ବ୍ରିଟେନର ପ୍ରମୁଖ ବିଶ୍ୱବିଦ୍ୟାଳୟରେ ପ୍ରବେଶ ସୀମିତ କରିବାକୁ ଯୋଜନା, ସୁନକଙ୍କୁ ଭାରତୀୟଙ୍କ ଗୁହାରୀ

ଲଣ୍ଡନ,୨୬ ।୧୧: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଦେଶରେ ପ୍ରବାସୀ ନାଗରିକଙ୍କ ସଂଖ୍ୟା କମ କରିବାକୁ ଚିନ୍ତା କରୁଛନ୍ତି । ଏଥିପାଇଁ ସେ ବ୍ରିଟେନର ପ୍ରମୁଖ ବିଶ୍ୱ ବିଦ୍ୟାଳୟରେ ପ୍ରବେଶ ସୀମିତ କରିବାକୁ ଯୋଜନା କରୁଛନ୍ତି । ଏହି ଯୋଜନାକୁ ନେଇ ଭାରତୀୟ ମୂଳ ବାସିନ୍ଦା ସେମାନଙ୍କ ଭିଜା ନ କାଟିବାକୁ ଗୁହାରୀ କରିଛନ୍ତି ।

ସୁନକ ପ୍ରବାସୀଙ୍କ ସଂଖ୍ୟା ହ୍ରାସ କରିବାକୁ କେବଳ ପ୍ରବେଶ ସୀମିତ ରଖିବାକୁ ନୁହେଁ ବରଂ ଛାତ୍ରମାନଙ୍କ ନିର୍ଭରଶୀଳଙ୍କ ପାଇଁ ଭିଜା ସଂଖ୍ୟା କମ କରିବାକୁ ବି ସୁନକ ଚାହୁଁଛନ୍ତି । ଏଭଳି ପରିସ୍ଥିତିରେ ବ୍ରିଟେନରେ ବିଦେଶୀ ଭାରତୀୟଙ୍କ ନେତୃତ୍ୱରେ ଏକ ଛାତ୍ର ସଙ୍ଗଠନ ବିଦେଶୀମାନଙ୍କ ପାଇଁ ଅଧ୍ୟୟନ ଭିଜା କାଟିବା ଯୋଜନାର ପୁନର୍ବିଚାର କରିବାକୁ ଅନୁରୋଧ କରିଛି । ସୂଚନାଯୋଗ୍ୟ, ବ୍ରିଟେନରେ ପ୍ରବାସୀଙ୍କ ସଂଖ୍ୟା ଏକ ରେକର୍ଡ ସ୍ତରରେ ପହଞ୍ଚିଥିବାରୁ ସୁନକଙ୍କୁ ଏହି ପଦକ୍ଷେପ ନେବାକୁ ପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri