ସୁନକଙ୍କ ପାଇଁ ଅଗ୍ନିପରୀକ୍ଷା; ଏହି ବ୍ୟକ୍ତି ଦେବେ କଡ଼ା ଟକ୍କର

ଲଣ୍ଡନ,୪।୭: ବ୍ରିଟେନରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ସମ୍ପୂର୍ଣ୍ଣ ହୋଇଛି। ବ୍ରିଟେନର ଭୋଟରମାନେ ଭୋଟ ଦେବାକୁ ପ୍ରସ୍ତୁତ, ଏଠାରେ ଭୋଟ ଆଜି ଅର୍ଥାତ୍‌ ଜୁଲାଇ ୪ରେ ଅନୁଷ୍ଠିତ ହେବ। ଏହି ନିର୍ବାଚନରେ ମୁଖ୍ୟ ପ୍ରତିଯୋଗିତା ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ କଞ୍ଜର୍‌ଭେଟିଭ୍‌ ପାର୍ଟି ଏବଂ ବିରୋଧୀ ଲେବର ପାର୍ଟି ମଧ୍ୟରେ ହେବ ବୋଲି ଆଶା କରାଯାଉଛି। ନିର୍ବାଚନ ପୂର୍ବରୁ କରାଯାଇଥିବା ସର୍ଭେରେ ଲେବର ପାର୍ଟି ସଂଖ୍ୟାଗରିଷ୍ଠତା ହାସଲ କରିବାକୁ ଦାବି କରୁଛି। କଞ୍ଜର୍‌ଭେଟିଭ୍‌ ପାର୍ଟି ଋଷି ସୁନକଙ୍କ ନେତୃତ୍ୱରେ ଏବଂ ଲେବର ପାର୍ଟି କିର ଷ୍ଟାର୍ମର ନେତୃତ୍ୱ ନେଉଛନ୍ତି।
କଞ୍ଜର୍‌ଭେଟିଭ୍‌ ପାର୍ଟି ନେତା ଋଷି ସୁନକ ପୁଣି ଥରେ ପ୍ରଧାନମନ୍ତ୍ରୀ ହେବାକୁ ଦୌଡ଼ରେ ଅଛନ୍ତି। ତେବେ ଏପର୍ଯ୍ୟନ୍ତ ଦେଖାଯାଇଥିବା ସର୍ବେକ୍ଷଣରୁ ଜଣାପଡିଛି ଯେ, ଏଥର ସେମାନଙ୍କ ରାସ୍ତା ସହଜ ହେବ ନାହିଁ। ବ୍ରିଟେନରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବାକୁ ଋଷି ସୁନକ ଦାବି କରୁଛନ୍ତି, କିନ୍ତୁ ଅନେକ ପ୍ରତିଶ୍ରୁତି ପାଳନ କରୁ ନ ଥିବା ଅଭିଯୋଗ ହୋଇଛି। ପ୍ରତିଶ୍ରୁତ ପାଳନ ନ କରିବାରୁ ତାଙ୍କ ବିରୋଧରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ରହିଛି। ଋଷି ସୁନକ ହେଉଛନ୍ତି ବ୍ରିଟେନର ପ୍ରଥମ ଏସୀୟ ଏବଂ ହିନ୍ଦୁ ପ୍ରଧାନମନ୍ତ୍ରୀ। ଏଥର ନିର୍ବାଚନ ସୁନକଙ୍କ ପାଇଁ ଅଗ୍ନିପରୀକ୍ଷା ସଦୃଶ ହେବ।
ଲେବର ପାର୍ଟି ନେତା କିର ଷ୍ଟାର୍ମର ଜଣେ ପୂର୍ବତନ ମାନବ ଅଧିକାର ଆଇନଜୀବୀ ତଥା ମୁଖ୍ୟ ପବ୍ଲିକ ପ୍ରସିକ୍ୟୁଟର। ନିର୍ବାଚନ ପୂର୍ବ ସର୍ଭେରେ ଲେବର ପାର୍ଟି ସଂଖ୍ୟାଗରିଷ୍ଠତା ହାସଲ କରିବାକୁ ଦାବି କରିଛି। ଏଭଳି ପରିସ୍ଥିତିରେ କିର ଷ୍ଟାର୍ମର ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହୋଇପାରନ୍ତି ବୋଲି ଏକ ବଡ଼ ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧,୪୦୦ କୋଟିରୁ ଅଧିକ ସମ୍ପତ୍ତିର ମାଲିକ ଡି.କେ. ଶିବକୁମାର, ଜାଣନ୍ତୁ ନୂଆ ମୁଖ୍ୟମନ୍ତ୍ରୀଙ୍କ ନେଟଓ଼୍ବର୍ଥ

ବେଙ୍ଗାଲୁରୁ,୨୮।୫: କର୍ନାଟକ କଂଗ୍ରେସର ପ୍ରମୁଖ ନେତା ତଥା ଉପମୁଖ୍ୟମନ୍ତ୍ରୀ ଡି. କେ. ଶିବକୁମାର (D.K. Shivakumar) ନିଜର ନିର୍ୱାଚନୀ ସପଥପତ୍ର (Affidavit) ଦାଖଲ କରିଛନ୍ତି । ଏହି…

ବଦଳିଲା ପାଗ, IMD ଦେଲା ଚେତାବନୀ, ଆଗାମୀ ୩ ଦିନରେ ଭୟଙ୍କର…

ନୂଆଦିଲ୍ଲୀ, ୨୮।୫: ଆଇଏମଡି ଅନୁଯାୟୀ, କେନ୍ଦ୍ରୀୟ ଉତ୍ତର ପ୍ରଦେଶ ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ଜାରି ରହିଛି। ଏକ ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ପ୍ରଦେଶରୁ…

Rule Change 1st June: ଜୁନ ୧ରୁ ବଦଳିଯିବ ୬ଟି ବଡ଼ ନିୟମ ପରିବର୍ତ୍ତନ ହେବ, ଆପଣଙ୍କ ପକେଟକୁ କରିବ ପ୍ରଭାବିତ

ନୂଆଦିଲ୍ଲୀ, ୨୮।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଏହା ସହିତ, ଜୁନ ୧ ରୁ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାର ଆଶା…

ଇଦ୍‌-ଉଜ୍‌-ଜୁହାରେ ଏମିତି ମେସେଜ୍‌ ଦେଲେ ପ୍ରଧାନମନ୍ତ୍ରୀ: ଆମ ସମାଜରେ…

ନୂଆଦିଲ୍ଲୀ,୨୮।୫: ସାରା ଦେଶରେ ଆଜି ଇଦ୍‌-ଉଜ୍‌-ଜୁହା ପର୍ବ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଅବସରରେ ନାଗରିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ‘ଏକ୍ସ’ ରେ ଏକ…

କର୍ନାଟକ ରାଜନୀତିରେ ରୋଚକ ଦୃଶ୍ୟ, ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ପାଦ ଛୁଇଁଲେ ଶିବକୁମାର

ବେଙ୍ଗାଲୁରୁ, ୨୮।୫: କର୍ନାଟକ ରାଜନୀତିରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ, ଗୁରୁବାର ବେଙ୍ଗାଲୁରୁସ୍ଥିତ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ବାସଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ଜଳଖିଆ ବୈଠକ ଅନୁଷ୍ଠିତ…

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏମିତି ଅପିଲ କରିଦେଲେ ବିଜୟ, ଦେଖିକି ରହିଗଲେ …

ନୂଆଦିଲ୍ଲୀ,୨୮।୫: ତାମିଲନାଡୁରେ କ୍ଷମତା ଗ୍ରହଣ କରିବା ପରେ, ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri