁ ଅଧିକ ହିତାଧିକାରୀ ଉପକୃତ ହୋଇପାରିବେ।

ସୀତାରାମଣ କହିଛନ୍ତି ଯେ ପ୍ଲାଷ୍ଟିକ ଉତ୍ପାଦଗୁଡ଼ିକ ପାଇଁ ଆମେ କଞ୍ଚାମାଲ ଏବଂ ମଧ୍ୟସ୍ଥିମାନଙ୍କ ଉପରେ କଷ୍ଟମ ଡ୍ୟୁଟି ମଧ୍ୟ ହ୍ରାସ କରୁଛୁ ଯେଉଁଠାରେ ଆମର ଆମଦାନୀ ନିର୍ଭରଶୀଳତା ଅଧିକ ବୃଦ୍ଧି ପାଇବ। କିଛି ଇସ୍ପାତ କଞ୍ଚାମାଲ ଉପରେ ଆମଦାନୀ ଶୁଳ୍କ ମଧ୍ୟ ହ୍ରାସ ପାଇବ। ନିର୍ଦ୍ଦିଷ୍ଟ ଇସ୍ପାତ ଦ୍ରବ୍ୟ ଉପରେ ରପ୍ତାନି ଶୁଳ୍କ ଆଦାୟ କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି।

ଅର୍ଥମନ୍ତ୍ରୀ କହିଛନ୍ତି ଯେ ସିମେଣ୍ଟର ଉପଲବ୍ଧତାକୁ ସୁଦଢ଼  କରିବା ପାଇଁ ମାନକ ଲାଗୁ କରାଯାଉଛି ଏବଂ ସିମେଣ୍ଟର ମୂଲ୍ୟ ହ୍ରାସ କରିବା ପାଇଁ ସର୍ବୋତ୍ତମ ଲଜିଷ୍ଟିକ ବ୍ୟବହାର କରାଯାଉଥିବା ସେ କହିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ ଆମେ ପେଟ୍ରୋଲ ଉପରେ ସେଣ୍ଟ୍ରାଲ ଏକ୍ସାଇଜ ଡ୍ୟୁଟି (ଉତ୍ପାଦ ଶୁଳ୍କ) କୁ ୮ ଟଙ୍କା ଏବଂ ଡିଜେଲ ଉପରେ ୬ ଟଙ୍କା ହ୍ରାସ କରିଥିବା ସୂଚନା ଦେଇଛନ୍ତି। ଏହାଦ୍ୱାରା ପେଟ୍ରୋଲର ମୂଲ୍ୟ ଲିଟର ପିଛା ୯.୫ ଟଙ୍କା ଏବଂ ଡିଜେଲ ଲିଟର ପିଛା ୮ ଟଙ୍କା ହ୍ରାସ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri