ଇସ୍ତଫା ଦେଲେ ବ୍ରିଟେନର ଉପ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୧।୪: ବ୍ରିଟେନର ଉପ ପ୍ରଧାନମନ୍ତ୍ରୀ ଡୋମିନିକ ରାବ ଶୁକ୍ରବାର ଦିନ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସେ ସମସ୍ତଙ୍କୁ ଖରାପ ବ୍ୟବହାର କରୁଥିବା ଅଭିଯୋଗରେ ତାଙ୍କ ଉପରେ ତଦନ୍ତ ଚାଲିଛି। ଏହିି ପରିସ୍ଥିତିରେ ଡୋମିନିକ ଏକ ଚିଠି ଲେଖି ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ତାଙ୍କ ଇସ୍ତଫା ପତ୍ର ଦେଇଛନ୍ତି।

ଚିଠିରେ ଡୋନିମିକ କହିଛନ୍ତି, ତଦନ୍ତ ଶେଷ ନ ହେବା ପର୍ଯ୍ୟନ୍ତ ସେ ତାଙ୍କ ପଦରୁ ଇସ୍ତଫା ଦେଉଛନ୍ତି । କିନ୍ତୁ ସେ ସରକାରଙ୍କୁ ସମର୍ଥନ କରନ୍ତି। ପୂର୍ବରୁ କହିଛି ତଦନ୍ତ ପାଇଁ ମୁଁ ସବୁବେଳେ ପ୍ରସ୍ତୁତ। ଯଦି ତଦନ୍ତ ବେଳେ ଜଣା ପଡେ ମୁଁ କାହାକୁ ଖରାପ ବ୍ୟବହାର କରିଛି ତେବେ ମୁଁ ଦୋଷ ସ୍ବୀକାର କରିବି। ତେଣୁ ତଦନ୍ତରେ କିଛି ପ୍ରଭାବ ନ ପଡୁ ସେଥିଲାଗି ମୁଁ ଇସ୍ତଫା ଦେଇଛି।

ଇସ୍ତଫାରେ ସେ କହିଛନ୍ତି ଯେ, ଏହି ତଦନ୍ତ ଏକ ବିପଜ୍ଜନକ ଉଦାହରଣ ସୃଷ୍ଟି କରିଛି। ଏହା ବ୍ରିଟେନର ନେତା ଏବଂ ମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ କରିବାକୁ ଉତ୍ସାହିତ କରିବ। ଯାହାର ପ୍ରଭାବ ସରକାର ଏବଂ ବ୍ରିଟେନର ଲୋକଙ୍କ ଉପରେ ପଡ଼ିବ। ମୋ ଉପରେ ତଦନ୍ତର ନିଷ୍ପତ୍ତି ଏତେ ଶୀଘ୍ର ନିଆଯିବା ଉଚିତ ନୁହେଁ।

ସୂଚନାଯୋଗ୍ୟ, ଡୋନିମିକଙ୍କ ଖରାପ ବ୍ୟବହାର ଯୋଗୁ ତାଙ୍କୁ କ୍ୟାବିନେଟ୍‌ରୁ ବାହାର କରି ଦିଆଯାଇଛି। ତେବେ ସୁନକଙ୍କୁ ଡୋନିମିକିଙ୍କ ବିରୋଧରେ ଅଭିଯୋଗ ମିଳିବା ପରେ ତାଙ୍କ ଉପରେ ତଦନ୍ତ ନେବାକୁ ସେ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?