ଇତିହାସ ରଚିଲେ ବ୍ରିଟେନ୍‌ର ନୂଆ ସରକାର,ପ୍ରଥମ ଥର ପାଇଁ ମହିଳା ହେଲେ ଅର୍ଥମନ୍ତ୍ରୀ

ଲଣ୍ଡନ,୫।୭: ଦୀର୍ଘ ୧୪ ବର୍ଷ ପରେ ବ୍ରିଟେନ୍‌ରେ ବଦଳିଛି ସରକାର। କନ୍ଜର୍ଭେଟିଭ୍‌ ପାର୍ଟିକୁ ହରାଇ ସରକାର ଗଢ଼ିଛି ଲେବର ପାର୍ଟି। କିର୍‌ ଷ୍ଟାର୍ମର ବ୍ରିଟେନ୍‌ର ନୂଆ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ଏହି ଐତିହାସିକ ବିଜୟ ପରେ ସରକାରଙ୍କ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଷ୍ଟାର୍ମର ନିଜର ଅର୍ଥମନ୍ତ୍ରୀ ଭାବେ ରାଚେଲ ରିଭ୍ସଙ୍କୁ ନିଯୁକ୍ତ କରିଛନ୍ତି। ଫଳରେ ପ୍ରଥମ ଥର ପାଇଁ ଦେଶରେ ପ୍ରଥମ ମହିଳା ଅର୍ଥମନ୍ତ୍ରୀ ହୋଇଛନ୍ତି।

ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶୁକ୍ରବାର ନିଜର ପ୍ରଥମ ଭାଷଣରେ ନିର୍ବାଚନରେ ଲେବର ପାର୍ଟିର ବଡ଼ ବିଜୟ ପରେ ଦେଶକୁ ପୁର୍ନନିର୍ମାଣ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ଷ୍ଟାର୍ମର। ଆମର କାମ ଅତ୍ୟାବଶ୍ୟକ। ଏଣୁ ଏହାକୁ ଆଜିଠାରୁ ହିଁ ଆରମ୍ଭ କରିବାକୁ ଯାଉଛୁ ବୋଲି ମଧ୍ୟ ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ସୁରକ୍ଷାକୁ ନେଇ ରାଜନୈତିକ ବିବାଦ: ଲାଲୁ-ରାବ୍ରିଙ୍କ ପାଇଁ Z+ ସୁରକ୍ଷା ପ୍ରତ୍ୟାହାର କରିବା ପରେ ଏମିତି କଲେ ତେଜସ୍ବୀ

ପାଟନା,୬।୬: ବିହାର ରାଜନୀତିରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ବିବାଦ ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ…

ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍‌, ମୋଟ୍‌ ୯ଟି ସ୍ଥାନରେ ରହିଛି…

ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ…

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…

ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା…

ପୂର୍ବତନ ବାର୍‌ ଆସୋସିଏଶନ ସଭାପତିଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ ବିଧାୟକ

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ପୂର୍ବତନ ସଭାପତି ବଂଶୀଧର ପ୍ରଧାନ(୭୭) ଶୁକ୍ରବାର ରାତିରେ ପରଲୋକ ଗମନ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ…

ଭୟଙ୍କର ଦୁର୍ଘଟଣା, ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗୋଟିଏ ଗାଁର ୫ ଯୁବକ ମୃତ

ଅହମଦାବାଦ,୬।୬: ମୋର୍ବି-ହାଲଭାଡ ରାଜପଥର ଚରଦ୍ବା ଗ୍ରାମ ଉପକଣ୍ଠରେ ଗତକାଲି ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ରଣଛୋଡଗଡ଼ ଗ୍ରାମର ପାଞ୍ଚ ଜଣ ଯୁବକଙ୍କ ମୃତ୍ୟୁ…

CJP Protest: ଭାରତରେ ଲ୍ୟାଣ୍ଡ କରୁକରୁ ପ୍ରଥମ ପ୍ରତିକ୍ରିୟା ଦେଲେ କକ୍ରୋଚ୍‌ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ , ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୬: ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ପାଇଁ ଭାରତରେ ପହଞ୍ଚିବା ପରେ ତାଙ୍କର ପ୍ରଥମ ପ୍ରତିକ୍ରିୟା ପ୍ରକାଶ…

ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…

ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri