ପାକିସ୍ତାନରୁ ୟୁକେ ଯିବା ଉପରେ କଟକଣା

ଲଣ୍ଡନ, ୨।୪ : ପାକିସ୍ତାନର କୌଣସି ନାଗରିକ ୟୁନାଇଟେଡ୍‌ କିଙ୍ଗଡମ୍‌ (ୟୁକେ) ଯାଇ ପାରିବେ ନାହିଁ। କୋଭିଡ୍‌ ସଂକ୍ରମଣ ବଢ଼ୁଥିବାରୁ ପାକିସ୍ତାନ ସମେତ କେନିୟା, ବାଂଲାଦେଶ ଓ ଫିଲିପାଇନ୍ସକୁ ରେଡ୍‌ ତାଲିକାରେ ସାମିଲ କରିବାକୁ ଯାଉଛି ୟୁକେ। ଏହି ଦେଶର ନାଗରିକଙ୍କ ୟୁକେ ଆସିବା ଉପରେ କଟକଣା ଲଗାଯାଇଛି।

ଏହି ୪ଟି ଦେଶରୁ ଫେରୁଥିବା ବ୍ରିଟିଶ କିମ୍ବା ଆୟର୍ଲାଣ୍ଡ ନାଗରିକଙ୍କ ଉପରେ ଏହି କଟକଣା ଲଗା ଯିବନାହିଁ। ତେବେ ସେମାନଙ୍କୁ ହୋଟେଲ ରୁମ୍‌ରେ ୧୦ ଦିନର ବାଧ୍ୟତାମୂଳକ କ୍ୱାରେଣ୍ଟିନରେ ରହିବାକୁ ପଡ଼ିବ। ଆସନ୍ତା ୯ ତାରିଖ ସକାଳ ୪ଟାରେ ପାକିସ୍ତାନ, କେନିୟା, ଫିଲିପାଇନ୍ସ ଓ ପାକିସ୍ତାନକୁ ରେଡ୍‌ ଲିଷ୍ଟରେ ସାମିଲ କରାଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏହି ତାଲିକାରେ ୩୦ରୁ ଅଧିକ ଦେଶ ରହିଛନ୍ତି। ପ୍ରାୟତଃ ଆଫ୍ରିକା, ମିଡ୍‌ଲ ଇଷ୍ଟ ଓ ଦକ୍ଷିଣ ଆମେରିକା ଦେଶଗୁଡ଼ିକ ଉପରେ ଲଗାଯାଇଛି ଏହି କଟକଣା।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri